Posted inଖେଳ

ଖେଳରତ୍ନ ଚାନୁଙ୍କ ନାମ ଅର୍ଜୁନ ପାଇଁ ସୁପାରିସ

ନୂଆଦିଲ୍ଲୀ, ୨୮ା୫(ପି.ଟି.)- ଦେଶର ସର୍ବୋଚ୍ଚ ଖେଳରତ୍ନ କ୍ରୀଡ଼ା ପୁରସ୍କାର ପାଇ ସାରିଥିଲେ ହେଁ ଏକ ଅପ୍ରତ୍ୟାଶିତ ଘଟଣାକ୍ରମରେ ଭାରତୀୟ ଭାରୋତ୍ତୋଳନ ସଂଘ (ଆଇଡବ୍ଲ୍ୟୁଏଲଏଫ)ପକ୍ଷରୁ ତାରକା ଭାରୋତ୍ତୋଳିକା ମିରାବାଇ ଚାନୁଙ୍କ ନାମ ଅର୍ଜୁନ ପୁରସ୍କାର ପାଇଁ ସୁପାରିସ କରାଯାଇଛି। ଚାନୁ ୨୦୧୮ରେ ଭାରତୀୟ କ୍ରିକେଟ ଦଳ ଅଧିନାୟକ ବିରାଟ କୋହଲିଙ୍କ ସହ ଖେଳରତ୍ନ ପୁରସ୍କାର ପାଇଥିଲେ। ସେହିବର୍ଷ ସେ ପଦ୍ମଶ୍ରୀ ପୁରସ୍କାରରେ ମଧ୍ୟ ସମ୍ମାନିତ ହୋଇଥିଲେ। ୨୦୧୭ରେ ଆମେରିକାରେ ଅନୁଷ୍ଠିତ ବିଶ୍ୱ ଚାମ୍ପିୟନଶିପ୍‌ରେ ସ୍ବର୍ଣ୍ଣ ପଦକ ସଫଳତା ଯୋଗୁ ୨୦୧୮ରେ ତାଙ୍କୁ ଡବଲ ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ”ଖେଳରତ୍ନ ସର୍ବୋଚ୍ଚ ପୁରସ୍କାର ହୋଇଥିଲେ ହେଁ ମୁଁ ଅର୍ଜୁନ ପୁରସ୍କାର ମିସ୍‌ କରିଛି। ମୁଁ ଏହି ପୁରସ୍କାର ମଧ୍ୟ ହାସଲ କରିବାକୁ ଚାହେଁ“ ବୋଲି ଚାନୁ ପ୍ରକାଶ କରିଛନ୍ତି। ଖେଳରତ୍ନ ପୁରସ୍କାର ପାଇ ସାରିଥିଲେ ହେଁ ଜଣଙ୍କ ନାମ ଅର୍ଜୁନ ପୁରସ୍କାର ପାଇଁ ସୁପାରିସ କରାଯିବାରେ କିଛି ଅସୁବିଧା ନାହିଁ ବୋଲି ଆଇଡବ୍ଲ୍ୟୁଏଲଏଫ ମହାସଚିବ ସହଦେବ ଯାଦବ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ T20I: ଡି’ କକ୍‌ଙ୍କ ବିସ୍ଫୋରକ ଇନିଂସ୍; ଭାରତ ଆଗରେ ବିଶାଳ ଲକ୍ଷ୍ୟ

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20Iରେ ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ୍ କ୍ୱିଣ୍ଟନ୍ ଡି’ କକ୍‌ଙ୍କ ବିସ୍ଫୋରକ ବ୍ୟାଟିଂ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

ଗୋଟିଏ ଦଳରେ ସ୍ଥାନ ପାଇଲେ ବିରାଟ କୋହଲି ଓ ଋଷଭ ପନ୍ତ, ଏପଟେ BCCI ଦେଲା ବଡ ଖବର

ନୂଆଦିଲ୍ଲୀ,୧୧।୧୨: ଆଗାମୀ ବିଜୟ ହଜାରେ ଟ୍ରଫି ପାଇଁ ଦିଲ୍ଲୀର ସମ୍ଭାବ୍ୟ ଦଳରେ ଭାରତର ଦୁଇ ଷ୍ଟାର ଖେଳାଳି ବିରାଟ କୋହଲି ଏବଂ ଋଷଭ ପନ୍ତଙ୍କୁ ସାମିଲ...

ଟସ୍‌ ଜିତିଲା ଭାରତ: ସୂର୍ଯ୍ୟକୁମାରଙ୍କୁ ମିଳିଲା ବଡ଼…

ଚଣ୍ଡିଗଡ,୧୧।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ...

କୋହଲିଙ୍କ ସହ ରିଲ୍ସ କରି ରାତାରାତି ସୋସିଆଲ ମିଡିଆ ଷ୍ଟାର ପାଲଟିଗଲେ ଅର୍ଶଦୀପ, ଜାଣନ୍ତୁ କାହିଁକି ଆରମ୍ଭ କରିଥିଲେ YouTube

ନୂଆଦିଲ୍ଲୀ,୧୧।୧୨: ଟିମ ଇଣ୍ଡିଆର ଯୁବ ଦ୍ରୁତ ବୋଲର ଅର୍ଶଦୀପ ସିଂହ କେବଳ ପଡ଼ିଆରେ ନୁହେଁ ବରଂ ସୋସିଆଲ ମିଡିଆରେ ମଧ୍ୟ ଲୋକପ୍ରିୟତା ହାସଲ କରିଛନ୍ତି। ତାଙ୍କର...

ପୁଣି ଭାରତ-ପାକିସ୍ତାନ ମହାମୁକାବିଲା: ଜାଣନ୍ତୁ କେବେ, କେଉଁଠି ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ କ୍ରିକେଟ ଏସିଆ କପ ୨୦୨୫ ଡିସେମ୍ବର ୧୨ରୁ ଆରମ୍ଭ ହେବାକୁ ଯାଉଛି। ପ୍ରଥମ ଦିନରେ ଦୁଇଟି ମ୍ୟାଚ ଖେଳାଯିବ। ଆୟୁଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri