ଗଛପଡ଼ି ରାଇକିଆ-ଇନ୍ଦ୍ରଗଡ଼ ଯାତାୟାତ ବନ୍ଦ

ରାଇକିଆ,୨୨ା୪(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବିଭିନ୍ନ ସ୍ଥାନରେ ଲୋକଙ୍କ ଘର ଛପର ଉଡ଼ିଯାଇଛି। ବଡ଼ବଡ଼ ଗଛ ମଧ୍ୟ ଉପୁଡ଼ି ପଡ଼ିଛି। ଘାଟି ତଳ ପଞ୍ଚାୟତରେ ମଧ୍ୟ ବହୁ କ୍ଷୟକ୍ଷତି ହୋଇଛି। ରଣବା – ଇନ୍ଦ୍ରଗଡ଼ ମଧ୍ୟରେ ବିଭିନ୍ନ ସ୍ଥାନରେ ଗଛ ପଡ଼ି ରହିଥିବାରୁ ଇନ୍ଦ୍ରଗଡ଼ରୁ ରାଇକିଆ ଅଞ୍ଚଳକୁ ଯାତାୟାତ ବନ୍ଦ ରହିଛି। ବୁଧବାର ସକାଳ ସୁଦ୍ଧା ରାସ୍ତାରେ ପଡ଼ିଥିବା ଗଛ ହଟାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରହସନ ପାଲଟିଲାଣି ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି: ଲୋକେ ଅସନ୍ତୋଷ

କେସିଙ୍ଗା,୨୦।୭:(ତୁମେଶ୍ୱର ସାହୁ): ସାଧାରଣ ଲୋକଙ୍କ ସମସ୍ୟାର ତୁରନ୍ତ ସମାଧାନ ପାଇଁ ସରକାର ଲୋକଙ୍କ ପାଖରେ ଯୁଗ୍ମ ଅଭିଯୋଗ ଶୁଣାଣି ବ୍ୟବସ୍ଥା କରିଛନ୍ତି। ତେବେ ପ୍ରଶାସନିକସ୍ତରରେ ସ୍ଥାଣୁତା ଓ…

ଖେମୁଣ୍ଡି ଲୋକ ମହୋତ୍ସବ ଉଦ୍‌ଘାଟନ କଲେ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ବିଧାୟକ ସିଦ୍ଧାନ୍ତ ମହାପାତ୍ର କହିଲେ…

ଦିଗପହଣ୍ଡି, ୨୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ଗାନ୍ଧୀ ଛକ ଠାରେ ସୋମବାର ସନ୍ଧ୍ୟା ପ୍ରାୟ ସାଢେ ୭ଟାରେ ଦୁଇ ଦିନ ବ୍ୟାପି ଅନୁଷ୍ଠିତ…

ତେରେସିଂହା ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ସ୍ଥାପନ ପାଇଁ ଭିତ୍ତିଭୂମି ପରଖିଲେ ଜିଲାପାଳ

କର୍ଲାମୁଣ୍ଡା,୨୦।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ହେବାକୁ ଥିବା ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ପାଇଁ…

ଘର ପିଣ୍ଡାରେ ଛିଡା ହୋଇଥିଲେ ରବିନ୍ଦ୍ର, ମାରିଲା ଘଡ଼ଘଡ଼ି; ଆଉ ତା’ପରେ…

ମୋରଡା,୨୦।୭(ସ୍ମାରକ ମାଜୀ): ବଜ୍ରପାତ ମାରିବାରୁ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଞ୍ଚଳର ଜଣେ ଯୁବକ ଓ଼ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ହେଉଛନ୍ତି…

ଛାତ୍ରୀଛାତ୍ରଙ୍କୁ ସଫଳତାର ମନ୍ତ୍ର ଦେଲେ ଜିଲାପାଳ

ତୁମୁଡିବନ୍ଧ,୨୦ା୭(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ନେତାଜୀ ସୁବାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଟିପ୍ସ ଫର୍ମ ଆଇଏଏସ୍‌ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ

ଫୁଲବାଣୀ, ୨୦ା୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ପୁଣି ଛାତ୍ରୀ ଗର୍ଭବତୀ ହୋଇଛନ୍ତି। ଅନୁସୂଚିତ ଜନଜାତି ଏବଂ ଅନୁସୂଚିତ ଜାତି ବିଭାଗ ଦ୍ୱାରା ପରିଚାଳିତ ଏକ ବିଦ୍ୟାଳୟରେ…

ଗୁଡାରିରୁ ଭୁବନେଶ୍ୱର ବସ୍‌ ସେବା ପାଇଁ ସ୍ବର ଉଠାଇଲେ ଭୃଗୁ: ଦାବି ପୂରଣ ନ ହେଲେ…

ଗୁଡାରି,୨୦।୭,(ପ୍ରମୋଦ କୁମାର ପତି ) : ଭୁବନେଶ୍ୱରରେ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦର ଚିନ୍ତନ ବୈଠକ ସଭାପତି ଭୃଗୁ ବକ୍ସିପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ…

ଦିନେ ତାଙ୍କୁ କୋଳରେ ଧରିଥିଲେ ମେସି, ଆଜି ପଡ଼ିଆରେ ହରାଇବା ପରେ କହିଲେ..

ନୂଆଦିଲ୍ଲୀ,୨୦।୭: ଫାଇନାଲରେ ଆର୍ଜେଣ୍ଟିନାକୁ ୧-୦ରେ ପରାସ୍ତ କରି ସ୍ପେନ ୨୦୨୬ ଫିଫା ବିଶ୍ୱକପ ଟାଇଟଲ ଜିତିଛି। ଏହି ମ୍ୟାଚରେ ପ୍ରଶଂସକଙ୍କ ଆଖି ସମସ୍ତ ଷ୍ଟାର ଖେଳାଳିଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri