Posted inଜାତୀୟ

ଖାଦ୍ୟ ସୁରକ୍ଷା ସତ୍ୟପାଠ ଦାଖଲରେ ଅବହେଳା: ୫ ରାଜ୍ୟ ଉପରେ ଅତିରିକ୍ତ ୧୦ ଲକ୍ଷ ଜରିମାନା

ନୂଆଦିଲ୍ଲୀ,୧୭।୨: ଖାଦ୍ୟ ସୁରକ୍ଷା ସତ୍ୟପାଠ ଦାଖଲରେ ଅବହେଳା ପାଇଁ ସୁପ୍ରିମ୍‌କୋର୍ଟ ୫ ରାଜ୍ୟ ଉପରେ ଅତିରିକ୍ତ ୧୦ ଲକ୍ଷ ଟଙ୍କା ଜରିମାନା ଲାଗୁ କରିଛନ୍ତି। ରାଜ୍ୟରେ ସାମୁହିକ ରୋଷେଇ ଶାଳ ନିର୍ମାଣ କରାଯାଇଥିବା ଦର୍ଶାଇ ଏକ ସତ୍ୟପାଠ ଦାଖଲ କରିବାକୁ ଗତ ସପ୍ତାହରେ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ କେତେକ ରାଜ୍ୟକୁ ନୋଟିସ୍‌ ଜାରି କରାଯିବା ସହିତ ୫ ଲକ୍ଷ ଟଙ୍କାର ଜରିମାନା ଦଣ୍ଡାଦେଶ ହୋଇଥିଲା। ଧାର୍ଯ୍ୟ ସମୟ ମଧ୍ୟରେ ଦିଲ୍ଲୀ, ମହାରାଷ୍ଟ୍ର, ମଣିପୁର, ଓଡ଼ିଶା ଏବଂ ଗୋଆ ସତ୍ୟପାଠ ଦାଖଲ କରି ନ ଥିବାରୁ ସର୍ବୋଚ୍ଚ ନ୍ୟାୟାଳୟ ଏଭଳି ନିର୍ଦ୍ଦେଶ ଦେଇଛନ୍ତି। ତେବେ ଗତ ସପ୍ତାହର ନିର୍ଦ୍ଦେଶ ଜାରି ପରେ ଆଣ୍ଡାମାନ-ନିକୋବର, କର୍ନାଟକ, ପଞ୍ଜାବ, ଉତ୍ତରାଖଣ୍ଡ, ଝାଡ଼ଖଣ୍ଡ, ନାଗାଲାଣ୍ଡ ଏବଂ ଜମ୍ମୁ-କଶ୍ମୀର ଆଦି ୭ଟି ରାଜ୍ୟ ସତ୍ୟପାଠ ଦାଖଲ କରିଥିଲେ। ଏହି ମାମଲାର ଶୁଣାଣି ଏପ୍ରିଲ୍‌ ୮ରେ ହେବ ବୋଲି ସୁପ୍ରିମ୍‌କୋର୍ଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ମାସ ବିତିଲା, ଅପହୃତାଙ୍କ ପତ୍ତା ମିଳୁନି: ଉଦ୍ଧାର ପାଇଁ ନିବେଦନ କଲେ ଅଜା

ମହାକାଳପଡ଼ା, ୨୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତଥା ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ବତୀଘର ଅଞ୍ଚଳର ଜଣେ ନାବାଳିକା ଛାତ୍ରୀଙ୍କୁ ଗତ ମାର୍ଚ୍ଚ ୧୧ତାରିଖ…

ଡାକ୍ତରୀ ପଢ଼ିବେ ଗରିବ ମେଧାବୀ ଛାତ୍ର ସୌମ୍ୟରଞ୍ଜନ: ସହଯୋଗର ହାତ ବଢାଇଲେ ସମବାୟବିତ୍‌

ମହାକାଳପଡ଼ା,୨୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଜୟ ନଗର ପଞ୍ଚାୟତ ସାହାବାଜପୁର ଗ୍ରାମର କୈଳାସ ଚନ୍ଦ୍ର ସାହୁଙ୍କ ଆର୍ଥିକ ସ୍ଥିତି ଗମ୍ଭୀର। ମୁଣ୍ଡ ଗୁଞ୍ଜିବାକୁ…

ବିହାରରେ ପହଞ୍ଚିଲା ନେପାଳର ବନ୍ୟା ଜଳ…ଏକ ବଡ଼ ବିପଦ ଟଳି ଯାଇଛି କି? ଜାଣନ୍ତୁ ବର୍ତ୍ତମାନର ସ୍ଥିତି

ପାଟନା/କାଠମାଣ୍ଡୁ,୨୭।୮: ନେପାଳରେ ପ୍ରବଳ ବର୍ଷାର ପ୍ରଭାବ ଏବେ ବିହାରର ସୀମାବର୍ତ୍ତୀ ଅଞ୍ଚଳରେ ଦୃଶ୍ୟମାନ ହେଉଛି। ବୁଧବାର ରାତିରେ, ନେପାଳରୁ ପ୍ରବାହିତ ହେଉଥିବା ଜଳର ପ୍ରବଳ ଲହରୀ ଯୋଗୁ…

ଅପହଞ୍ଚ ଗାଁ ପାଣିଖିଆ: ମୌଳିକ ସୁବିଧାରୁ ବଞ୍ଚିତ ଲୋକେ

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ ):୮୦ ବର୍ଷ ହେଲା ସ୍ବାଧୀନତା ମିଳିଲାଣି। ହେଲେ ଏବେବି ଅନେକ ନିପଟ ମଫସଲ ଗାଁରେ ସ୍ବାଧୀନତା ଅପହଞ୍ଚ ପାଲଟିଛି। ଲୁଣା ହେନ୍ତାଳ…

ମେଟାର ବଡ଼ ନିଷ୍ପତ୍ତି : ରାତି ୧୨ଟାରୁ ସକାଳ ୬ଟା ଯାଏ ଆଉ ଚାଲିବନି ଇନଷ୍ଟା-ଫେସବୁକ୍‌

ନୂଆଦିଲ୍ଲୀ,୨୭।୮: ଶିଶୁ ଓ କିଶୋରମାନଙ୍କୁ ସୋସିଆଲ ମିଡିଆ ନିଶାରେ ପକାଉଥିବା ଅଭିଯୋଗରେ ଛନ୍ଦି ହୋଇଥିବା ଫେସବୁକ-ଇନଷ୍ଟାଗ୍ରାମର ମାଲିକାନା ସଂସ୍ଥା ‘Meta’ ଏକ ଐତିହାସିକ ନିଷ୍ପତ୍ତି ନେଇଛି। ଆମେରିକାରେ…

ପୁଣି ଆସିବ ପ୍ରଳୟ! ଶେଷ ହୋଇନି ନେପାଳବାସୀଙ୍କ ଦୁର୍ଦ୍ଦଶା, ବଡ଼ ଆକଳନ କଲେଣି ବିଶେଷଜ୍ଞ

କାଠମାଣ୍ଡୁ,୨୭।୮: ନେପାଳରେ ବନ୍ୟା ହଜାର ହଜାର ଲୋକଙ୍କୁ ପ୍ରଭାବିତ କରିଛି; ଏପର୍ଯ୍ୟନ୍ତ ୧୬୦ ଜଣଙ୍କ ଜୀବନ ଯାଇଛି ଏବଂ ଶହ ଶହ ଲୋକ ନିଖୋଜ ଅଛନ୍ତି। ଗୁରୁତ୍ୱପୂର୍ଣ୍ଣ…

ମୋଦିଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ମାନସମନ୍ଥନ: ୭୦+ ମନ୍ତ୍ରୀଙ୍କ କଟିବ ପତ୍ତା! ଯୁବ-ମହିଳାଙ୍କୁ ମିଳିବ…

ନୂଆଦିଲ୍ଲୀ,୨୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ଖୁବଶୀଘ୍ର ବଡ଼ ପରିବର୍ତ୍ତନ ହୋଇପାରେ। ସମ୍ଭାବ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ଯୁବ ଓ ମହିଳାଙ୍କୁ ଅଧିକ ସ୍ଥାନ ଦେବା ଉପରେ ଗୁରୁତ୍ୱ…

ନେପାଳ ବନ୍ୟାରେ ଫସି ରହିଥିବା ଭାରତୀୟଙ୍କ ପାଇଁ MEA ଜାରି କଲା ହେଲପ ଲାଇନ

ନୂଆଦିଲ୍ଲୀ,୨୭।୮: ବୁଧବାର ନେପାଳର ରାସୁୱା ଜିଲାର ତିବ୍ଦତ ସୀମା ନିକଟରେ ହଠାତ ବନ୍ୟା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରିପୋର୍ଟ ଅନୁଯାୟୀ ଏବେ ପର୍ଯ୍ୟନ୍ତ ଅତି କମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri