ଗଛ ଲଗାଇବା ବାଧ୍ୟତାମୂଳକ: ନ ହେଲେ ମିଳିବନି ଡିଗ୍ରୀ ସାର୍ଟିଫିକେଟ

ମାନିଲା, ୩୦।୫: ଫିଲିପାଇନ୍ସ ସରକାର ବିପର୍ଯ୍ୟସ୍ତ ପରିବେଶକୁ ସୁରକ୍ଷା ଦେବାକୁ ଅଣ୍ଟା ଭିଡ଼ିଛନ୍ତି। ଏହି ମର୍ମରେ ଦେଶରେ ନୂଆ ଆଇନ ପ୍ରଣୟନ କରାଯାଇଛି। ଛାତ୍ରୀଛାତ୍ର ୧୦ଟି ଗଛ ନ ଲଗାଇଲେ ସେମାନଙ୍କୁ ବିଶ୍ୱବିଦ୍ୟାଳୟ ଡିଗ୍ରୀ ସାର୍ଟିଫିକେଟ୍‌ ମିଳିବନି। ଇତିମଧ୍ୟରେ ଦେଶର ଜଙ୍ଗଲ ପରିମାଣ ୭୦ ପ୍ରତିଶତରୁ ୨୦ ପ୍ରତିଶତରେ ପହଞ୍ଚିଛି। ତେଣୁ ସରକାର ଆଗାମୀ ଦିନରେ ୫୨୫ ଶହ କୋଟି ଗଛ ଲଗାଇବାର ଯୋଜନା କରିଛନ୍ତି। ଏଠାରେ ପ୍ରତିବର୍ଷ ୫ ଲକ୍ଷ ଛାତ୍ରୀଛାତ୍ର ଗ୍ରାଜୁଏସନ୍‌ ଶେଷ କରିଥାନ୍ତି। ସେହିପରି ପ୍ରତିବର୍ଷ ଏକ କୋଟି ୭୫ ଲକ୍ଷ ଛାତ୍ରୀଛାତ୍ର ସ୍କୁଲ ତଥା କଲେଜ ଶିକ୍ଷା ଶେଷ କରିଥାନ୍ତି। ଏହି ଆଇନ ପ୍ରଣୟନ ପାଇଁ ଶାସକ ଦଳ ତଥା ବିପକ୍ଷ ପାର୍ଟିଙ୍କ ପକ୍ଷରୁ ସବୁଜ ସଙ୍କେତ ଦିଆଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଘୋଷଣାରେ ସୀମିତ ଶିଳ୍ପ ପ୍ରତିଷ୍ଠା: ବୃହତ୍‌ ଷ୍ଟିଲ୍‌ ପ୍ଲାଣ୍ଟ ଭୁଲିଯାଇ ଜାହାଜ ନିର୍ମାଣ ଚିନ୍ତା

ମହାକାଳପଡ଼ା, ୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ ):ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା ସ୍ବପ୍ନ ଭଳି ମନେହେଉଛି। ମହାକାଳପଡ଼ା ବ୍ଲକ୍‌ ଉପକୂଳ ଅଞ୍ଚଳରେ ପୂର୍ବ ବିଜେଡି ସରକାର ସମୟରେ…

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

୯/୧୧ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ନୂଆ ଖୁଲାସା, ଅଲକାଏଦା ନେତାଙ୍କ ସହ ପେଣ୍ଟବଲ୍ ଖେଳୁଥିଲେ…

ୱାଶିଂଟନ୍,୮।୯: ଆମେରିକାରେ ୨୦୦୧ ମସିହାରେ ହୋଇଥିବା ୯/୧୧ ଆତଙ୍କୀ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ଏକ ବଡ଼ ଖୁଲାସା ହୋଇଛି । ତଦନ୍ତରେ ଓମର ଅଲ-ବାୟୁମୀଙ୍କ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri