ଖୁବ୍‌ଶୀଘ୍ର ଦ୍ୱିତୀୟ ପାଳି ଆରମ୍ଭ କରିବେ କ୍ରିକେଟର୍‌ ହରଭଜନ ସିଂ

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଫ୍‌ସ୍ପିନର୍‌ ହରଭଜନ ସିଂ ଦ୍ୱିତୀୟ ପାଳି ଆରମ୍ଭ କରିବାକୁ ଯାଉଛନ୍ତି। କ୍ରିକେଟରେ ସଫଳ ହେବା ପରେ ସେ ଏବେ ବଲିଉଡ୍‌ ମୁହାଁ ହୋଇଛନ୍ତି। ଜେପିଆର ଏବଂ ଶ୍ୟାମ ସୂର୍ଯ୍ୟାଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଫେଣ୍ଡ୍‌ସିପ୍‌’ରେ ହରଭଜନ ଲିଡ୍‌ ରୋଲ୍‌ରେ ନଜର ଆସିବେ। ଫିଲ୍ମର ପ୍ରଥମ ଲୁକ୍‌ ଜାରି ହୋଇଛି। ଯଦିଓ ପୋଷ୍ଟରରେ ହରଭଜନ ନଜର ଆସିନାହାନ୍ତି, କିନ୍ତୁ କ୍ରିକେଟ ମୈଦାନରେ ହାତକଡି ପିନ୍ଧିଥିବା ଦୁଇ ହାତ ଦେଖାଯାଇଛି। ସୂଚନାଯୋଗ୍ୟ, ଅନ୍ତର୍ଜାତୀୟ କ୍ରିକେଟ କ୍ୟାରିୟରରେ ହରଭଜନ ୧୦୩ଟି ଟେଷ୍ଟ ଖେଲି ୪୧୭ଟି ଉଇକେଟ, ୨୩୬ଟି ଏକଦିବସୀୟ ମ୍ୟାଚରୁ ୨୬୯ଟି ଉଇକେଟ୍‌ ଏବଂ ୨୮ଟି ଟି୨୦ ମ୍ୟାଚରୁ ୨୫ଟି ଉଇକେଟ୍‌ ହାସଲ କରିଛନ୍ତି। ପୂର୍ବରୁ ସୁନୀଲ ଗାଭାସ୍କର, କପିଳ ଦେବ, ଅଜୟ ଜାଡେଜା, ସଚିନ ତେନ୍ଦୁଲକର ଏବଂ ବ୍ରେଟ୍‌ ଲି ପ୍ରମୁଖ କ୍ରିକେଟରମାନେ ପରଦାରେ ଛୋଟ ଭୂମିକାରେ ଅଭିନୟ କରିସାରିଛନ୍ତି। ହରଭଜନ ପ୍ରଥମ କ୍ରିକେଟର ଭାବେ କୌଣସି ଫିଲ୍ମରେ ଲିଡ୍‌ ରୋଲରେ ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ଅଲିମ୍ପିକ କିମ୍ବଦନ୍ତୀ ଉସେନ ବୋଲ୍ଟ ହେଲେ ଟି-୨୦ ବିଶ୍ୱକପ୍‌ର ଆମ୍ବାସାଡାର

ନୂଆଦିଲ୍ଲୀ,୨୫।୪: ବିଶ୍ୱର କିମ୍ବଦନ୍ତୀ ଦ୍ରୁତ ଧାବକ ଉସେନ ବୋଲ୍ଟ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ର ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ ହୋଇଛନ୍ତି। ଜୁନ ୧ରୁ ଆମେରିକା...

ଲଜ୍ଜାଜନକ ରେକର୍ଡ କଲେ ମୋହିତ ଶର୍ମା

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଗୁଜୁରାଟ ଟାଇଟାନ୍ସ ବୋଲର ମୋହିତ ଶର୍ମାଙ୍କ ନାମରେ ଏକ ଲଜ୍ଜାଜନକ ରେକର୍ଡ କରିଛନ୍ତି। ମୋହିତ ଶର୍ମା ଆଇପିଏଲ ଇତିହାସରେ ସର୍ବାଧିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri