ଭଞ୍ଜନଗର,୨୧।୯(ଡି.ଏନ.ଏ): ଭଞ୍ଜନଗର ତହସିଲ ଅନ୍ତର୍ଗତ ଖାରିଗୁଡ଼ାରେ ଶୁକ୍ରବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟିଛି ।
ଏଥିରେ ଗଙ୍ଗାଧର ନାୟକ, ସୁଗ୍ରୀବ ନାୟକ, ବାଳି ନାୟକ, ଶୈଳ ନାୟକଙ୍କ ୮ ବଖରା ଘର ପୋଡ଼ିଯାଇଛି । ଏଥିସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତିି ପୋଡ଼ି ପାଉଁଶ ହୋଇଯାଇଛି । ଖବରପାଇ ଭଞ୍ଜନଗର ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଅଁାକୁ ଆୟତ କରିଛନ୍ତି। ନିଅଁା କିଭଳି ଲାଗିଲା ତାହା ଜଣାପଡ଼ିନାହିଁ । ସରପଞ୍ଚ କୃଷ୍ଣ ସ୍ବାଇଁ ରାତିରେ ଘଟଣାସ୍ଥଳରେ ପହଞ୍ଚି କ୍ଷତିଗ୍ରସ୍ତ ପରିବାରଙ୍କ ଥଇଥାନ ବ୍ୟବସ୍ଥା କରିଛନ୍ତି ା
ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…
ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…
ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…
ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…
ନବୀନ ଦେଲେ ବଡ଼ ଦାୟିତ୍ୱ: ତାରକେଶ୍ୱର ବ୍ଲକ, ତାରା ପ୍ରସାଦ ହେଲେ ନଗର ବିଜେଡ଼ି ସଭାପତି
ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡ଼ି ସଭାପତି ଭାବେ କେ. ତାରକେଶ୍ୱର ଦୋରାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଦିଗପହଣ୍ଡି ନଗର ବିଜେଡ଼ି ସଭାପତି…
ଛତ୍ରପୁର ପୌରପାଳିକାରେ ମିଶ୍ରଣକୁ ୫ ପଞ୍ଚାୟତବାସୀଙ୍କ ସମର୍ଥନ, ରାଜ୍ୟ ସରକାରଙ୍କୁ ଜଣାଇଲେ କୃତଜ୍ଞତା…
ଛତ୍ରପୁର,୧୯ା୨(ଦିଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନରେ ଆର୍ଯ୍ୟପଲ୍ଲୀ, କଣମଣା, ଅଗସ୍ତିନୂଆଗାଁ, ଚିକଲଖଣ୍ଡି ଓ ପୋଡାପଦର ଆଦି ୫ଟି ପଞ୍ଚାୟତର ମିଶ୍ରଣ ପାଇଁ ସରକାରଙ୍କ ପ୍ରକ୍ରିୟା ଚାଲିଛି ।…
ବାଇକ୍ରେ ଯାଉଥିଲେ, ପିଟି ଦେଲା ହାଇଓ୍ବା: ଚାଲିଗଲା ମ୍ୟାନେଜରଙ୍କ ଜୀବନ…
ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା ଗ୍ରାମ ନିକଟରେ ହାଇୱା ଟ୍ରକ (ନଂ. ଓଡ଼ି ୩୨ ଏଲ – ୧୧୦୭) ଧକ୍କାରେ ଜଣେ…
ଗଞ୍ଜାମ ନଗର ସଭାପତି ପରେ ଛାତ୍ର-ଯୁବ ସଭାପତିଙ୍କ ଉପରେ ସମସ୍ତଙ୍କ ନଜର, ଲବିରେ ମନୋଜ ପ୍ରଧାନ
ଗଞ୍ଜାମ,୧୯।୨(ବିଦ୍ୟାଧର ସାହୁ): ବିଜୁ ଜନତା ଦଳର ଗଞ୍ଜାମ ଏନ୍ଏସି ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କ ନାଁ ଘୋଷଣା କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ।ସୁଧୀର…
ସୁଧୀରଙ୍କୁ ମନୋନୀତ କଲେ ନବୀନ
ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…
ଦୀପକ ହେଲେ ଦିଗପହଣ୍ଡି ନଗର କଂଗ୍ରେସ ସଭାପତି, ଛୁଟିଛି ଶୁଭେଚ୍ଛାର ସୁଅ
ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୧୦ନଂ ୱାର୍ଡର କାଉନସିଲର ଦୀପକ କୁମାର ମିଶ୍ରଙ୍କୁ ନଗର କଂଗ୍ରେସ କମିଟିର ସଭାପତି ରୂପେ ନିଯୁକ୍ତ କରାଯାଇଛି।…
Archives

