ଖେଳ ଶିକ୍ଷକଙ୍କ ମାଡ଼ରେ ଛାତ୍ର ଆହତ

ଫିରିଙ୍ଗିଆ/କେଳାପଡା, ୬ା୧୨: ଫିରିଙ୍ଗିଆ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ର ଖେଳ ଶିକ୍ଷକଙ୍କ ମାଡରେ ଆହତ ହୋଇଛନ୍ତି। ଏ ନେଇ ଛାତ୍ରଙ୍କ ପରିବାର ପକ୍ଷରୁ ଥାନାରେ ଅଭିଯୋଗ କରାଯାଇଛି ା ବୁଧବାର ଅପରାହ୍ନ ପ୍ରାୟ ୧ଟାରେ ଛାତ୍ର ସଚିଦାନନ୍ଦ ବିଶୋଇ ବୁଲୁଥିବାରୁ ଖେଳ ଶିକ୍ଷକ ବାସୁଦେବ ସାହାଣୀ ତାଙ୍କୁ ମାଡ ମାରିଥିଲେ ା ଏଥିରେ ସଚିଦାନନ୍ଦଙ୍କ ଗାଲରେ ଆଘାତ ଲାଗିଥିଲା। ସ୍କୁଲ ଛୁଟି ହେଲା ପରେ ଘରକୁ ଯାଇ ସେ ବାନ୍ତି କରିଥିଲେ ା ପରିବାର ଲୋକେ ପଚାରିବାରୁ ଶିକ୍ଷକ ମାଡ ମାରିଥିବା କହିଥିଲେ ା ପରେ ତାଙ୍କୁ ଫିରିଙ୍ଗିଆ ଡାକ୍ତରଖାନା ନିଆଯାଇଥିଲା ା ଏ ସମ୍ପର୍କରେ ପ୍ରଧାନଶିକ୍ଷକଙ୍କୁ ଜଣା ଯାଇଥିଲା ା ହେଲେ ସେ କିଛି କରିପାରିବେ ନାହିଁ ବୋଲି କହିବାରୁ ଗୁରୁବାର ପରିବାର ଲୋକେ ଥାନାରେ ଅଭିଯୋଗ କରିଥିଲେ ା ଖେଳ ଶିକ୍ଷକ ବାସୁଦେବଙ୍କୁ ପଚାରିବାରୁ ପିଲା ଫୁଟବଲ ଖେଳୁଥିଲେ। ସଚିଦାନନ୍ଦ ଦୁଷ୍ଟ ହେବାରୁ ତାଙ୍କୁ ଚାପୁଡା ମାରିଥିଲି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ: ୫ କେନ୍ଦ୍ରରେ ୭୧୧ ବିଦ୍ୟାର୍ଥୀ ପରୀକ୍ଷା ଦେଲେ

ଖଜୁରିପଡ଼ା,୧୯ା୨(ବିଦୁର ବେହେରା): ଚଳିତ ବର୍ଷ ଫେବୃଆରୀ ୧୯ ଗୁରୁବାରଠାରୁ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ…

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

ନୂଆ ଜିଲା ଗଠନ ପାଇଁ ସରକାର ପ୍ରସ୍ତୁତ: ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୨: ଓଡ଼ିଶାରେ ନୂତନ ଜିଲା ଗଠନ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷା ଶେଷ ହେବାକୁ ଯାଉଛି। ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଜିଲା ଗଠନ…

ଓଡ଼ିଶା ବିଧାନସଭା ଅଧିବେଶନ, ସୁନା ଖଣି ଚର୍ଚ୍ଚା

ଭୁବନେଶ୍ୱର,୧୯।୨: ଓଡ଼ିଶା ବିଧାନସଭାର ଚଳିତ ବଜେଟ୍ ଅଧିବେଶନରେ ପୁଣିଥରେ ରାଜ୍ୟର ସୁନା ଖଣି ପ୍ରସଙ୍ଗ ଚର୍ଚ୍ଚାର ବିଷୟ ପାଲଟିଛି। ଗୁରୁବାର ଗୃହରେ ବଡମ୍ବା ବିଧାୟକ ବିଜୟ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri