ଖାଉଟି ବଣ୍ଟନକେନ୍ଦ୍ରକୁ ଆସିବେନି ହିତାଧିକାରୀ: ଘରେ ପହଞ୍ଚିବ ଭତ୍ତା, ଗହମ, ଚାଉଳ

ଭୁବନେଶ୍ୱର,୨୪।୩(ବ୍ୟୁରୋ): କରୋନା ଭୂତାଣୁର ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସାମାଜିକ ନିରାପତ୍ତା ଯୋଜନାରେ ଥିବା ସମସ୍ତ ହିତାଧିକାରୀଙ୍କୁ ଭତ୍ତା, ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ହିତାଧିକାରୀଙ୍କୁ ଖାଦ୍ୟଶଷ୍ୟ ସେମାନଙ୍କ ଘରେ ପହଞ୍ଚାଇ ଦିଆଯିବ। ହିତାଧିକାରୀଙ୍କୁ ପେନ୍‌ସନ୍‌ କିମ୍ବା ଖାଦ୍ୟଶସ୍ୟ ନେବା ପାଇଁ ସାଧାରଣ ଖାଉଟି ବଣ୍ଟନ କେନ୍ଦ୍ରକୁ ଆସିବାକୁ ପଡ଼ିବ ନାହିଁ। ଭିଡ଼ କମାଇବା ପାଇଁ ରାଜ୍ୟ ସରକାର ଏଭଳି ପଦକ୍ଷେପ ନେଇଛନ୍ତି। ଭତ୍ତା ଓ ଖାଦ୍ୟଶସ୍ୟ ହିତାଧିକାରୀଙ୍କ ନିକଟରେ ଯେପରି ପହଞ୍ଚିପାରିବ ସେ ନେଇ ସମସ୍ତ ଜିଲାପାଳ, ଡିଷ୍ଟ୍ରିକ୍ଟ ମାଜିଷ୍ଟ୍ରେଟ୍‌, ସମସ୍ତ ମହାନଗର ନିଗମର କମିଶନର, ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଏ ନେଇ କ୍ଷମତା ପ୍ରଦାନ କରାଯାଇଛି। ସାମାଜିକ ଗୁରୁତ୍ୱକୁ(ସୋସିଆଲ ଡିଷ୍ଟାନ୍‌ସିଂ) ଗାଇଡ୍‌ ଲାଇନ୍‌ ଅନୁଯାୟୀ ପେନ୍‌ସନ୍‌ ଓ ଖାଦ୍ୟ ସାମଗ୍ରୀ ବାଣ୍ଟିବା ପାଇଁ ବ୍ୟବସ୍ଥା କରିବେ। ଆବଶ୍ୟକ ସ୍ଥଳେ ଜିଲାର ବିଭିନ୍ନ ବିଭାଗର କ୍ଷେତ୍ର କର୍ମଚାରୀଙ୍କୁ ଏହି କାର୍ଯ୍ୟରେ ନିୟୋଜିତ କରିପାରିବେ। ମଙ୍ଗଳବାର ଏ ନେଇ ସ୍ବାସ୍ଥ୍ୟ ଓ ପରିିବାର କଲ୍ୟାଣ ବିଭାଗ ପକ୍ଷରୁ ସର୍କୁଲାର ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ   

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri