ଖୋର୍ଦ୍ଧା ସବ୍‌ଡିଭିଜନରେ ପୁଣି ୧୪ପଜିଟିଭ ଚିହ୍ନଟ

ଖୋର୍ଦ୍ଧା ଅଫିସ,୯।୬ : ଖୋର୍ଦ୍ଧା ସବ୍‌ଡିଭିଜନରେ ମଙ୍ଗଳବାର ପୁଣି ୧୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ବୋଲଗଡ ବ୍ଲକରୁ ୭, ବେଗୁନିଆ ବ୍ଲକରୁ ୪ ଏବଂ ବାଲୁଗାଁରୁ ୩ ଜଣ ଚିହ୍ନଟ ଅଛନ୍ତି । ସମସ୍ତ ଆକ୍ରାନ୍ତ ସଙ୍ଗରୋଧ କେନ୍ଦ୍ରରେ ଥିଲେ। ପରେ ସେମାନଙ୍କୁ ଭୁବନେଶ୍ବର କୋଭିଡ-୧୯ ମେଡିକାଲକୁ ପଠାଇ ଦିଆଯାଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ସହ ଛାତ୍ରୀଛାତ୍ରଙ୍କ ଘମାଘୋଟ ସଂଘର୍ଷ: ଦିଲ୍ଲୀ ପରେ ଏବେ ଏଇଠି ତେଜିଲା ଆନ୍ଦୋଳନ, CJPକୁ ସମର୍ଥନ କରି…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ସଂସଦ ଭବନ ମାର୍ଚ୍ଚ ସମୟରେ ଯେପରି ଚିତ୍ର ସାମ୍ନାକୁ ଆସିଥିଲା, କିଛି ସେହିପରି ଚିତ୍ର ବୁଧବାର ରାଜଧାନୀ ପାଟନାରେ ଦେଖିବାକୁ ମିଳିଛି। ‘ଆଇସା’ (AISA)…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri