ଖୋର୍ଦ୍ଧାରେ ୩ ନୂଆ ପଜିଟିଭ୍‌ ଚିହ୍ନଟ: ଜିଲାରେ ୫୯ ଛୁଇଁଲା ମୋଟ ଆକ୍ରାନ୍ତ ସଂଖ୍ୟା

ଖୋର୍ଦ୍ଧା ଅଫିସ,୧୭।୫: ଖୋର୍ଦ୍ଧା ଜିଲାରେ ରବିବାର ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୫୯ ହୋଇଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ଏମ୍ସରେ ଚିକିତ୍ସାଧୀନ ଥିବା ବେଳେ ଅନ୍ୟ ଦୁଇଜଣ କ୍ୱାରାଣ୍ଟଇନ ସେଣ୍ଟରରେ ଥିଲେ। ସେଥିରୁ ଚିଲିକା ବ୍ଲକର ୨ ଏବଂ ବେଗୁନିଆ ବ୍ଲକର ଜଣେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

ମା’ଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ସାଇନା

ପୁରୀ,୨୬ା୪(ଅଜିତ୍‌ ମହାନ୍ତି):ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ତାରକା ସାଇନା ନେହ୍ବାଲ୍‌ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଇନା ଭୁବନେଶ୍ୱରରେ ପହଞ୍ଚିବା ପରେ ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଫେଡେରେଶନର...

କଳାହାଣ୍ଡି: ଦାଦନ ଘରେ ତାଲା

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଏବେ ଦାଦନ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। କାମ ଅନ୍ବେଷଣରେ ପ୍ରତିବର୍ଷ ଏଠାରୁ ବହୁସଂଖ୍ୟାରେ ଲୋକ ଦାଦନ...

ବାଲି ଚୋରାଚାଲାଣ ବଢୁଛି

ରଘୁନାଥପୁର,୨୬।୪(ରାଜେନ୍ଦ୍ର ନାରାୟଣ ସିଂହ): ବାଲି ସୈରାତଗୁଡ଼ିକର ନିଲାମରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଏବେ ଏହି ପ୍ରକ୍ରିୟାକୁ ତହସିଲ ଅଧୀନରୁ କାଢ଼ିନେଇ ଖଣି ବିଭାଗକୁ ହସ୍ତାନ୍ତର...

ଏକାଠି ଶୋଭାଯାତ୍ରାରେ ଯିବେ ପ୍ରଶାନ୍ତ, ଚିରଞ୍ଜୀବ

ଜଗତ୍‌ସିଂହପୁର,୨୬ା୪(ପ୍ରମୋଦ କୁମାର ନାୟକ): ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡି ବିଜେଡିରେ ମିଶିଲା ପରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ପରିବେଶ ବଦଳିବାରେ ଲାଗିଛି। ଦଳ ପ୍ରଶାନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri