Posted inଫୁରସତ

ଖୋଲିଲା ଦେଶର ପ୍ରଥମ ଡାଏନୋସର ପାର୍କ

ଗୁଜରାଟର ଖେଡ଼ା ଜିଲାରେ ପ୍ରଥମଥର ପାଇଁ ଖୋଲାଯାଇଛି ଦେଶର ପ୍ରଥମ ତଥା ବିଶ୍ୱର ତୃତୀୟ ଡାଏନୋସର ପାର୍କ। ରୟାଲି ଗାଁରେ ଥିବା ଏହି ପାର୍କଟି ୧୨୮ ଏକର ପରିମିତ ଜାଗାରେ ତିଆରି କରାଯାଇଛି। ଏହି ପାର୍କ ଶନିବାର ଖୋଲାଯାଇଛି।

ଏଠାରେ ଡାଏନୋସରର ୬.୮କୋଟି ବର୍ଷର ଇତିହାସକୁ ନେଇ ଏକ ମ୍ୟୁଜିୟମ ମଧ୍ୟ ତିଆରି କରାଯାଇଛି। ଏଥିରେ ୧୦ଟି ଆଧୁନିକ ଗ୍ୟାଲେରୀ କରାଯାଇଛି। ଯେଉଁଠି ଡାଏନୋସରର ରହିବା, ଖାଇବା ଏବଂ ତା’ର ଜୀବନ ସହିତ ଯୋଡ଼ା ସମସ୍ତ ବିଷୟରେ ଜାଣିହେବ। ଏଠାରୁ ୩୬ ବର୍ଷ ତଳେ ଡାଏନୋସରର ଜୀବାଶ୍ମ ମିଳିଥିଲା। ୧୦ ହଜାର ଡଏନୋସର ଅଣ୍ଡାର ଅବଶେଷାଂଶ ମିଳିଥିଲା ଯାହା ଆଜିପର୍ଯ୍ୟନ୍ତ କେଉଁଠି ଦେଖିବାକୁ ମିଳିନାହିଁ। ଏହା ବିଶ୍ୱର ସବୁଠୁ ସୁରକ୍ଷିତ ସ୍ଥାନ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ସ୍ବାଗତରେ ଇଥିଓପିଆ ସଂସଦରେ ୯୦ ସେକେଣ୍ଡ ପର୍ଯ୍ୟନ୍ତ ବାଜିଲା ତାଳି

ଅଦିସ ଅବାବା,୧୮।୧୨: ବୁଧବାର ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟ ୯୦ ସେକେଣ୍ଡ ଧରି ଠିଆ ହୋଇ...

କାଲି ବର୍ଷର ଶେଷ ଅମାବାସ୍ୟା, ଭୂଲରେ ବି ଏ କାମ ଜମା କରନ୍ତୁନି, ନ ହେଲେ…

ହିନ୍ଦୁ ଧର୍ମରେ, ଅମାବାସ୍ୟା ତିଥିର ବିଶେଷ ମହତ୍ତ୍ୱ ରହିଛି, ଏବଂ ଯେତେବେଳେ ବର୍ଷର ଶେଷ ଅମାବାସ୍ୟା ଆସେ, ଏହାର ଗୁରୁତ୍ୱ ଆହୁରି ବୃଦ୍ଧି ପାଏ। ଶାସ୍ତ୍ରରେ,...

ମାତ୍ର ୧୦୦ଟଙ୍କାରୁ ଆରମ୍ଭ ଟିକେଟ, ଇଡେନ ଗାର୍ଡେନରେ ଟି-୨୦ ବିଶ୍ୱକପ ଦେଖିବାକୁ ଚାହୁଁଥିଲେ ଜାଣିରଖନ୍ତୁ ପୂରା ପ୍ରାଇସ

ନୂଆଦିଲ୍ଲୀ,୧୮।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ ସମୟରେ କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସରେ ହେବାକୁ ଥିବା ମ୍ୟାଚ ପାଇଁ ଟିକେଟ ମୂଲ୍ୟ ପ୍ରକାଶ ପାଇଛି। କ୍ରିକେଟ...

‘ଆପଣଙ୍କ ସହ ସାକ୍ଷାତ ପରେ ଲାଗିଲା ଯେମିତି ଭଗବାନଙ୍କ ଦର୍ଶନ ମିଳିଗଲା’, ଓମାନରେ ମୋଦିଙ୍କ ସହ ସାକ୍ଷାତ ପରେ…

ମସ୍କଟ,୧୮।୧୨: ବୁଧବାର ଓମାନର ମସ୍କଟରେ ଏକ ହୋଟେଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭାରତୀୟ ସମ୍ପ୍ରଦାୟର ସଦସ୍ୟମାନେ ଭବ୍ୟ ସ୍ବାଗତ କରିଥିଲେ। ଶହ ଶହ ଲୋକ ଭାରତୀୟ...

ପ୍ରବଳ ବର୍ଷା, ତୁଷାରପାତ ସହ ଶୀତଳ ଲହରୀ, ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହି ସବୁ ସ୍ଥାନରେ…

ନୂଆଦିଲ୍ଲୀ,୧୮।୧୨: ସାରା ଦେଶରେ ପାଗ ଦ୍ରୁତ ଗତିରେ ପରିବର୍ତ୍ତନ ହେଉଛି, ଏବଂ ଆଗାମୀ ୨୪ରୁ ୪୮ ଘଣ୍ଟା ଅନେକ ରାଜ୍ୟ ପାଇଁ ଚ୍ୟାଲେଞ୍ଜିଂ ସାବ୍ୟସ୍ତ ହୋଇପାରେ।...

୬,୧୧୭ ଷ୍ଟେଶନରେ ମାଗଣା ୱାଇ-ଫାଇ

ଭୁବନେଶ୍ୱର,୧୮।୧୨(ଅନୁରାଧା ମହାରଣା): ଭାରତୀୟ ରେଳପଥର ୬୧୧୭ ରେଳ ଷ୍ଟେଶନରେ ମାଗଣା ୱାଇ-ଫାଇ ସେବା ଯୋଗାଇ ଦିଆଯାଇଛି। ରେଳ ଷ୍ଟେଶନରେ ଏହି ସେବା ପାଇଁ ରେଳ ମନ୍ତ୍ରଣାଳୟ...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ମନ ଜିଣୁଛି କଳାକାରଙ୍କ ପୂର୍ବାଭ୍ୟାସ

ବରଗଡ଼,୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉମାତ୍ର ଏକ ସପ୍ତାହ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ୨୦୨୬...

ଆରଏସଏସର ସାଧାରଣ ସମ୍ପାଦକ ଦତ୍ତାତ୍ରେୟଙ୍କ ବିବାଦୀୟ ବୟାନ, କହିଲେ ମୁସଲମାନ ନଦୀକୁ ପୂଜା କରନ୍ତୁ…

ନୂଆଦିଲ୍ଲୀ,୧୮।୧୨: ଡିସେମ୍ବର ୧୭, ୨୦୨୫ ରେ, ଗୋରଖପୁରର ଖୋରାବାରରେ ଥିବା ମାଲବ୍ୟ ନଗର ଶ୍ରୀରାମ ବସ୍ତି ଖେଳପଡ଼ିଆରେ ଏକ ହିନ୍ଦୁ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ରାଷ୍ଟ୍ରୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri