ଖୋର୍ଦ୍ଧାରେ ଭାଇଚାରାର ପର୍ବ ଇଦ୍‌ ପାଳିତ

ଖୋର୍ଦ୍ଧା ଅଫିସ,୫।୬: ରମଜାନ ମାସ ଶେଷ ହେବା ପରଦିନ ଈଶ୍ୱରଙ୍କ ପ୍ରଶଂସା ଗାନ କରି କୃତଜ୍ଞତା ଜ୍ଞାପନ କରିବା ପାଇଁ ଶେଷ ଦିନ ଇଦ୍‌- ଉଲ୍‌ – ଫିତର ପାଳନ କରାଯାଏ। ଏହି ଦିନ ତୃତୀୟ ଉପଦେଶ ମୁତାବକ ଦାନ(ଜକାତ୍‌) କରାଯାଏ । ଏହି ପର୍ବରେ ସମସ୍ତ ମୁସଲମାନ ନୂତନ ବସ୍ତ୍ର ପରିଧାନ କରିଥାନ୍ତି । ରମଜାନ ମାସର ଇଦ୍‌-ଉଲ୍‌-ଫିତର ପର୍ବ ଗୁରୁବାର ଉଦ୍‌ଯାପିତ ହୋଇଯାଇଛି । ଖୋର୍ଦ୍ଧା ଜିଲାର କେରଙ୍ଗ, କାଇପଦର, ରାଉତପଡା, ତରତୁଆ ଆଦି ବିଭିନ୍ନ ଅଞ୍ଚଳରେ ଏହି ପର୍ବ ମହା ସମାରୋହରେ ପାଳନ ହୋଇଛି। ମୁସଲମାଲମାନ ଭାଇମାନେ ପରସ୍ପରଙ୍କୁ ଆଲିଙ୍ଗନ କରି ମିଠା ଖୁଆଇ ଇଦ୍‌ ମୁବାରକ୍‌ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୈଳ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ୮ ସୂତ୍ରୀ ନିର୍ଦ୍ଦେଶ, ଜୁନ୍ ପହିଲାରୁ ସରକାର…

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା): ସରକାରୀ ଅଧିକାରୀମାନେ ଏଣିକି ବିଭିନ୍ନ ସ୍ଥାନକୁ ପରିଦର୍ଶନରେ ଗଲାବେଳେ ବସ୍‌ କିମ୍ବା ରେଳରେ ଯିବେ। ଏହାସହିତ ଜୁନ୍‌ ପହିଲାରୁ ସରକାର କେବଳ ବୈଦ୍ୟୁତିକ ଯାନ(ଇଭି)…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ବିଶ୍ୱବିଦ୍ୟାଳୟରେ ବେଆଇନ ନିଯୁକ୍ତି ନେଇ ତାଗିଦ, ସମସ୍ତ କୁଳପତିଙ୍କୁ ଚିଠି ଲେଖି…

ଭୁବନେଶ୍ୱର,୨୧ା୫: ସରକାରୀ ବିଶ୍ୱବିଦ୍ୟାଳୟରେ ବେଆଇନ ନିଯୁକ୍ତି ନେଇ ତାଗିଦ କରିଛନ୍ତି ଉଚ୍ଚଶିକ୍ଷା ସଚିବ। ଏନେଇ ସମସ୍ତ କୁଳପତିଙ୍କୁ ଚିଠି ଲେଖି ସତର୍କ କରାଇଛନ୍ତି। ବେଆଇନ ନିଯୁକ୍ତି ଓ…

ଆକାଶରୁ ବର୍ଷୁଛି ନିଆଁ, କଲବଲ ହେଉଛି ଜୀବନ, ଆହୁରି ୫ ଦିନ ଯାଏ…

ଭୁବନେଶ୍ୱର,୨୧ା୫: ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଆକାଶରୁ ଯେମିତି ଅଗ୍ନିବର୍ଷା ହେଉଛି। ଅସହ୍ୟ ଖରା ତାତି ଓ ଗୁଳୁଗୁଳିରେ କଲବଲ ହେଉଛି ଜୀବନ। ସକାଳୁ ରାତି, ଘରେ…

୩ ଦିନ ହେବ ରାସ୍ତାରେ ପୂର୍ବମୁହାଁ ବସିଛନ୍ତି ବାପା: କାରଣ ଜାଣିଲେ ଆଖିରେ ଆସିଯିବ ଲୁହ

ଭୁବନେଶ୍ବର/ଜଗନ୍ନାଥପ୍ରସାଦ, ୨୧ା୫(ପ୍ରସନଜିତ୍‌ ସାହୁ)/ବିଭୁପ୍ରସାଦ ପଟ୍ଟନାୟକ):୭ ମାସ ତଳେ ନିଖୋଜ ହୋଇଥିବା ପୁଅକୁ ପାଇବାକୁ ଜଣେ ବାପା ଗଞ୍ଜାମରୁ ଭୁବନେଶ୍ୱର ଆସିଛନ୍ତି। ଜଣେ ବାବାଙ୍କ ପରାମର୍ଶକ୍ରମେ ବ୍ୟକ୍ତିଜଣକ ଖଣ୍ଡଗିରିସ୍ଥିତ…

ପଞ୍ଜାବରେ ଅଦିନିଆ ରଥଯାତ୍ରା ସ୍ଥଗିତ: ଶ୍ରୀମନ୍ଦିର ପ୍ରଶାସନର ହସ୍ତକ୍ଷେପ

ପୁରୀ,୨୧୫(ଅଜିତ୍‌ କୁମାର ମହାନ୍ତି):ପଞ୍ଜାବରେ ଅଦିନିଆ ରଥଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତତ୍ପରତା ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ପ୍ରଶାସନ ଚିଠି ଲେଖି…

କ୍ୟାବିନେଟ୍‌ ବୈଠକ, ୭ ବିଭାଗର ୧୦ଟି ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ବର,୨୦।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୈଠକ ବସିଥିଲା । ଏଥିରେ ୧୦ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ୭ଟି ବିଭାଗର ୧୦ଟି ପ୍ରସ୍ତାବକୁ…

ପ୍ରକାଶ ପାଇଲା ଯୁକ୍ତ ୨ ଫଳାଫଳ: ଏମିତି ଚେକ୍‌ କରନ୍ତୁ ରେଜଲ୍ଟ

ଭୁବନେଶ୍ୱର, ୨୦।୫: ପ୍ରକାଶ ପାଇଲା ଯୁକ୍ତ ୨ ଫଳାଫଳ। CHSE ଅଫିସରେ ବୁଧବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଫଳାଫଳ ଘୋଷଣା କରିଛନ୍ତି। ଏକାସଙ୍ଗେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri