ଖାଦ୍ୟ, ମାସ୍କ ବଣ୍ଟନ

ଖଇରା,୩୦।୪(ଡି.ଏନ.ଏ.)-ଫାଉଣ୍ଡେଶନ ଟ୍ରଷ୍ଟ ଓ ଆର୍ଯ୍ୟାନ ସଙ୍ଗଠନ ତରଫରୁ ବୁଧବାର ଖଇରା ବ୍ଲକର ଡଗରପଡା ପଞ୍ଚାୟତରେ ଖାଦ୍ୟ ଓ ମାସ୍କ ବଣ୍ଟନ କରାଯାଇଛି। ଟ୍ରଷ୍ଟ ଅଧ୍ୟକ୍ଷ ମହମ୍ମଦ ଆୟୁବଖାନ ଓ ସ୍ଥାନୀୟ ସ୍ବେଚ୍ଛାସେବୀ ରନତ୍ାକର ଦଳେଇ, ବିକ୍ରମ କୁଅଁର, ଲକ୍ଷ୍ମଣ ବେହେରା, କୃତିବାସ ଜେନା ପ୍ରତ୍ୟକ୍ଷ ସହଯୋଗରେ ଖାଦ୍ୟ ପ୍ୟାକେଟ ଓ ମାସ୍କ ବଣ୍ଟନ କରାଯାଇଥିଲା। ଗ୍ରାମାଞ୍ଚଳରେ ଘର ଘର ବୁଲି ସେବା ପ୍ରଦାନ କରୁଥିବା ଆଶା ଓ ଅଙ୍ଗନୱାଡି କର୍ମୀମାନଙ୍କୁ ସହଯୋଗ କରିବାକୁ ଉଦ୍ୟେକ୍ତାମାନେ ପରାମର୍ଶ ଦେଇଥିଲେ ା ସେହିଭଳି ଅତି ଆବଶ୍ୟକ ନ ପଡିଲେ ଘରୁ ନ ବାହାରିବାକୁ ସଙ୍ଗଠନର ସଦସ୍ୟମାନେ ବୁଝାଇ କହିଥିଲେ ା ପୂର୍ବରୁ କଂସ ପୋଷାକରେ କରୋନାର ଭୟାବହତା ଉପରେ ସଚେତନତା କରି ଆସୁଥିବା ଗୟାଧର ବିଶ୍ୱାଳ ଉପସ୍ଥିତ ରହି ଘରେ ରୁହନ୍ତୁ ସୁରକ୍ଷିତ ରୁହନ୍ତୁ ବୋଲି ସ୍ଲୋଗାନ ଦେଇ ଲୋକଙ୍କୁ ପୁନର୍ବାର ସଚେତନ କରାଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ।  ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି…

ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ…

ନଦୀରେ ଗୋଧୋଇବାକୁ ଯିବା ହେଲା କାଳ, ପାଣିରେ ବୁଡ଼ି ଚାଲିଗଲା ୨ଜୀବନ

ଝାରସୁଗୁଡ଼ା,୧୪।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଇବ ନଦୀକୁ ରବିବାର ଅପରାହ୍ନରେ ଗାଧୋଇ ଯାଇଥିବା ସମୟରେ ପାଣିରେ ବୁଡ଼ି ଦୁଇ ଜଣ ଯୁବକଙ୍କର ଅକାଳ…

କୋରାପୁଟରେ ରଜ ମହୋତ୍ସବ

କୋରାପୁଟ,୧୪।୬(ଅମିତାଭ ବେହେରା ): ଓଡ଼ିଶାର ଗଣପର୍ବ ରଜର ଉତ୍ସାହ ଏବେ ଗାଁଠୁ ସହର ସବୁଠି ପରିଲକ୍ଷିତ ହେଉଛି। ଏହି ପରିପ୍ରେକ୍ଷୀରେ କୋରାପୁଟ ସ୍ଥିତ ସ୍ଥାନୀୟ ଦକ୍ଷତା ବୃଦ୍ଧି…

ନାଳରୁ ମିଳିଲା ମୃତଦେହ: କାରଣ ଖୋଜୁଛି ପୋଲିସ

ବଞ୍ଚୋ,୧୪।୬:(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ନାନିକାବାହାଳି ଗ୍ରାମ ନିକଟସ୍ଥ ଗଣ୍ଡନାଳରୁ ପୋଲିସ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri