ଗଞ୍ଜାମକୁ ଟପିଲା ଯାଜପୁର

ଭୁବନେଶ୍ୱର,୨୮।୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ରାଜ୍ୟର ୨୯ଜିଲା ଏବେ କରୋନା କବଳରେ। ଗୁରୁବାର ସକାଳେ ରାଜ୍ୟରେ ଆଉ ୬୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬୬୦ରେ ପହଞ୍ଚିଛି। ତେବେ ଗୁରୁବାର ଗଞ୍ଜାମ ଜିଲାରେ ସର୍ବାଧିକ ୨୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଗଞ୍ଜାମରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୯୪ରେ ପହଞ୍ଚିଛି। ସେହିପରି ଯାଜପୁରରେ ନୂଆ ୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଯାଜପୁରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୫୩କୁ ଛୁଇଁଛି। ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ଥିବା ବେଳେ ଚିକିତ୍ସାଧିନଙ୍କ ସଂଖ୍ୟା ଯାଜପୁରଠାରୁ କମ ରହିଛି, ଅର୍ଥାତ   ଚିକିତ୍ସାଧିନଙ୍କ ସଂଖ୍ୟାରେ ଯାଜପୁର ଗଞ୍ଜାମକୁ ଟପିଯାଇଛି। ଏବେ ସୁଦ୍ଧା ମିଳିଥିବା ତଥ୍ୟ ଅନୁସାରେ ରାଜ୍ୟର ସର୍ବାଧିକ ଚିିକିତ୍ସାଧିନ ଯାଜପୁର ଜିଲାର। ସୂଚନାଯୋଗ୍ୟ, ଗଞ୍ଜାମରେ ୩୯୪ ଆକ୍ରାନ୍ତଙ୍କ ମଧ୍ୟରୁ ୮୯ ଚିକିତ୍ସାଧିନ ଥିବାବେଳେ ୩୦୨ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର ମୃତ୍ୟୁ ଘଟିଛି । ସେହିପରି ଯାଜପୁର ଜିଲାରେ ୨୫୩ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୨ଜଣ ଚିକିତ୍ସାଧିନ ଥିବାବେଳେ ୧୫୧ଜଣ ସୁସ୍ଥ ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri