ଖୁସି ଖବର: ୨୪ଘଣ୍ଟାରେ ନୂଆ ସଂକ୍ରମିତଙ୍କ ସଂଖ୍ୟାର ଦେଢ଼ଗୁଣା ସୁସ୍ଥ ହୋଇ ଫେରିଲେ ଘରକୁ

ନୂଆଦିଲ୍ଲୀ,୩୦।୫: ଭାରତରେ ପ୍ରତି ଦିନ ନୂଆ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିବାରେ ଏକ ଖୁସି ଖବର ମିଳିଛି। ପ୍ରଥମ ଥର ପାଇଁ ଗତ ୨୪ ଘଣ୍ଟାରେ ନୂଆ ସଂକ୍ରମିତଙ୍କ ସଂଖ୍ୟାର ଦେଢ଼ଗୁଣା ସୁସ୍ଥ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ୮ ହଜାର ୧୦୧ ନୂଆ ସଂକ୍ରମିତଙ୍କ ଚିହ୍ନଟ କରାଯାଇଥିବାବେଳେ ଏହି ସମୟ ମଧ୍ୟରେ ୧୧ ହଜାର ୭୨୯ ସୁସ୍ଥ ହୋଇଛନ୍ତି। ସେହିପରି ଏହି ସମୟରେ ମଧ୍ୟରେ ୨୬୯ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ୨୩ ମେରେ ନୂଆ ସଂକ୍ରମିତଙ୍କ ସଂଖ୍ୟା ୬,୬୬୫ ଥିଲା। ସେହିପରି ମେ ୨୪ରେ ଏହା ୭,୧୧୧ ଏବଂ ମେ ୨୭ରେ ୭,୨୭୧ ଥିଲା। ୨୮ମେ ରେ ନୂଆ ସଂକ୍ରମିତଙ୍କ ସଂଖ୍ୟା ୭,୨୫୮ ଥିବାବେଳେ ୨୯ ମେରେ ଏହା ୮, ୧୦୧ ଛୁଇଁଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ପ୍ରସଙ୍ଗରେ ଜବାବ ରଖିଲେ ନବୀନ-ପାଣ୍ଡିଆନ୍‌: ରାଜନୈତିକ ଉଦ୍ଦେଶ୍ୟ…

ଭୁବନେଶ୍ୱର,୨୪।୭(ତ୍ରିନାଥ ମହାନ୍ତି):ତତ୍କାଳୀନ ୫ଟି ସଚିବ ଥିବା ଭିକେ ପାଣ୍ଡିଆନଙ୍କ ହେଲିକପ୍ଟରରେ ବୁଲିବା ଖର୍ଚ୍ଚ ମାମଲାରେ କୋର୍ଟରେ ଜବାବ ରଖିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ପାଣ୍ଡିଆନ।…

ସପ୍ତାହେ ଯାଏ ଛେଚିବ: ଝଡ଼ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୪ା୭ (ବନ୍ଦନା ସେଠୀ):ସମୁଦ୍ର ପତ୍ତନରେ ଜାରି ରହିଥିବା ଟ୍ରଫ୍‌ ଲାଇନ୍‌ ପ୍ରଭାବରେ ରାଜ୍ୟରେ ଆହୁରି ସପ୍ତାହେ ପର୍ଯ୍ୟନ୍ତ ବର୍ଷା ଲାଗି ରହିବା ନେଇ ସମ୍ଭାବନା ରହିଛି। ସେହିପରି…

ଅନଶନ ଭାଙ୍ଗିବା ପରେ ଏମିତି କହିଦେଲେ ସୋନମ ଓ୍ବାଙ୍ଗଚୁକ୍‌: ମୁଁ ଖୁବ୍‌ଶୀଘ୍ର…

ନୂଆଦିଲ୍ଲୀ,୨୪।୭:ସରକାରଙ୍କ ପକ୍ଷରୁ ତାଙ୍କ ଦାବି ପୂରଣ ହେବାର ପ୍ରତିଶ୍ରୁତି ପାଇବା ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ତାଙ୍କର ଅନଶନ ସମାପ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ତାଙ୍କ…

ପେପର ଲିକ୍‌ ମାମଲାରେ ସରକାରଙ୍କ ପକ୍ଷରୁ ବଡ଼ ଧରଣର ଅଦଳବଦଳ: ଶିକ୍ଷା ମନ୍ତ୍ରଣାଳୟରୁ ହଟିଲେ…

ନୂଆଦିଲ୍ଲୀ,୨୪।୭: ଜନ୍ତର ମନ୍ତରରେ ଛାତ୍ର ଆନ୍ଦୋଳନ ମଧ୍ୟରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଧରଣର ଅଦଳବଦଳ କରାଯାଇଛି। କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। କ୍ୟାବିନେଟର…

ରାତି ଅଧରେ ଭିଡ଼ିଓ କରି ଏମିତି କହିଲେ ପ୍ରଧାନମନ୍ତ୍ରୀ: ଦେଶରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୪।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ବିଳମ୍ବିତ ରାତିରେ ଏକ ଭିଡିଓ ସନ୍ଦେଶ ଜାରି କରି ଦେଶର ଯୁବପିଢ଼ି ଏବଂ ସାଧାରଣ ଜନତାଙ୍କୁ ଭରସା ଦେଇଛନ୍ତି ଯେ…

ଆଜି ଦେଶବ୍ୟାପୀ ବିକ୍ଷୋଭ ଡାକରା: ଜାଣନ୍ତୁ କ’ଣ ଖୋଲା, କ’ଣ ବନ୍ଦ

ନୂଆଦିଲ୍ଲୀ,୨୪ା୭: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି)ର ଗତ ୨୦ ତାରିଖ ଚଲୋ ସଂସଦ ଅଭିଯାନ ବେଳେ ଛାତ୍ରୀଛାତ୍ରଙ୍କ ଉପରେ ଲାଠିମାଡ଼ କରାଯିବାରୁ ଅନେକେ ଆହତ ହୋଇଥିଲେ। ପୋଲିସ…

ଦୟାକରି ଘରକୁ ଫେରିଯାଅ…ଆନ୍ଦୋଳନରତ ଛାତ୍ରଛାତ୍ରୀମାନଙ୍କୁ ସଲମାନ କଲେ ଏଭଳି ଅପିଲ୍‌

ନୂଆଦିଲ୍ଲୀ: ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଏବଂ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ବଲିଉଡ୍ ଅଭିନେତା ସଲମାନ ଖନ୍ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ସୋସିଆଲ ମିଡିଆ…

ପୋଲିସ ଗାଡ଼ି ଅଟକାଇ ଚର୍ଚ୍ଚାରେ ଯୁବତୀ, ଭିଡିଓ ଭାଇରାଲ

ମୁମ୍ବାଇ, ୨୩।୭ : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଛାତ୍ର ଆନ୍ଦୋଳନ ଚାଲିଥିବା ବେଳେ ମୁମ୍ବାଇର ଦାଦର ନିକଟସ୍ଥ ଶିବାଜୀ ପାର୍କ ନିକଟରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri