‘ଖୁସି’ ସଚେତନତା କାର୍ଯ୍ୟକ୍ରମ

ଧର୍ମଶାଳା,୧୦।୮(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ କିଶୋରୀ ସ୍ବଚ୍ଛତା କାର୍ଯ୍ୟକ୍ରମ ‘ଖୁସି’ ଶୁକ୍ରବାର ଧର୍ମଶାଳା ମହିଳା ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। କ୍ରୀଡ଼ା ଅଧ୍ୟାପିକା ସୁନୀତା ମହାନ୍ତି ଅଧ୍ୟକ୍ଷତା ଆୟୋଜିତ ଉତ୍ସବରେ ଅତିଥିଭାବେ ଜୁନିୟର ମହିଳା ମହାବିଦ୍ୟାଳୟର ଅଧ୍ୟକ୍ଷା ନମିତା ପରିଡ଼ା ଯୋଗଦେଇଥିଲେ। ଏହି ଯୋଜନାରେ ଛାତ୍ରୀମାନଙ୍କୁ ପ୍ରତିମାସରେ ମାଗଣାରେ ନାପକିନ୍‌ ଯୋଗାଇ ଦିଆଯିବ। ଫଳରେ ଛାତ୍ରୀମାନେ ବିଭିନ୍ନ ରୋଗ ସଂକ୍ରମଣରୁ ରକ୍ଷା ପାଇପାରିବେ ବୋଲି ସେ କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅଧ୍ୟାପିକା ପ୍ରଭାସିନୀ ପ୍ରଧାନ, ସୋନାଲି ସାହୁ, ଗ୍ରନ୍ଥାଗାରିକା ଜୟନ୍ତୀ ସାହୁ ପ୍ରମୁଖ ଯୋଗଦେଇ ଖୁସି କାର୍ଯ୍ୟକ୍ରମ ଉପରେ ଛାତ୍ରୀଙ୍କୁ ବୁଝାଇଥିଲେ। ଶେଷରେ ସୁଶ୍ରୀତା ରାଉତ ଧନ୍ୟବାଦ ଅର୍ପଣ କରିଥିଲେ। ପ୍ରଥମ ପର୍ଯ୍ୟାୟରେ ୨୬୫ ଜଣ ଛାତ୍ରୀଙ୍କୁ ନାପକିନ୍‌ ବଣ୍ଟାଯାଇଥିବା କଲେଜ ଅଧ୍ୟକ୍ଷା ପରିଡା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ ସେନାରେ ଏବେବି ୫୫ ଭାରତୀୟ, ତଥ୍ୟ ଦେବାକୁ ମସ୍କୋକୁ ଅନୁରୋଧ କଲା ନୂଆଦିଲ୍ଲୀ

ନୂଆଦିଲ୍ଲୀ,୩ା୧୦: ରୁଷିଆ ସେନାରେ ନିଯୁକ୍ତି ପାଇଥିବା ଭାରତୀୟଙ୍କ ମଧ୍ୟରୁ ଇତିମଧ୍ୟରେ ୧୪୦ ଜଣଙ୍କୁ ମୁକ୍ତ କରାଗଲାଣି। ଏବେ ବି ରୁଷିଆର ସଶସ୍ତ୍ର ସେନାରେ ୫୫ ଭାରତୀୟ କାର୍ଯ୍ୟରତ…

ବନ୍ୟଜନ୍ତୁଙ୍କ ସୁରକ୍ଷା ସମସ୍ତଙ୍କ ଦାୟିତ୍ଵ

ଦିଗପହଣ୍ଡି,୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ କାର୍ଯ୍ୟାଳୟ ଅଧିନ ଖମାରିଗାଁ ପଞ୍ଚାୟତ ଅନ୍ତର୍ଗତ ବୁରୁବନ୍ଧ ଗ୍ରାମ ବନସୁରକ୍ଷା ସମିତି ପକ୍ଷରୁ ରାଜ୍ୟ ଜଙ୍ଗଲ ପରିବେଶ…

ଦୁର୍ଗାପୂଜା ପାଇଁ କଡ଼ା ସୁରକ୍ଷା ବ୍ୟାଙ୍କ ଓ ସୁନା ଋଣ ପ୍ରତିଷ୍ଠାନ: ପରିଦର୍ଶନ କଲା ପୋଲିସ

ବଞ୍ଚୋ, ୩।୧୦ (ପ୍ରଦୋଷ ବିଶ୍ୱାଳ): ଆଗାମୀ ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ଘଷିପୁରା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଘଷିପୁରା…

୪୮ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୨୪୧ କିଲୋମିଟର ବେଗରେ ଫେରିବ ବାତ୍ୟା ‘ନୋଲୋ’ (Nolo), ଉଡ଼ିବ ଘରଦ୍ୱାର! ଚିନ୍ତାରେ ପାଣିପାଗ ବିଶେଷଜ୍ଞ

ନୂଆଦିଲ୍ଲୀ,୩।୧୦: ପାଣିପାଗ ସମ୍ବନ୍ଧୀୟ ଏକ ଖବର ସାମ୍ନାକୁ ଆସିଛି ଯାହା ସମଗ୍ର ବିଶ୍ୱର ପାଣିପାଗ ବିଶେଷଜ୍ଞମାନଙ୍କୁ ଗଭୀର ଚିନ୍ତାରେ ପକାଇଛି। ଗତ କିଛି ଦିନ ଧରି ସମୁଦ୍ର…

ପାରାଲିସିସ୍‌ ପୀଡ଼ିତାଙ୍କ ପରିବାର ପାଖରେ ବିଧାୟକ: ବଢ଼ାଇଲେ ଆର୍ଥିକ ସହାୟତାର ହାତ

ଗଞ୍ଜାମ, ୩।୧୦ (ଅନାଥ ତରାଇ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ବଡ଼ସାହିର ଲକ୍ଷ୍ମୀନାରାୟଣ ବେହେରାଙ୍କ ପତ୍ନୀ ପାର୍ବତୀ ବେହେରା ପାରାଲିସିସ୍‌ ରୋଗରେ ପୀଡ଼ିତ ଥିବା ଖବର ପାଇ…

ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲେ ବୈଭବ ସୂର୍ଯ୍ୟବଂଶୀ, ଜୟ ଶାହାଙ୍କ ପାଦ ଛୁଇଁ ନେଲେ ଆଶୀର୍ବାଦ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ଇତିହାସରେ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିବାରେ ବୈଭବ ସୂର୍ଯ୍ୟବଂଶୀ ସବୁଠାରୁ କମ ବୟସର ଖେଳାଳି ହୋଇପାରିଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ…

ବୁଧ-ମଙ୍ଗଳ ମିଳନରୁ ‘କେନ୍ଦ୍ର ଦୃଷ୍ଟି ରାଜଯୋଗ’; ମିଥୁନ ସମେତ ୪ ରାଶିଙ୍କ ରାତାରାତି ବଦଳିବ ଭାଗ୍ୟ, ପ୍ରଚୁର ଧନଲାଭ!

ଜ୍ୟୋତିଷ ଗଣନା ଅନୁଯାୟୀ, ଅକ୍ଟୋବର ୨ ତାରିଖରୁ କେନ୍ଦ୍ର ଦୃଷ୍ଟି ରାଜଯୋଗର ପ୍ରଭାବ ଦେଖିବାକୁ ମିଳିପାରେ। ଏହି ଯୋଗର ଶୁଭ ପ୍ରଭାବରୁ ୪ଟି ରାଶି ପାଇଁ ଧନ…

ପଞ୍ଚାୟତ ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ; ୪ଟି ପର୍ଯ୍ୟାୟରେ ହେବ ମତଦାନ

ଜୟପୁର,୩।୧୦: ରାଜସ୍ଥାନରେ ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି। ରାଜ୍ୟ ନିର୍ବାଚନ କମିଶନର ରାଜେଶ୍ୱର ସିଂହ ଏକ ସାମ୍ବାଦିକ ସମ୍ମିଳନୀରେ ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?