ଖେଳପଡ଼ିଆରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଚିକିଟି,୩୧ା୧୨(ଡି.ଏନ.ଏ.)-କେ.ନୂଆଗାଁ ଥାନା ନୂଆପଡ଼ା ଗ୍ରାମ ନିକଟରେ ଥିବା ଖେଳପଡ଼ିଆ ପରିସରରୁ ମଙ୍ଗଳବାର ନୂଆପଡା ଫାଣ୍ଡି ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ ଦିଗପହଣ୍ଡି ବ୍ଲକ ଆମ୍ବଗାଁର ପରିକ୍ଷିତ ନାୟକ (୩୫)। ଏ ନେଇ କେ.ନୂଆଗାଁ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି।

ପ୍ରକାଶ ଯେ, ପରିକ୍ଷିତ ଦୀର୍ଘଦିନ ହେଲା ଅସୁସ୍ଥ ଥିଲେ। ପୂର୍ବାହ୍ନରେ ସେ ନୂଆପଡ଼ା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଆସୁଥିବା ବେଳେ ନୂଆପଡ଼ା ବଜାରର ଏକ ନିର୍ଦ୍ଧିଷ୍ଟ ଦୋକାନ ସମ୍ମୁଖରେ ହଠାତ୍‌ ଚେତାଶୁନ୍ୟ ହୋଇ ପଡିଯାଇଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ତାଙ୍କୁ ନୂଆପଡ଼ା ସ୍ବାସ୍ଥ୍ୟକେନ୍ଦ୍ରକୁ ନେଉଥିବା ବେଳେ ଖେଳପଡ଼ିଆ ପରିସରରେ ମୃତ୍ୟୁ ଘଟିଥିଲା। ନୂଆପଡ଼ା ଫାଣ୍ଡି ପୋଲିସ୍‌ ପହଞ୍ଚତ୍ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୁଆପଥର ମାଡରେ ଭାଙ୍ଗିଲା ୫୦ରୁ ଅଧିକ ଘର: ଦେଖାଯାଉଛି ଆକାଶ ତାରା 

ଗୋପବନ୍ଧୁ ନଗର ୭।୪(ଶାନ୍ତନୁ କୁମାର ମଢୁଆଳ): କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସାଙ୍ଗକୁ କୁଆପଥର ମାଡ ହେବା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗୋପବନ୍ଧୁ ନଗର ବ୍ଲକ…

ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ପାଲଟିଛି ମରଣଯନ୍ତା: ମରାମତି ଦାବିରେ ଗ୍ରାମବାସୀଙ୍କ ଧାରଣା

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି ପାଇଁ…

ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri