ଗଛରେ ରାଖୀ ବାନ୍ଧିଲେ ଛାତ୍ରୀ

ଓଡଗାଁ, ୧୫।୮(ସ୍ବ.ପ୍ର.): ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ନୟାଗଡ଼ ଜିଲା ଓଡ଼ଗାଁ ନିକଟସ୍ଥ ବାହାଡ଼ାଝୋଲା ବାଳିକା ହାଇସ୍କୁଲର ଛାତ୍ରୀମାନେ ଅଭିନବ ଉପାୟରେ ରକ୍ଷାବନ୍ଧନ ଉତ୍ସବ ପାଳନ କରିଛନ୍ତି । ନିଜ ସୁରକ୍ଷା ନିମନ୍ତେ ଗଛରେ ରାଖୀ ବାନ୍ଧିବା ସହିତ ପୂଜାର୍ଚ୍ଚନାକରି ପରସ୍ପରକୁ ମିଠା ଖୁଆଇ ଅଭିନନ୍ଦନ ଜଣାଇଛନ୍ତି। ସେମାନେ ଲଗାଇଥିବା ସମସ୍ତ ଗଛର ସୁରକ୍ଷା ପାଇଁ ପଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିପଦ ସାଜିଛି ସୁଇଚ୍‌ ଭାଲ ଚାମ୍ବର: ପଥଚାରୀଙ୍କ ପାଇଁ ବିପଦ

ଥୁଆମୂଳ ରାମପୁର, ୭ା୭ (ଦୁର୍ଗା କୀର୍ତ୍ତି):ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ବସୁଧା ଜଳଯୋଗାଣ ଯୋଜନାର ମୁକୁଳା ସୁଇଚ୍‌ ଭାଲ ଚାମ୍ବର ପଥଚାରୀଙ୍କ ପାଇଁ ବିପଦ ସାଜିଛି।…

ବେଳାଭୂମି ଅବକ୍ଷୟ ପ୍ରସଙ୍ଗ:ଜିଲାପାଳଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନ ସ୍ଥଗିତ

ଗଞ୍ଜାମ,୬।୭(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହେଉଛି ସମୁଦ୍ର l ସମୁଦ୍ରର ଉଚ୍ଚ ଜୁଆର ଯୋଗୁ ଗୋଖର କୁଦାଠାରୁ ପୋଡମ ପେଟା, ବଟେଶ୍ୱର ବେଳାଭୂମି ଦେଇ ପ୍ରାୟଗି…

ବନ ମହୋତ୍ସବରେ, ଚାରା ରୋପଣ କଲେ ବ୍ରହ୍ମପୁର ବନଖଣ୍ଡ ଅଧିକାରୀ

ଦିଗପହଣ୍ଡି,୭।୭(ଅଶେଷ ନାଥ ମିଶ୍ର):  ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଆନୁକୂଲ୍ୟରେ ୭୭ ତମ ବନ ମହୋତ୍ସବ ସପ୍ତାହ ପାଳନ ହୋଇଯାଇଛି । ସୋମବାର ଦିଗପହଣ୍ଡି…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri