କ୍ରିସ୍‌ମାସରେ ଦିଅନ୍ତୁ ଏସବୁ ଉପହାର

ଆସୁଛି କ୍ରିସ୍‌ମାସ। ଏବେଠାରୁ ଆରମ୍ଭ ହୋଇଗଲାଣି ପ୍ରସ୍ତୁତି। ଡିସେମ୍ବର ୨୫କୁ ବଡଦିନ, କ୍ରିସ୍‌ମାସ ବା ପ୍ରଭୁ ଯିଶୁଙ୍କ ଜନ୍ମ ଦିବସ ଭାବେ ପାଳନ କରାଯାଇଥାଏ। ବିଶେଷ କରି ଖ୍ରୀଷ୍ଟିଆନ୍‌ ସମ୍ପ୍ରଦାୟର ଲୋକେ ଏହି ପର୍ବକୁ ବେଶ୍‌ ଧୁମ୍‌ଧାମ୍‌ରେ ପାଳନ କରିଥାଆନ୍ତି। ହେଲେ ଏହି ପର୍ବ ଏବେ ସମସ୍ତେ ପାଳନ କରୁଥିବା ଦେଖିବାକୁ ମିଳିଲାଣି। ବିଶେଷ କରି କ୍ରିସ୍‌ମାସ ଆସିଲେ ଛୋଟ ଛୋଟ ପିଲାମାନେ ସାନ୍ତା କ୍ଲଜକୁ ଦେଖି ବେଶି ଖୁସି ହୋଇଥାଆନ୍ତି। ଏହି ପର୍ବରେ ସାଙ୍ଗ ସାଥି ବନ୍ଧୁ ବାନ୍ଧବ ଆଦିଙ୍କୁ କେତେ ପ୍ରକାରର ଉପହାର ଦିଆଯାଇଥାଏ। ବେଳେ ବେଳେ ଏହି ଉପହାରକୁ ଦେଇ ମଧ୍ୟ କେହି କେହି ଚିନ୍ତାରେ ପଡି ଯାଆନ୍ତି। ଏହି ପର୍ବରେ କ’ଣ ଉପହାର ଦେବା ଭଲ..
କ୍ରିସ୍‌ମାସ କେକ୍‌: ସୁନ୍ଦର ଭାବେ ସଜା ଯାଇଥିବା କେକ୍‌ ଯେ କୌଣସି ବ୍ୟକ୍ତିଙ୍କୁ ଉପହାର ଦେଲେ ସେ ଖୁସି ହୋଇଥାଆନ୍ତି।
ସାନ୍ତା କ୍ଲଜ ଡ୍ରେସ୍‌: ସାଧାରଣତଃ ଛୋଟ ପିଲାଙ୍କୁ ଏମିତି ଡ୍ରେସ୍‌ ଉପହାର ଦେଲେ ସେମାନେ ଖୁସି ଅନୁଭବ କରନ୍ତି।
କ୍ରିସ୍‌ମାସ ଟ୍ରି: ରଙ୍ଗ ବେରଙ୍ଗର ଆଲୋକରେ ସଜା ଯାଇଥିବା ଏହି ଟ୍ରି ସମସ୍ତଙ୍କ ମନ ମୋହିଥାଏ। ତେଣୁ ସାନ୍ତା କ୍ଲଜ ଡ୍ରେସ ସହ ଏହି ଟ୍ରି ମଧ୍ୟ ଉପହାର ଭାବେ ଦିଆଯାଇଥାଏ।
ଚକୋଲେଟ୍‌: କ୍ରିସ୍‌ମାସ ଅବସରରେ ଚକୋଲେଟ୍‌ ଗିଫ୍ଟ ମଧ୍ୟ ଦିଆଯାଇଥାଏ। କାରଣ ଏହି ସମୟରେ ମିଠା ଦେବାର ମଧ୍ୟ ପରମ୍ପରା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କରାଚୀ ଆକ୍ରମଣରେ ବିଚଳିତ ପାକିସ୍ତାନ, ଆଫଗାନିସ୍ତାନରେ ବିମାନ ଆକ୍ରମଣ କରି ୩୫ ସାଧାରଣ ନାଗରିକଙ୍କୁ ହତ୍ୟା

ଇସଲାମାବାଦ,୨୯।୬: କରାଚୀରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେବା ପାଇଁ, ପାକିସ୍ତାନ ରବିବାର ଏବଂ ସୋମବାର ମଧ୍ୟରାତ୍ରିରେ ପ୍ରାୟ 12:30 AM ସମୟରେ ତିନୋଟି ଆଫଗାନିସ୍ତାନ ପ୍ରଦେଶ…

ବିଶ୍ବ ଚାମ୍ପିୟନ ଭାରତକୁ ଧରାଶାୟୀ କଲା ଆୟାର୍ଲାଣ୍ଡ

ବେଲ୍‌ଫାଷ୍ଟ, ୨୮ା୬: ଆୟର୍ଲାଣ୍ଡ ବିପକ୍ଷରେ ଭାରତର ଶକ୍ତିଶାଳୀ ବ୍ୟାଟିଂ ଲାଇନ୍‌ ଅପ୍‌ ପୁଣି ବିଫଳ ହୋଇଛି। ସ୍ଥାନୀୟ ସିଭିଲ ସର୍ଭିସ କ୍ରିକେଟ କ୍ଲବଠାରେ ରବିବାର ଖେଳାଯାଇଥିବା ଦ୍ୱିତୀୟ…

ଟି୨୦ ବିଶ୍ୱକପରେ ଭାରତର ଅଭିଯାନ ଶେଷ

ଲଣ୍ଡନ, ୨୮।୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପର ଗ୍ରୁପ୍‌ ପର୍ଯ୍ୟାୟରୁ ଭାରତ ଅଭିଯାନ ଶେଷ ହୋଇଛି। ରବିବାର ଅନୁଷ୍ଠିତ ଅନ୍ତିମ ଲିଗ୍‌ ମ୍ୟାଚରେ ଭାରତକୁ ଅଷ୍ଟ୍ରେଲିଆ…

କ୍ରିକେଟ ଟୁର୍ନାମେଣ୍ଟ, ସୋମପେଣ୍ଠା ବିଜୟୀ, ଖେଳାଳିଙ୍କୁ ଉତ୍ସାହିତ କଲେ ବିଧାୟକ

ଛତ୍ରପୁର,୨୮।୬(ଦିଲ୍ଲୀପି ସାମଲ): ଛତ୍ରପୁର ନିକଟସ୍ଥ ଟି. ନୂଆଁଗାଁ ପଡ଼ିଆରେ ଚାଲିଥିବା ଶ୍ରୀଶ୍ରୀ ବାବା ଅଗସ୍ତିଶ୍ୱର କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ ରଙ୍ଗେଈଲୁଣ୍ଡା ଏବଂ…

ସରକାରୀ ଚାକିରି ଦେବା ନାମରେ ୨୩ ଲକ୍ଷ ଠକେଇ

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ପୋଲିସ ଚାକିରି ଦେବା ନାମରେ ଠକେଇ ମାମଲାର ପର୍ଦ୍ଦାଫାଶ କରିଛି। ଘଟଣାରେ ଜଡ଼ିତ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ…

ତିରୁମାଲା ମନ୍ଦିର ସୁପ୍ରଭାତ ସେବାରେ ଯୋଗଦେଲେ ଅନନ୍ତ ଅମ୍ବାନୀ, କଲେ ମୁଣ୍ଡନ

ତିରୁମାଲା,୨୮।୬: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଅନନ୍ତ ଅମ୍ବାନୀ ରବିବାର ତିରୁମାଲାର ପାହାଡ଼ରେ ଅବସ୍ଥିତ ପବିତ୍ର ଭଗବାନ ଭେଙ୍କଟେଶ୍ୱରଙ୍କ ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ଅନନ୍ତ ତିରୁମାଲାରେ…

ଅଚାନକ ଅବସର ନେଲେ ଇଂଲଣ୍ଡ ଅଧିନାୟକ ବେନ୍‌ ଷ୍ଟୋକ୍ସ

ୱେଲିଂଟନ,୨୮।୬: ନ୍ୟୁଜିଲାଣ୍ଡ ବିପକ୍ଷରେ ଚାଲିଥିବା ତୃତୀୟ ଟେଷ୍ଟରେ କ୍ରିକେଟକୁ ବିଦାୟ ଦେଇ ଅଲ୍‌ରାଉଣ୍ଡର ତଥା ଇଂଲଣ୍ଡ ଟେଷ୍ଟ ଅଧିନାୟକ ବେନ୍‌ ଷ୍ଟୋକ୍ସ ଆଶ୍ଚର୍ଯ୍ୟଜନକ ଭାବେ ଅବସର ନେଇଛନ୍ତି।…

ବ୍ରାଉନସୁଗାର ଜବତ ଘଟଣା: ୪ ଜଣଙ୍କ ମଧ୍ୟରୁ ଜେଲ ହାଜତକୁ ଗଲେ ୩, ଜଣେ ଖଲାସ

ହାଟଡିହୀ/କେନ୍ଦୁଝର,୨୮।୬(ଶୁଭକାନ୍ତ ନାୟକ/ନରେଶ ଚନ୍ଦ୍ର ପଟ୍ଟନାୟକ): ବ୍ରାଉନସୁଗାର ଜବତ ଘଟଣାରେ ଗିରଫ ହୋଇ କୋର୍ଟ ଚାଲାଣ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୩ ଜଣ ଜେଲ ହାଜତକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri