ଖୋର୍ଦ୍ଧା ହେଉଛି ବୀର ପାଇକମାନଙ୍କ ମାଟି : ଜିଲାପାଳ

ଖୋର୍ଦ୍ଧା ଅଫିସ,୨୬।୧: ଖୋର୍ଦ୍ଧା ଜିଲା ପ୍ରଶାସନ ଆନୁକୂଲ୍ୟରେ ବିଜେବି ହାଇସ୍କୁଲ ଖେଳପଡ଼ିଆରେ ରବିବାର ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏଥିରେ ଖୋର୍ଦ୍ଧା ଜିଲାପାଳ ସୀତାଂଶୁ କୁମାର ରାଉତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରି ସମ୍ମିଳିତ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ। ସମବେତ ଜନତାଙ୍କୁ ସମ୍ବୋଧିତ କରି କହିଥିଲେ, ଖୋର୍ଦ୍ଧା ମାଟି କଳା ସଂସ୍କୃତି ଓ ସାହିତ୍ୟର ମାଟି, ବୀର ପାଇକମାନଙ୍କର ମାଟି। ଚଳିତବର୍ଷ ୪୮ଟି କଣ୍ଟିଜେନ୍ସି ଓ ୮ ପ୍ରଜ୍ଞାପନ ମେଢ଼ ଭାଗ ନେଇଥିଲେ। ଏହି ଅବସରରେ ସାସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା। କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଛି। ଅନ୍ୟମାନଙ୍କ ମଧ୍ୟରେ ଖୋର୍ଦ୍ଧା ବିଧାୟକ ଜ୍ୟୋତିରିନ୍ଦ୍ର ନାଥ ମିତ୍ର, ଏସ୍‌ପି ଅଜୟ ପ୍ରସାଦ ସ୍ବାଇଁ, ଅତିରିକ୍ତ ଜିଲାପାଳ ମନୋରଞ୍ଜନ ମଲ୍ଲିକଙ୍କ ସମେତ ଜିଲାସ୍ତରୀୟ ପ୍ରଶାସନିକ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶ ନିର୍ବାଚନରେ ପୁରୁଣା ହୋଇଗଲା ‘ବ୍ୟାଟେଲ ଅଫ ବେଗମ୍ସ’, ଏବେ ରହମାନଙ୍କ ମଧ୍ୟରେ ସିଧା ଟକ୍କର

ଢାକା,୧୧।୨: ବାଂଲାଦେଶରେ ଫେବୃଆରୀ ୧୨, ୨୦୨୬ ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥର, ପାରମ୍ପରିକ ‘ଦୋ ବେଗମ’ ରାଜନୀତି ପରିବର୍ତ୍ତେ, ଦୁଇ ରହମାନଙ୍କ ମଧ୍ୟରେ…

ବର ସାଜିବେ ସଚିନ ତେନ୍ଦୁଲକରଙ୍କ ପୁଅ: ଜାଣନ୍ତୁ ଅର୍ଜନୁଙ୍କ ମୋଟ ସମ୍ପତ୍ତି କେତେ

ନୂଆଦିଲ୍ଲୀ,୧୧।୨:ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ବିବାହ କାର୍ଡ ବଣ୍ଟାଉଛି। ସଚିନ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ସମେତ ଅନେକ ପ୍ରମୁଖ…

ଟ୍ରେଡ ଡିଲରେ ଆମେରିକା ଚୁପଚାପ କରିଦେଲା ଘୋଟାଲା! କ’ଣ ପରିବର୍ତ୍ତନ ହେଲା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୧୧।୨: ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପ୍ରତି ଘୋଷିତ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମାକୁ ନେଇ ଏକ ନୂଆ ବିବାଦ ସୃଷ୍ଟି ହୋଇଛି। ହ୍ବାଇଟ ହାଉସ ଚୁପ ଚାପ…

ବିଜେଡିରୁ ଇସ୍ତଫା ଦେଲେ ଜିଲା ଉପସଭାପତି, ଏହି କାରଣ ଦର୍ଶାଇ…

ରାୟଗଡା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ଜିଲାରେ ବିଜେଡି ପାଇଁ ବଢୁଛି ଅଡ଼ୁଆ। ଜିଲା କମିଟି ଘୋଷଣା ହେବା ପରେ ଦାୟିତ୍ୱ ପାଇଥିବା ଜଣେ ଉପସଭାପତି ତାଙ୍କ ପଦବୀରୁ ଇସ୍ତଫା…

ପୁଇଁହେବା ବେଳେ ବୃଦ୍ଧାଙ୍କ ଦେହରେ ଲାଗିଲା ନିଆଁ

ଆନନ୍ଦପୁର ୧୧।୨(ସୁଶାନ୍ତ କୁମାର ସାହୁ): ଶୀତରୁ ରକ୍ଷା ପାଇବା ପାଇଁ ନିଆଁ ପୁଇଁବା ବେଳେ ପୋଡିହୋଇ ବୃଦ୍ଧା ଜଣକ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି…

ଟ୍ରମ୍ପଙ୍କ ସାଂସଦ ଆଣିଲେ H1B ଭିଜା ଶେଷ କରିବାର ପ୍ଲାନ, ଜାଣନ୍ତୁ ଭାରତୀୟଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ

ଓ୍ବାଶିଂଟନ,୧୧।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିକଟତର ଜଣେ ସାଂସଦ ଏକ ବିଲ ଆଗତ କରିଛନ୍ତି ଯାହା ଭାରତୀୟମାନଙ୍କ ପାଇଁ ଏକ ବଡ଼ ଆଘାତ। ସୋମବାର (ଫେବୃଆରୀ…

ବଡ଼ ପରଦାରେ ଭାଇରାଲ ଗର୍ଲ ମୋନାଲିସା: ପ୍ରଶଂସାରେ ପୋତିଲେ ଦର୍ଶକ

ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସା ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ। ମୋନାଲିସାଙ୍କ ପ୍ରଥମ ଫିଲ୍ମ ‘ଦି ଡାଏରୀ ଅଫ ମଣିପୁର’ ମୁକ୍ତିଲାଭ କରିବାକୁ ଯାଉଛି।…

ଭାରତ ସହ ଟ୍ରେଡ୍‌ ଡିଲ୍‌ ମଧ୍ୟରେ ଆମେରିକା ନେଲା ବଡ଼ ପଦକ୍ଷେପ: ହଟିଲା…

ଓ୍ବାଶିଂଟନ୍‌,୧୧।୨: ଆମେରିକା ବାଣିଜ୍ୟ ପ୍ରତିନିଧିଙ୍କ କାର୍ଯ୍ୟାଳୟ (USTR) ଭାରତର ଏକ ମାନଚିତ୍ର ହଟାଇ ଦେଇଛି। ଏଥିରେ ପାକିସ୍ତାନ ଅଧିକୃତ କଶ୍ମୀର (PoK) ଏବଂ ଅକ୍ସାଇ ଚାଇନାକୁ ଭାରତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri