ଗଛ କଟାକୁ ବିରୋଧ: କାଠ ଜବତ କଲା ବନ ବିଭାଗ

ଧାମନଗର,୩୧।୧୦(ଡି.ଏନ.ଏ.):ଧାମନଗର ବ୍ଲକ ଭଗବାନପୁର ନୋଡାଲ ବିଦ୍ୟାଳୟ ପରିସରରେ ଏକ ପୁରୁଣା ଗଛକୁ ବିନା ଅନୁମତିରେ କାଟିବା ଅଭିଯୋଗ ହୋଇଛି। ଖବର ପାଇ ବନ ବିଭାଗ ତରଫରୁ ଚଢାଉ କରାଯାଇ କାଠ ଜବତ କରାଯାଇଛି।