Posted inଖେଳ

ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସ: ରଙ୍ଗାରଙ୍ଗ ଉଦ୍‌ଘାଟନ ଉତ୍ସବ ପାଇଁ ପ୍ରସ୍ତୁତି

ଗୁଆହାଟୀ,୯।୧(ପି.ଟି.)- ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଯାଉଥିବା ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସର ତୃତୀୟ ସଂସ୍କରଣକୁ ସଫଳ କରିବା ପାଇଁ ଆୟୋଜକମାନେ ପ୍ରସ୍ତୁତିରେ କୌଣସି ହେଳା କରିବାକୁ ଚାହୁଁନାହାନ୍ତି। ଏହି ମେଗା ଇଭେଣ୍ଟ ଉଦ୍‌ଘାଟନୀ ଉତ୍ସବକୁ ରଙ୍ଗାରଙ୍ଗ୍‌ ତଥା ସ୍ମରଣୀୟ କରିବାକୁ ସବୁ ପ୍ରକାର ପ୍ରସ୍ତୁତି କରାଯାଉଛି। ୩୭ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରୁ ୬,୮୦୦ଜଣ ଆଥଲେଟ୍‌ ୨୦ଟି କ୍ରୀଡ଼ାରେ ଏଥିରେ ଅଂଶଗ୍ରହଣ କରିବେ।
ଉଦ୍‌ଘାଟନୀ ଉତ୍ସବ ଅବସରରେ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ ଓ ଆସାମ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ ଉପସ୍ଥିତ ରହିବେ। ଏହି ଅବସରରେ ସ୍ପ୍ରିଣ୍ଟ ସେନ୍‌ସେସନ ତଥା ତାରକା ଧାବିକା ହିମା ଦାସ ମଧ୍ୟ ଉପସ୍ଥିତ ରହିବେ। ଏହି ଇଭେଣ୍ଟ ସାରା ଦେଶର କ୍ରୀଡ଼ାରେ ବିପ୍ଳବ ସୃଷ୍ଟି କରିଛି ଓ ଏହା ଆସାମରେ ଆୟୋଜନ ହେଉଥିବାରୁ ଆମ ପାଇଁ ଗର୍ବ ଓ ଗୌରବର ବିଷୟ ବୋଲି ସୋନୋଓ୍ବାଲ କହିଛନ୍ତି। ଶୁକ୍ରବାର ଆୟୋଜନ ହେବାକୁ ଥିବା ଉଦ୍‌ଘାଟନୀ ଉତ୍ସବ ବେଶ୍‌ ରଙ୍ଗାରଙ୍କ ହେବ। ଏଥିରେ ଲାଇଟିଂ ଓ ଟେକ୍‌ନୋଲୋଜିର ଚମତ୍କାର ଢଙ୍ଗରେ ବ୍ୟବହାର ହେବ। ଏଥିରେ ଆସାମର ବୀର ପୁରୁଷ, ପ୍ରାକୃତିକ ସୌନ୍ଦର୍ଯ୍ୟ ଓ ସଂସ୍କୃତିର ଝଲକ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ୟୁଏଇକୁ ହରାଇ ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri