ଖୁସି ଅଛନ୍ତି ସନ୍ନି ଦେଓଲ

ଫିଲ୍ମ ‘ଗଦର ୨’ର ସଫଳତାରେ ବେଶ୍‌ ଖସି ଅଛନ୍ତି ତାରା ସିଂ ଅର୍ଥାତ୍‌ ସନ୍ନି ଦେଓଲ। ସ୍ବାଧୀନତା ଦିବସ ଅବସରରେ ସେ ଇନ୍ଦୋରର ମୋହୋ ଶିଶୁ ସଂଗ୍ରହାଳୟରେ ପହଞ୍ଚିଥିଲେ। ସେ ପତାକା ଉତ୍ତୋଳନ କରି ୭୭ତମ ସ୍ବାଧୀନତା ଦିବସ ପାଳନ କରିଥିଲେ। ଏହି ସବୟରେ ସେ ବେଶ୍‌ ଖୁସି ଥିଲେ। ସଂଗ୍ରହାଳୟରେ ସନ୍ନିଙ୍କୁ ଏକ ବିଶେଷ ଢଙ୍ଗରେ ସ୍ବାଗତ କରାଯାଇଥିଲା। ସନ୍ନି ଧଳା କୁର୍ତ୍ତା ପାଇଜାମା ଏବଂ ହଳଦିଆ ପଗଡି ପିନ୍ଧି ପୂର୍ଣ୍ଣ ତାରା ସିଂ ଅବତାରରେ ସେଠାରେ ପହଞ୍ଚିଥିଲେ। ତାଙ୍କ ପୁଅ ରାଜବୀର ଦେଓଲ ମଧ୍ୟ ସନିଙ୍କ ସହ ନଜର ଆସିଥିଲେ। ପତାକା ଉତ୍ତୋଳନ କରିବା ପରେ ସନ୍ନି ମଧ୍ୟ ସାମରିକ ଅସ୍ତ୍ର ଯାଞ୍ଚ କରିବା ସହ ସେଠାରେ ଉପସ୍ଥିତ ଯବାନଙ୍କ ସହ ଆଲୋଚନା କରିଥିଲେ। ଅଭିନେତା ହେବା ବ୍ୟତୀତ ସନ୍ନି ଦେଓଲ ପଞ୍ଜାବର ଗୁରୁଦାସପୁର ନିର୍ବାମଣ୍ଡଳୀରୁ ମଧ୍ୟ ଏମ୍‌ପି ଅଛନ୍ତି।
ସନି ଦେଓଲଙ୍କ ଅଭିନୀତ ‘ଗଦର ୨’ ବକ୍ସ ଅଫିସରେ ସୁପରହିଟ୍‌ ହୋଇଛି। ରିଲିଜର ଚତୁର୍ଥ ଦିନରେ ‘ଗଦର ୨’ ୩୭ କୋଟି ରୋଜଗାର କରିଛି । ଫିଲ୍ମ ବର୍ତ୍ତମାନ ପର୍ଯ୍ୟନ୍ତ ୧୭୨ କୋଟି ଟଙ୍କା ସଂଗ୍ରହ କରିବାରେ ସଫଳ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଲିବଲ ଟୁର୍ଣ୍ଣାମେଣ୍ଟ: ସ୍ବାମ୍‌ ଟିମ୍‌କୁ ହରାଇ କରଞ୍ଜିଆ ଚମ୍ପିୟାନ

ପାଟଣା,୭।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସ୍ବାମ ବିରଜୟ ଗୋବିନ୍ଦପୁର ଶାସନ ଭଲିବଲ ଆସୋସିଏଶନ ପକ୍ଷରୁ ଶୁକ୍ରବାର ଦିବାରାତ୍ର ସ୍ବାମ…

ଅଶାନ୍ତ ହୋଇପଡ଼ିଛି ବରଗଡ଼: ଜଳୁଛି କ୍ରୋଧର ନିଆଁ, ସହରବାସୀ ଅସୁରକ୍ଷିତ

ବରଗଡ଼,୭ା୨(ପ୍ରେମାନନ୍ଦ ଖମାରୀ): ବିଚ୍‌ ରାସ୍ତା ଉପରେ ହୋଇଥିବା ଗୋଷ୍ଠୀ ସଂଘର୍ଷରେ ୨ଯୁବକଙ୍କ ମୃତ୍ୟୁ ପରେ ବରଗଡ଼ ସହର ଅଶାନ୍ତ ହୋଇ ପଡ଼ିଛି। ଏବେ ମଧ୍ୟ ଉତ୍ତେଜନା ଲାଗି…

India-US Trade Deal: ‘ବନ୍ଧୁ ଆଉ ବନ୍ଧୁ ହୋଇ ରହିଲେ ନାହିଁ…’, ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିକୁ ନେଇ…

ନୂଆଦିଲ୍ଲୀ,୭।୨: ଭାରତ ଏବଂ ଆମେରିକା ମଧ୍ୟରେ ଘୋଷଣା ହୋଇଥିବା ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତି ଜାତୀୟ ରାଜନୀତିକୁ ଉଷ୍ମ କରିଛି। ବରିଷ୍ଠ କଂଗ୍ରେସ ନେତା ଜୟରାମ ରମେଶ ପ୍ରଧାନମନ୍ତ୍ରୀ…

ଜିଲାକୁ ରହିଛି ପ୍ରାକୃତିକ ବିପର୍ଯ୍ୟୟ ଭୟ: ସାମୁଦ୍ରିକ ପ୍ରାଚୀର, ହେନ୍ତାଳ ବଣ ପ୍ରସ୍ତାବରେ ସୀମିତ

କେନ୍ଦ୍ରାପଡ଼ା, ୭ା୨ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ପ୍ରାକୃତିକ ବିପର୍ଯ୍ୟୟପ୍ରବଣ। ଏହି ଜିଲାକୁ ପ୍ରତିବର୍ଷ ବନ୍ୟା, ବାତ୍ୟା ସହିତ ସୁନାମି ଭୟ ରହିଛି। ଏପରି ପ୍ରାକୃତିକ ବିପର୍ଯ୍ୟୟ…

କାନ୍ଦିଲାଣି ପାକିସ୍ତାନ, ଚିନ୍ତାରେ ଚାଇନା! ଆମେରିକାର ଜବାବକୁ ନେଇ…

ନୂଆଦିଲ୍ଲୀ,୭।୨: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ସମ୍ପ୍ରତି ପିଓକେର ମାଟିରୁ ‘କଶ୍ମୀର ପାକିସ୍ତାନ ହେବ’ ସ୍ଲୋଗାନ ଦେଇଥିଲେ। ମଞ୍ଚ ପ୍ରସ୍ତୁତ ଥିଲା, କରତାଳି ହୋଇଥିଲା, ଏବଂ ଇସଲାମାବାଦ…

ଅଳଙ୍କାର ଦେକାନରୁ ଚେନ୍ ଚୋରି କଲା ପାରା; ଥଣ୍ଟରେ ନେଇ ବେକରେ ପିନ୍ଧିଲା, ତାପରେ…

ଜୟପୁର,୭।୨: ରାଜସ୍ଥାନର ନାଗୌର ଜିଲାରୁ ଏକ ଅତ୍ୟନ୍ତ ଆଶ୍ଚର୍ଯ୍ୟଜନକ ଏବଂ ମଜାଦାର ଖବର ସାମ୍ନାକୁ ଆସିଛି। ସାଧାରଣତଃ ଲୋକମାନେ ଚୋରି ଏବଂ ଡକାୟତି ରିପୋର୍ଟରେ ମଣିଷଙ୍କ କାର୍ଯ୍ୟ…

ରାସ୍ତାରେ ଷ୍ଟଣ୍ଟ୍‌ କରୁଥିଲେ ଯୁବକ: ମାଡ଼ିବସିଲା ପୋଲିସ

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ହୀରାକୁଦ ଜଳଭଣ୍ଡାର ଦକ୍ଷିଣ(ରାଇଟ) ଡାଇକ ରାସ୍ତାରେ ବେପରୁଆ ଓ ବିପଦପୂର୍ଣ୍ଣ ଭାବରେ କାର୍‌ ଚାଳନା(ଷ୍ଟଣ୍ଟ) କରିଥିବା ଅଭିଯୋଗରେ ୭ ଯୁବକଙ୍କୁ…

ପଣ୍ୟାଗାର କେମିକାଲ ଗୋଦାମରୁ ଧୂଆଁ ନିର୍ଗତ: ସ୍ଥାନୀୟ ବାସିନ୍ଦାଙ୍କ ଆଖି, ନାକ ଜଳାପୋଡ଼ା

ମହାକାଳପଡ଼ା, ୭ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପାରାଦୀପ-ଚଣ୍ଡିଖୋଲ ୫୩ ନଂ. ଜାତୀୟ ରାଜପଥ ପାର୍ଶ୍ୱ ମଶାକଣି ବଡ଼ଦଣ୍ଡାଠାରେ କେନ୍ଦ୍ରୀୟ ପଣ୍ୟାଗାର ନିଗମ ଗୋଦାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri