ଖାଲି କରାଗଲା ଏଫେଲ୍‌ ଟାଓ୍ବାର

ପ୍ୟାରିସ,୨୧।୫: ବିଶ୍ୱ ପ୍ରସିଦ୍ଧ ଏଫେଲ୍‌ ଟାଓ୍ବାର ଉପରକୁ ଗତ ସୋମବାର ଜଣେ ବ୍ୟକ୍ତି ଚଢିଯିବା ପରେ ତାକୁ ଖାଲି କରାଯାଇଥିଲା। ଉକ୍ତ ଟାଓ୍ବାରର ଦେଖାରଖା କରୁଥିବା ପ୍ୟାରିସର ଏକ କମ୍ପାନୀ ଏହି ସୂଚନା ଦେଇଛି। ଏଫେଲ୍‌ ଟାଓ୍ବାରକୁ ଦେଖିବାକୁ ପ୍ରତିବର୍ଷ ପ୍ରାୟ ୭୦ ଲକ୍ଷ ପର୍ଯ୍ୟଟକ ଏଠାକୁ ଆସିଥାଆନ୍ତି। ଏହାର ୨ ମହଲା ପର୍ଯ୍ୟନ୍ତ ଲିପ୍ଟ ଅବା ସିଡିରେ ଯିବାର ବ୍ୟବସ୍ଥା ରହିଛି। ହେଲେ ଆହୁରି ଉପରକୁ ଯିବାକୁ ଚାହିଁଲେ ଲିପ୍ଟର ସାହାଯ୍ୟ ନେବାକୁ ପଡିଥାଏ। ହେଲେ ଉକ୍ତ ବ୍ୟକ୍ତି ଜଣକ ସିଧା ଏହି ଟାଓ୍ବାର ଉପରେ ଚଢିଯିବାରୁ ସୁରକ୍ଷାକୁ ଦୃଷ୍ଟିରେ ରଖି ଏହାକୁ ଖାଲି କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri