ଖରାପ ହେବନି ଭାରତ-ଆମେରିକା ସମ୍ପର୍କ: ଆମେରିକା

ଓ୍ବାଶିଂଟନ,୫।୧୦: ଖାଲିସ୍ତାନୀ ନେତା ହରଦୀପ ସିଂ ନିଜାରଙ୍କ ହତ୍ୟାକୁ ନେଇ ଭାରତ ଏବଂ କାନାଡା ମଧ୍ୟରେ ବିବାଦ ଲାଗି ରହିଛି। ଏହି ସମୟରେ ଆମେରିକା ଦୂତାବାସ ଗୁରୁବାର କାନାଡା ସହ କୂଟନୈତିକ ବିବାଦରେ ଭାରତ-ଆମେରିକା ସମ୍ପର୍କ ଉପରେ ପ୍ରଭାବ ପକାଇପାରେ ବୋଲି ଖବରକୁ ପ୍ରତ୍ୟାଖ୍ୟାନ କରିଛି। ରିପୋର୍ଟରେ କୁହାଯାଇଥିଲା ଯେ, ଏହି ଆଶଙ୍କା କରି ଆମେରିକାର ରାଷ୍ଟ୍ରଦୂତ ଏରିକ ଗାର୍ସଟି ତାଙ୍କ ଦଳକୁ ସତର୍କ କରାଇଥିଲେ।

ଆମେରିକୀୟ ମିଡିଆ ସଂଗଠନ ଦି ପଲିଟିକ ରିପୋର୍ଟ କରିଛି ଯେ, ଗାର୍ସଟି ଏହା ମଧ୍ୟ କହିଥିଲେ, ଏକ ନିର୍ଦ୍ଧିଷ୍ଟ ସମୟ ପାଇଁ ଆମେରିକା ଭାରତୀୟ ଅଧିକାରୀଙ୍କ ସହ ସମ୍ପର୍କ ହ୍ରାସ କରିବା ଆବଶ୍ୟକ। ଯେତେବେଳେ ଏହି ରିପୋର୍ଟ ବିଷୟରେ ପଚରାଗଲା, ଆମେରିକାର ଦୂତାବାସ ମୁଖପାତ୍ର କହିଛନ୍ତି, ଆମେରିକା ଦୂତାବାସ ଏହି ରିପୋର୍ଟକୁ ପ୍ରତ୍ୟାଖ୍ୟାନ କରୁଛି। ଆମେରିକା ଏବଂ ଭାରତର ଲୋକ ଏବଂ ସରକାର ମଧ୍ୟରେ ଭାଗିଦାରୀକୁ ଆହୁରି ଗଭୀର କରିବା ପାଇଁ ରାଷ୍ଟ୍ରଦୂତ ଗାର୍ସଟି ପ୍ରତିଦିନ କଠିନ ପରିଶ୍ରମ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ସହ ବୈଷୟିକ ଆଲୋଚନା ହେବ ନାହିଁ: ଇରାନ

ତେହରାନ୍‌,୩୦ା୬: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ବନ୍ଦ କରିବା ଲାଗି ଚୁକ୍ତିନାମା କାର୍ଯ୍ୟକାରିତା ସମ୍ପର୍କରେ ଆଲୋଚନା ନିମନ୍ତେ ଆଗାମୀ ଦିନରେ ଆମେରିକା ଏବଂ ଇରାନର ବୈଷୟିକ ଟିମ୍‌ ମଧ୍ୟରେ ଆଲୋଚନା ହେବା…

ଶିଶୁଙ୍କୁ ADHD ରୁ ରକ୍ଷା କରିପାରେ ମା’ କ୍ଷୀର, ଜାଣନ୍ତୁ କଣ କହୁଛି ନୂଆ ଗବେଷଣା

ନୂଆଦିଲ୍ଲୀ,୩୦।୬ (ପି.ଟି.): ଆଜିକାଲି ଅନେକ କ୍ଷେତ୍ରରେ ବିଭିନ୍ନ କାରଣକୁ ନେଇ ଶିଶୁଙ୍କୁ ସ୍ତନ୍ୟପାନ କରାଇବା ହ୍ରାସ ପାଉଥିବା ଦେଖାଯାଉଛି। କେତେକ ସ୍ଥଳରେ ମା’ର ସ୍ବାସ୍ଥ୍ୟଗତ କାରଣ ଏବଂ…

ଆରୋଗ୍ୟ ସେତୁ ୨.୦ ଆପ୍‌ର ଶୁଭାରମ୍ଭ କଲେ ଜେ.ପି. ନଡ୍ଡା

ନୂଆଦିଲ୍ଲୀ,୨୯ା୬: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା ସୋମବାର ଆରୋଗ୍ୟ ସେତୁ ୨.୦ ଆପ୍‌ ଏବଂ ୟୁନିଫାଏଡ୍‌ ହେଲ୍‌ଥ ଇଣ୍ଟରଫେସ୍‌ (ୟୁଏଚ୍‌ଆଇ) ଲଞ୍ଚ୍‌ କରିଛନ୍ତି। କୋଭିଡ୍‌ ସମୟରୁ ଆରମ୍ଭ…

ବିଶ୍ୱକପ୍‌ ନକ୍‌ଆଉଟ୍‌ରେ କାନାଡାର ପ୍ରଥମ ବିଜୟ

ଇଙ୍ଗଲେଉଡ,୨୯ା୬: ଷ୍ଟିଫେନ ୟୁଷ୍ଟାକିଓଙ୍କ ଗୋଲ ବଳରେ ଇଙ୍ଗଲେଉଡରେ ଖେଳାଯାଇଥିବା ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ କାନାଡା ୧-୦ ଗୋଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଫିଫା ବିଶ୍ୱକପ୍‌ ଇତିହାସରେ…

ପ୍ରେମ ବିବାହକୁ କେନ୍ଦ୍ର କରି ଆକ୍ରମଣ: ବନ୍ଧା ହେଲେ ୭ ଅଭିଯୁକ୍ତ

ଥୁଆମୂଳ ରାମପୁର,୨୯ା୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ତାରାଗାଁଠାରେ ଏକ ଦଳିତ ପରିବାର ଉପରେ ହୋଇଥିବା ଆକ୍ରମଣ ଘଟଣାରେ ପୋଲିସ ସୋମବାର ୭ ଅଭିଯୁକ୍ତଙ୍କୁ ଗିରଫ କରି…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ନେଲେ ବଡ଼ ନିଷ୍ପତ୍ତି: ଖେମୁଣ୍ଡି ଲୋକ ମହୋତ୍ସବ ପାଇଁ ପ୍ରସ୍ତୁତି ଜୋରଦାର

ଦିଗପହଣ୍ଡି, ୨୯।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ସୋମବାର ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ଏକ ପ୍ରସ୍ତୁତି…

ଆଫଗାନିସ୍ତାନ ସୀମାରେ ପାକ୍‌ର ବଡ଼ ସାମରିକ କାର୍ଯ୍ୟାନୁଷ୍ଠାନ

ଇସ୍‌ଲାମାବାଦ,୨୯ା୬: ଆଫଗାନିସ୍ତାନ ସୀମାରେ ପାକିସ୍ତାନୀ ସୁରକ୍ଷା ବଳର କାର୍ଯ୍ୟାନୁଷ୍ଠାନରେ ୨୯ଜଣ ଆତଙ୍କବାଦୀ ନିହତ ହୋଇଥିବା ଇସ୍‌ଲାମାବାଦ ସୋମବାର କହିଛି। ଏହି ସଦ୍ୟ ଉତ୍ତେଜନାକୁ ନେଇ ଉଭୟ କାବୁଲ…

ମିଳିନି ଧାନ ବିକ୍ରି ଟୋକନ: ଆତ୍ମାହୁତି ଧମକ ଦେଲେ ଚାଷୀ

ବରଗଡ,୨୯।୬(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଧାନ ବିକ୍ରିରେ ଟୋକନ ସମସ୍ୟାକୁ ନେଇ ଦିନକୁ ଦିନ ସ୍ଥିତି ସଙ୍ଗିନ ହେବାରେ ଲାଗିଛି । ବରଗଡ ଜିଲା ବିଜେପୁର ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri