Posted inଖେଳ

ଖାତା ଖୋଲିପାରିଲେ ନାହିଁ କୋହଲି; ଶତକ ମୁହାଁ ଅଗ୍ରଓ୍ବାଲ

ଇନ୍ଦୋର,୧୫ା୧- ସ୍ଥାନୀୟ ହୋଲ୍‌କାର ଷ୍ଟାଡିୟମରେ ଚାଲିଥିବା ବାଂଲାଦେଶ ବିପକ୍ଷ ପ୍ରଥମ ଟଷ୍ଟରେ ଭାରତୀୟ ଦଳ ପ୍ରଥମ ଇନିଂସ ଅଗ୍ରଣୀ ହାସଲ କରିଛି। ବାଂଲାଦେଶ ୧୫୦ ରନ୍‌ କରିଥିବାବେଳେ ଭାରତୀୟ ଦଳ ଶୁକ୍ରବାର ରିପୋର୍ଟ ଲେଖା ହେବା ସୁଦ୍ଧା ୩ ଉଇକେଟ ହରାଇ ୧୭୦ ରନ୍‌ କରିଛି। ଫଳରେ ଘରୋଇ ଦଳ ୨୦ ରନ୍‌ର ଅଗ୍ରଣୀ ହାସଲ କରିଛି। ଓପନର ମୟଙ୍କ ଅଗ୍ରଓ୍ବାଲ ୮୨ ରନ୍‌ କରି ଶତକ ଆଡ଼େ ମୁହାଁଉଛନ୍ତି। ତାଙ୍କ ଇନିଂସରେ ୧୩ ଚୌକା ଓ ଏକ ଛକା ସାମିଲ ରହିଛି। ପୂର୍ବତନ ଦିନ ଅପରାଜିତ ଥିବା ଚେତେଶ୍ୱର ପୂଜାରା (୫୪) ଅର୍ଦ୍ଧଶତକ ପୂରଣ କରିବା ପରେ ଆବୁ ଜାୟେଦଙ୍କ ବଲରେ ଆଉଟ୍‌ ହୋଇ ପ୍ୟାଭେଲିଅନ୍‌ ଫେରିଥିଲେ। ତାଙ୍କ ପରେ କ୍ରିଜକୁ ଓହ୍ଲାଇଥିଲେ ଅଧିନାୟକ ବିରାଟ କୋହଲି। ମାତ୍ର ସେ ଖାତା ଖୋଲିବା ପୂର୍ବରୁ ଏଲବିଡବ୍ଲ୍ୟୁ ଆଉଟ୍‌ ହୋଇଥିଲେ। ତାଙ୍କୁ ମଧ୍ୟ ଜାୟେଦ ଆଉଟ୍‌ କରିଥିଲେ। ଅଗ୍ରଓ୍ବାଲଙ୍କ ସହ ଉପ ଅଧିନାୟକ ଅଜିଙ୍କ୍ୟ ରାହାନେ (୨୨) ଖେଳୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri