Posted inଜାତୀୟ

ଖାଦ୍ୟ ସୁରକ୍ଷା ଆଇନ ଲାଗୁ କରିବାରେ ବିଫଳ: ୧୦ ମନ୍ତ୍ରଣାଳୟ ଉପରେ ୫ ଲକ୍ଷ ଜରିମାନା

ନୂଆଦିଲ୍ଲୀ,୧୦।୨: ଖାଦ୍ୟ ସୁରକ୍ଷା ଆଇନ ଲାଗୁ କରିବାରେ ବିଫଳତା ନେଇ କେନ୍ଦ୍ର ସରକାରଙ୍କ ଉପରେ ସୁପ୍ରିମ୍‌କୋର୍ଟ ବର୍ଷିଛନ୍ତି। କେନ୍ଦ୍ରର ୧୦ଟି ମନ୍ତ୍ରଣାଳୟ ଉପରେ ଏନେଇ ସୁପ୍ରିମ୍‌କୋର୍ଟ ୫ ଲକ୍ଷ ଟଙ୍କାର ଜରିମାନା ଆଦେଶ ଦେଇଛନ୍ତି। ମହିଳା ଓ କଲ୍ୟାଣ ମନ୍ତ୍ରଣାଳୟ ,ବିଧି ଓ ନ୍ୟାୟ ମନ୍ତ୍ରଣାଳୟ, ସାମାଜିକ ନ୍ୟାୟ ଓ ଅଧିକାରିତା ଏବଂ ଗ୍ରାମୀଣ ବିକାଶ ଆଦି ମନ୍ତ୍ରଣାଳୟ ଉପରେ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ଜରିମାନା ଆଦେଶ ଦିଆଯାଇଛି। ଲୋକଙ୍କୁ ରାଶନ କାର୍ଡ ଯୋଗାଇବା ତଥା ଆଧାର କାର୍ଡ ନ ଥିବା ଲୋକଙ୍କ ପାଇଁ ସାମୁହିକ ରୋଷେକ ବ୍ୟବସ୍ଥା କରାଇବା ଲାଗି ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲେ ମଧ୍ୟ ଏସବୁ କାର୍ଯ୍ୟ ସହିତ ସମ୍ପୃକ୍ତ ଥିବା ମନ୍ତ୍ରଣାଳୟଗୁଡ଼ିକ ପକ୍ଷରୁ କୌଣସି ରିପୋର୍ଟ ଦାଖଲ ନ କରାଯିବାରୁ ସର୍ବୋଚ୍ଚ ନ୍ୟାୟାଳୟ ବିରକ୍ତ ହୋଇଛନ୍ତି। ସୂଚନାଯୋଗ୍ୟ, ୨୦୧୩ ସେପ୍ଟେମ୍ବର ୧୦ରେ ଭାରତ ସରକାରଙ୍କ ପକ୍ଷରୁ ରାଷ୍ଟ୍ରୀୟ ଖାଦ୍ୟ ସୁରକ୍ଷା ଅଧିନିୟମ-୨୦୧୩ ଜାରି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri