ଖୋର୍ଦ୍ଧାରେ ମହିଳା କୋର୍ଟ ଉଦ୍‌ଘାଟିତ

ଖୋର୍ଦ୍ଧା ଅଫିସ,୨୪।୧୧: ଓଡ଼ିଶାର ପ୍ରଥମ ମହିଳା କୋର୍ଟ ଖୋର୍ଦ୍ଧା ଅଦାଲତ ପରିସରରେ ଶନିବାର ଉଦ୍‌ଘାଟିତ ହୋଇଯାଇଛି। ମହିଳାଙ୍କ ପାଇଁ ଉଦ୍ଦିଷ୍ଟ ସିନିୟର ଡିଭିଜନ ସିଭିଲ ଜଜ୍‌ କମ୍‌ ସେସନ ଜଜ୍‌ କୋର୍ଟକୁ ମୁଖ୍ୟଅତିଥି ରୂପେ ହାଇକୋର୍ଟର ବିଚାରପତି ସଞ୍ଜୟ କୁମାର ମିଶ୍ର ଉଦ୍‌ଘାଟନ କରିଛନ୍ତି। ଏହି କୋର୍ଟରେ ଦେୱାନୀ ଓ ଫୌଜଦାରି ମକଦ୍ଦମା ଦାଏର କରାଯିବ। ଖୋର୍ଦ୍ଧା ବାର ଆସୋସିଏଶନର ସଭାପତି ପ୍ରାଣକୃଷ୍ଣ ଦଳବେହେରାଙ୍କ ଅଧ୍ୟକ୍ଷତାରେ ସଭା ଅନୁଷ୍ଠିତ ହୋଇଥିଲା। ଅନ୍ୟମାନଙ୍କ ମଧ୍ୟରେ ସମ୍ମାନିତ ଅତିଥି ଭାବେ ଜିଲା ଜଜ୍‌ ସତ୍ୟ ନାରାୟଣ ମିଶ୍ର, ରେଜିଷ୍ଟ୍ରାର ଭିଜିଲାନ୍ସ ଲଳିତ କୁମାର ଦାସ, ଖୋର୍ଦ୍ଧା ଅତିରିକ୍ତ ଦୌରାଜଜ୍‌ ଧନୁର୍ଦ୍ଧର ସେନାପତି, ଖୋର୍ଦ୍ଧା ବାର ଆସୋସିଏଶନର ସମ୍ପାଦକ ପ୍ରଦୀପ କୁମାର ଦାସ, ଉପସଭାପତି ପ୍ରଫୁଲ୍ଲ କୁମାର ଦାସ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଲା ଅନାସ୍ଥା ପ୍ରସ୍ତାବ

ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଛି ଅନାସ୍ଥା ପ୍ରସ୍ତାବ। ୨୨ ଜଣ ସଭ୍ୟଙ୍କ ମଧ୍ୟରୁ…

କେସିଙ୍ଗା ଅଞ୍ଚଳରେ ବୃଦ୍ଧି ପାଉଛି ମଦ ବ୍ୟବସାୟ: ଯୁବପିଢି ନିଶାରେ ଆଶକ୍ତ

କେସିଙ୍ଗା,୨୫।୭:(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା, କାଣ୍ଡେଲ, ବୋରିଆ, ନୁନ ମାଠ, ତୁର୍ଳାଖମାନ, ତୁଣ୍ଡଳା, ବେଲଖଣ୍ଡି, ଗୋକୁଳେଶ୍ୱର, ଅଧମୁଣ୍ଡା, ଆଦି ଗ୍ରାମପଞ୍ଚାୟତ ଅଞ୍ଚଳରେ ଦେଶୀ,…

ରାମେଶ୍ୱର ଦର୍ଶନ ସାରି ଫେରୁଥିବା ବେଳେ ଦୁର୍ଘଟଣା, ସୁନାମଧନ୍ୟ ନୃତ୍ୟଶିଳ୍ପୀଙ୍କ ସମେତ ୨ ମୃତ

ଗୁଣପୁର,୨୫।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ଶେଫାଳୀ ପାହାଡ଼ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏଥିରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକଙ୍କ…

ନିଶା କାରବାରରେ ପୋଲିସର ହାତ: ମୁହଁ ଖୋଲିଲେ ଇନ୍‌ଫର୍ମର

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ଥମିବା ନାଁ ନେଉନାହିଁ। ତେବେ କିଛି ପୋଲିସ କର୍ମଚାରୀ ନିଶା ବେପାରୀଙ୍କ ସହିତ ସମ୍ପର୍କ ରଖିଥିବା ଯୋଗୁ ଏଭଳି କାରବାରକୁ…

ସାର ବିକ୍ରିରେ ଅନିୟମିତତା: ୬ ଡିଲରଙ୍କ ଲାଇସେନ୍ସ ରଦ୍ଦ

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟ ଜୋରସୋର୍‌ରେ ଚାଲିଥିଲାବେଳେ ସାରର କୃତ୍ରିମ ସଙ୍କଟ ଏବଂ କଳାବଜାର ଚାଷୀମାନଙ୍କୁ ଚିନ୍ତାରେ ପକାଇ ଦେଇଛି। ଏଭଳି ଅଭିଯୋଗ ପାଇବା ପରେ…

ରାଇକିଆରେ ବାହୁଡା଼ ଯାତ୍ରା ସମ୍ପନ୍ନ

ରାଇକିଆ,୨୪ା୭ (ପ୍ରଦୀପ ବେହେରା): ରାଇକିଆ ଠାରେ ଶୁକ୍ରବାର ବାହୁଡ଼ା ଯାତ୍ରା ସମ୍ପନ୍ନ ହୋଇଛି। ଅସ୍ଥାୟୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିରାଜମାନ କରିଥିବା ଚତୁର୍ଦ୍ଧା ମୂର୍ତ୍ତିଙ୍କର ସାମ୍ନାରେ…

ଗଞ୍ଜାମରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ/ଅନାଥ ତରାଇ): ଗଞ୍ଜାମ ସହରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ପାଳିତ ହୋଇଛି। ସକାଳୁ ମନ୍ଦିର ପରିସରରେ ପୂଜାପାଠ ଓ ରୀତିନୀତି ପାଳନ ପରେ ମହାପ୍ରଭୁଙ୍କ…

୧୧ କେ.ଭି. ତାର ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ ଘଟଣା: ଶକ୍ତି ସଚିବ, କଳାହାଣ୍ଡି ଜିଲାପାଳ ଓ ଏସପିଙ୍କୁ ନୋଟିସ ଜାରି କଲା ଜାତୀୟ ମାନବାଧିକାର କମିଶନ

ଥୁଆମୂଳ ରାମପୁର, ୨୪।୦୭ (ଦୁର୍ଗା କୀର୍ତ୍ତି): ବିଦ୍ୟୁତ୍ ବିଭାଗ ଓ ଟାଟା ପାୱାରର ଚରମ ଅବହେଳା ଯୋଗୁ ଝୁଲନ୍ତା ୧୧ କେ.ଭି. ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri