ଖୋର୍ଦ୍ଧା ପୌରପରିଷଦ ବିରୋଧରେ ଜିଲାପାଳଙ୍କୁ ଅଭିଯୋଗପତ୍ର ପ୍ରଦାନ କରୁଛନ୍ତି ଭାଜପା କର୍ମୀ

ଖୋର୍ଦ୍ଧା ଅଫିସ, ୨୮ା୬: ଖୋର୍ଦ୍ଧା ପୌରପରିଷଦର ଖାମଖିଆଲି ନୀତି, ବିଭିନ୍ନ ଦୁର୍ନୀତି, ଅପରିଣାମଦର୍ଶିତା, ମାତ୍ରାଧିକ ରାଜନୈତିକ ହସ୍ତକ୍ଷେପ ଓ ଫନି କ୍ଷତିଗ୍ରସ୍ତଙ୍କ ତାଲିକାରେ ବ୍ୟାପକ ପାତର ଅନ୍ତର କରାଯାଉଥିବା ଭାଜପା ପକ୍ଷରୁ ଏକ ଅଭିଯୋଗପତ୍ର ଜିଲାପାଳଙ୍କୁ ପ୍ରଦାନ କରାଯାଇଛି। ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ କାଳୁ ଖଣ୍ଡାୟତରାୟଙ୍କ ନେତୃତ୍ୱରେ ଦଳର ପୂର୍ବତନ ଜିଲା ସଭାପତି ଅଜୟ ମିଶ୍ର, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ରଶ୍ମୀରଞ୍ଜନ ମହାପାତ୍ର, ରାଜ୍ୟ କୃଷକ ମୋର୍ଚ୍ଚାର ଉପସଭାପତି ରଞ୍ଜନ ମଙ୍ଗରାଜ, ନଗର ସଂଯୋଜକ ଗଗନ ମଲ୍ଲ, ପୂର୍ବତନ ନଗର ସଭାପତି ଦେବବ୍ରତ ଆଚାର୍ଯ୍ୟ, ପୂର୍ବତନ କାଉନସିଲର ଜାନକୀ ବଲ୍ଲଭ ବେହେରା, ଅରବିନ୍ଦ ରାଉତରାୟ, ଲୋକନାଥ ପ୍ରଧାନ, ଜିଲା ସମ୍ପାଦିକା ମିନା କୁମାରୀ ଦାସ ପ୍ରମୁଖ ଦଳୀୟ କର୍ମୀ ଅଭିଯୋଗପତ୍ର ପ୍ରଦାନବେଳେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri