ଖୋର୍ଦ୍ଧା ତହସିଲ ଅଞ୍ଚଳର ବେଆଇନ ପଥରଖଣି, କ୍ରଶର ଉପରେ କ୍ରାଇମବ୍ରାଞ୍ଚ ପକ୍ଷରୁ ଚଢ଼ାଉ

ଖୋର୍ଦ୍ଧା ଅଫିସ,୨୩।୭: ଖୋର୍ଦ୍ଧା ତହସିଲ ଅଞ୍ଚଳର ବିଭିନ୍ନ ବେଆଇନ ପଥର ଖଣି ଓ କ୍ରଶର ଉପରେ କ୍ରାଇମବ୍ରାଞ୍ଚର ଏସ୍‌ଟିଏଫ୍‌ ପକ୍ଷରୁ ମଙ୍ଗଳବାର ଚଢ଼ାଉ ଜାରିରହିଛି। ଏକକାଳୀନ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ର ୩ଟି ଟିମ୍‌ ଚଢ଼ାଉ ଜାରି ରଖିଥିବାବେଳେ ଶ୍ରମିକମାନେ କାର୍ଯ୍ୟବନ୍ଦକରି ଖଣି ଓ କ୍ରଶରରୁ ପଳାଇ ଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏନକାଉଣ୍ଟରରେ ନିହତ; ମା’ କହିଲେ: ‘ଘର ଉପରେ ମଧ୍ୟ ବୁଲଡୋଜର ଚଲାଇ ଦିଅ’

ନୂଆଦିଲ୍ଲୀ,୩୧।୫: ଗାଜିଆବାଦରେ ସୂର୍ଯ୍ୟା ଚୌହାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଆସଦ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛି। ପୋଲିସ ଇନ୍ଦିରାପୁରମରେ ଆସଦକୁ ଏନକାଉଣ୍ଟରରେ ନିଯୁକ୍ତ କରିଥିଲା। ଏହି…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri