ପାଟଣା,୧୬।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ ପାଟଣା ପଞ୍ଚାୟତ ସାନ ଜାମୁପଶି ଗ୍ରାମରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ପୋଲିସ ଜବତ କରିଛି। ମୃତକ ଜଣକ ହେଲେ ଉକ୍ତ ଗ୍ରାମର ରାଜକିଶୋର ମୁଣ୍ଡା। ବୁଧବାର ସକାଳୁ ବକ୍ତିଙ୍କ ଘର ପାଖରେ ଥିବା ଏକ ଗଛରେ ମୃତଦେହ ଝୁଲୁଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପାଟଣା ଏସ୍ଆଇ ପହଞ୍ଚି ମୃତଦେହକୁ ଜବତ କରି ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବ୍ୟବଛେଦ ପାଇଁ ପଠାଇଥିଲେ। ମୃତ୍ୟୁର କାରଣ ଜଣା ପଡି ନ ଥିବା ବେଳେ ପାରିବାରିକ କଳହରୁ ରାଜ କିଶୋର ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି।
Posted inHome Left, ଆମ ଜିଲା ଖବର, କେନ୍ଦୁଝର View All
ସାବଧାନ! ଏଣିକି ସୋସିଆଲ ମିଡିଆରେ ଲୁଚାଇ ପାରିବେ ନାହିଁ ପରିଚୟ, ଧରିଦେବ AI, ଜାଣନ୍ତୁ କେମିତି
AI ବା (ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ) ଯୁଗରେ ସୋସିଆଲ ମିଡିଆରେ ନିଜର ପରିଚୟ ଲୁଚାଇବା ଏବେ କଷ୍ଟକର ହୋଇପଡୁଛି। ଯଦି ୟୁଜର୍ସମାନେ ଭାବନ୍ତି ଯେ, ସେମାନେ ସିକ୍ରେଟ୍ ଭାବରେ…
ବଡ଼ ନିଷ୍ପତି: ଯାଞ୍ଚ ହେବ ଡୋପ ଟେଷ୍ଟିଂ ଲାବୋରେଟୋରୀ
ନୂଆଦିଲ୍ଲୀ,୧୭ା୪: ଭାରତର ଜାତୀୟ ଡୋପ ଟେଷ୍ଟିଂ ଲାବୋରେଟୋରୀ (ଏନ୍ଡିଟିଏଲ୍)ର ପ୍ରଦର୍ଶନକୁ ଆଗାମୀ କିଛି ମାସରେ ମୂଲ୍ୟାଙ୍କନ କରାଯିବ। ନୂଆଦିଲ୍ଲୀରେ ବସିଥିବା ଗ୍ଲୋବାଲ ଆଣ୍ଟି-ଡୋପିଂ ଇଣ୍ଟେଲିଜେନ୍ସ ଆଣ୍ଡ୍ ଇନଭେଷ୍ଟିଗେଶନ…
ଏହି ଦିନ ଅନାବରଣ ହେବ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି: ଧାର୍ଯ୍ୟ ହେଲା ଦିନ, ସମୟ
ବଲାଙ୍ଗୀର, ୧୭।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମହାସଭା ପକ୍ଷରୁ ଭଗବାନ ପର୍ଶୁରାମ ଜନ୍ମୋତ୍ସବ ଓ ପ୍ରତିମୂର୍ତ୍ତି ଅନାବରଣ କାର୍ଯ୍ୟକ୍ରମ ଆସନ୍ତା ୧୯ ତାରିଖରେ ଅନୁଷ୍ଠିତ ହେବ।…
Women Reservation Act 2023: ମହିଳା ସଂରକ୍ଷଣ ଆଇନ ସାରା ଦେଶରେ କାର୍ଯ୍ୟକାରୀ: ବିଜ୍ଞପ୍ତି ଜାରି କଲେ ସରକାର, କେବେ କାର୍ଯ୍ୟକାରୀ ହେବ ଜାଣନ୍ତୁ
ନୂଆଦିଲ୍ଲୀ,୧୭।୪: କେନ୍ଦ୍ର ଆଇନ ମନ୍ତ୍ରଣାଳୟ ଦ୍ୱାରା ଜାରି ଏକ ବିଜ୍ଞପ୍ତି ଅନୁଯାୟୀ, ମହିଳା ସଂରକ୍ଷଣ ଆଇନ, 2023, ଗୁରୁବାର (ଏପ୍ରିଲ ୧୬) ଠାରୁ କାର୍ଯ୍ୟକାରୀ ହୋଇଛି, ଏବଂ…
ଦେବଗଡ଼ ଜିଲା ପାଇଁ ଗୌରବ: ପଞ୍ଚମ ଶ୍ରେଣୀ ଭାଷା ମହକ ବହିରେ ସ୍ଥାନ ପାଇଲା ‘ପ୍ରଧାନପାଟ’ ବିଷୟବସ୍ତୁ
ଦେବଗଡ଼,୧୭।୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାର ପ୍ରଧାନପାଟ ଜଳପ୍ରପାତ ଓଡ଼ିଶାର ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀଭାବେ ଓଡ଼ିଶା ତଥା ରାଜ୍ୟ ବାହାରେ ସୁପରିଚିତ ତଥା ପ୍ରସିଦ୍ଧ ଲାଭ କରିଛି।…
ଜ୍ୱାଇଁଙ୍କୁ ଛୁରି ଭୁସି ହତ୍ୟା: ଶଳା-ଶଳା ଭାଉଜଙ୍କୁ ବାନ୍ଧିଲା ପୋଲିସ
ବ୍ରହ୍ମପୁର,୧୭।୪ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ରେଡିକା ସାହିରେ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ଛୁରାମାଡ଼ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।…
ଇଣ୍ଡୋନେସିଆର ପଶ୍ଚିମ କାଲିମଣ୍ଟାନରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୮ମୃତ
ଜାକର୍ତ୍ତା,୧୭।୪: ଇଣ୍ଡୋନେସିଆର ପଶ୍ଚିମ କାଲିମଣ୍ଟାନ ପ୍ରଦେଶରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହେବା ପରେ ଏଥିରେ ଥିବା ସମସ୍ତ ଆଠ ଜଣଙ୍କର ମୃତ୍ୟୁ ହୋଇଛି। ଉଦ୍ଧାରକାରୀ ଦଳ ବର୍ତ୍ତମାନ…
ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧଦିବସ ପାଳିତ: ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ପ୍ରଦାନ କଲେ ଦଳୀୟକର୍ମୀ
ପୁରୁଷୋତ୍ତମପୁର,୧୭।୪ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ଓ ବ୍ଲକ ବିଜୁ ଜନତା ଦଳ ତରଫରୁ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୨୯ ତମ…
Archives

