Posted inଖେଳ

ଖେଲୋ ଇଣ୍ଡିଆ ଗେମ୍ସ ଅନୁପ୍ରାଣିତ କରିଛି: ରାହି

ଭୁବନେଶ୍ୱର, ୨୦।୨(କ୍ରୀଡ଼ା ପ୍ରତିନିଧି)- ଖେଲୋ ଇଣ୍ଡିଆ ଗେମ୍ସ ଦେଶରେ ଅନେକ ପିଲାଙ୍କୁ ଖେଳରେ ଅଂଶଗ୍ରହଣ କରିବା ପାଇଁ ଅନୁପ୍ରାଣିତ କରିଛି। ୟୁଥ ଗେମ୍ସର ତିନୋଟି ସଂସ୍କରଣ ମାଧ୍ୟମରେ ଭାରତ ସରକାର ଅନେକ ପ୍ରତିଭାଙ୍କୁ ଚିହ୍ନଟ କରିଛନ୍ତି। ଓଡ଼ିଶାରେ ହେବାକୁ ଯାଉଥିବା ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସରୁ ମଧ୍ୟ ଅନେକ ପ୍ରତିଭା ଚିହ୍ନଟ ହୋଇ ପାରିବେ“ ବୋଲି ଏସିଆନ ଗେମ୍ସ ଓ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ପଦକ ବିଜେତା ରାହି ସର୍ନୋବତ ପ୍ରକାଶ କରିଛନ୍ତି।
‘ମୁଁ ବାସ୍ତବରେ ବେଶ ଆନନ୍ଦିତ ଯେ କେତେକ ମହାବିଦ୍ୟାଳୟ ଏବଂ ବିଶ୍ୱବିଦ୍ୟାଳୟଗୁଡ଼ିକ ସେମାନଙ୍କ ଛାତ୍ରଛାତ୍ରୀମାନଙ୍କୁ ଖେଳରେ ଅଂଶଗ୍ରହଣ କରିବା ପାଇଁ ଉତ୍ସାହିତ କରୁଛନ୍ତି ଏବଂ ଏକାଡେମୀ ତୁଳନାରେ ଅନ୍ୟ ଜିନିଷ ଉପରେ ମଧ୍ୟ ବିଶେଷ ଧ୍ୟାନ ଦେଉଛନ୍ତି ା ଅନେକ ପିଲା ବର୍ତ୍ତମାନ ଖେଳକୁ କ୍ୟାରିୟର କରିବା ପାଇଁ ଏବଂ ଖେଲୋ ଇଣ୍ଡିଆ ଭଳି ପ୍ରତିଯୋଗିତାରେ ଅଂଶଗ୍ରହଣ କରିବା ପାଇଁ ଅନୁପ୍ରାଣିତ ହୋଇଛନ୍ତି ା ଭାରତର ସମସ୍ତ ଯୁବ କ୍ରୀଡ଼ାବିତମାନଙ୍କ ପାଇଁ ଭାରତ ସରକାର ଏକ ବୃହତ ମଞ୍ଚ ପ୍ରଦାନ କରଛନ୍ତି ବୋଲି ୨୦୨୦ ଟୋକିଓ ଅଲମ୍ପିକ୍ସର ୨୫ ମିଟର ପିସ୍ତଲ ଇଭେଣ୍ଟରେ ଅଂଶଗ୍ରହଣ କରିବାକୁ ଯାଉଥିବା ଏହି ଶୁଟର କହିଛନ୍ତି ା ”ମୋ ମତରେ ଭାରତରେ ପ୍ରତିଭାମାନଙ୍କୁ ଖୋଜି ବାହାର କରିବା ଦିଗରେ ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସର ଏକ ପ୍ରମୁଖ ପ୍ରଭାବ ରହିବ ା ଯଦି ନୂତନ ଯୁବପିଢ଼ୀ ଏହି ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସରେ ଅଂଶଗ୍ରହଣ କରନ୍ତି ତେବେ ସେମାନେ ନିଜପାଇଁ ଏବଂ ଆଗାମୀ ପିଢ଼ୀ ପାଇଁ ଏକ ମୁଳଦୂଆ ପ୍ରସ୍ତୁତ କରିପାରିବେ“ ବୋଲି ଏହି ୨୯ ବର୍ଷୀୟା କ୍ରୀଡ଼ାବିତ କହିଛନ୍ତି


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

‘ବୈଭବ ସୂର୍ଯ୍ୟବଂଶୀଙ୍କଠାରୁ ମୋର କୌଣସି ଆଶା ନାହିଁ’: ଟିମ ଇଣ୍ଡିଆକୁ ନେଇ ଏମିତି କହିଲେ ସୁନୀଲ ଗାଭାସ୍କର, ଉଠିଲାଣି ପ୍ରଶ୍ନ

ନୂଆଦିଲ୍ଲୀ,୮।୯: ଆଫଗାନିସ୍ତାନ ବିପକ୍ଷରେ ଟି-୨୦ ସିରିଜ ପରେ, ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡାରେ ଅଂଶଗ୍ରହଣ କରିବ। ସେପ୍ଟେମ୍ବର ୧୯ରେ ଜାପାନର ଆଇଚି-ନାଗୋୟାରେ ଆରମ୍ଭ…

Watch: ଜନ୍ମଦିନର ପୂର୍ବ ରାତିରେ ସଭିଙ୍କୁ ଚକିତ କଲେ ଶୁବମନ ଗିଲ, ଜାଣନ୍ତୁ…

ନୂଆଦିଲ୍ଲୀ,୮।୯: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ମଙ୍ଗଳବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୨୭ ବର୍ଷ ପୂର୍ବେ ଆଜିର ଦିନରେ –…

‘ଇଶାନ କିଶନଙ୍କଠାରୁ କିଛି ଶିଖ…’ବୈଭବଙ୍କୁ ପୂର୍ବତନ କ୍ରିକେଟରଙ୍କ ବଡ଼ ଚେତାବନୀ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୮।୯: ଦୁଲୀପ ଟ୍ରଫି ଫାଇନାଲରେ ଇଶାନ କିଶନଙ୍କ ବ୍ୟାଟରୁ ଦେଖିବାକୁ ମିଳିଛି ଜବରଦସ୍ତ ଇନିଂସ। ଇଶାନ ୩୩୪ ବଲରୁ ୨୭୦ ରନ୍‌ର ମାରାଥନ ପାରି ଖେଳିଛନ୍ତି। ତାଙ୍କ…

ଭାରତ ବିପକ୍ଷ ଐତିହାସିକ ଟି-୨୦ ମ୍ୟାଚ ଖେଲିବାକୁ ଦଳ ଘୋଷଣା କଲା ଜାପାନ: ଜାଣନ୍ତୁ କିଏ ହେଲେ ଅଧିନାୟକ

ଟୋକିଓ,୮।୯: ଜାପାନ କ୍ରିକେଟ ଆସୋସିଏସନ ସୋମବାର ଭାରତ ବିପକ୍ଷରେ ଐତିହାସିକ ଏକମାତ୍ର ଟି-୨୦ ମ୍ୟାଚ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ଏହା ଭାରତ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri