ଗଞ୍ଜାମପ୍ରଶାସନର ଅଭିନବ ପଦକ୍ଷେପ: ଭିଡିଓ କଲ୍‌ରେ କ୍ୟାରିୟର ନେଇ ପରାମର୍ଶ ଦେବେ ଏକ୍ସପର୍ଟ

ଛତ୍ରପୁର,୨ା୪(ଡି.ଏନ୍‌.ଏ.)- କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ସମସ୍ତେ ଘରେ ଅଛନ୍ତି। ତେବେ ଅନେକ ଘରେ ବସି ବୋର୍‌ ହେଉଛନ୍ତି। ଏଥିରୁ ମୁକ୍ତି ପାଇଁ ଗଞ୍ଜାମ ଜିଲାପ୍ରଶାସନ ଅଭିନବ ପଦକ୍ଷେପ ନେଇଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଉଦ୍ୟମକ୍ରମେ ଏଣିକି କ୍ୟାରିୟର ସମ୍ପର୍କରେ ଗଞ୍ଜାମ ଜିଲାର ୧୧ ଜଣ ଏକ୍ସପର୍ଟ ସୂଚନା ଦେବେ। ଏମାନଙ୍କୁ ସନ୍ଧ୍ୟା ୫ ଟାରୁ ରାତି ୮ଟା ପର୍ଯ୍ୟନ୍ତ ଉଭୟ ଭିଡିଓ ଓ ଭଏସ୍‌ କଲ କରି ୟୁପିଏସ୍‌ସି, ଓପିଏସ୍‌ସି, ଆର୍ମି, ମ୍ୟାନେଜମେଣ୍ଟ, କମ୍ପ୍ୟୁଟର, ଇଞ୍ଜିନିୟରିଂ, ମେଡ଼ିସିନ, ଆର୍କିଟେକ୍ଚର ଆଦିରେ କ୍ୟାରିୟର ସମ୍ଭନ୍ଧୀୟ ପ୍ରଶ୍ନ ଗଞ୍ଜାମ ଜିଲାର ଜନସାଧାରଣ ପଚାରିପାରିବେ। ଉକ୍ତ ଏକ୍ସପର୍ଟଙ୍କ ମଧ୍ୟରେ ପ୍ରୋବେଶନ ଆଇଏଏସ୍‌ ଅଫିସର ଭି. କିର୍ଥତ୍ ଭାଶନ, ଓଏଏସ୍‌ ଅଫିସର ତଥା କୁକୁଡାଖଣ୍ଡି ତହସିଲଦାର ଡକ୍ଟର ଇପ୍‌ସିତା ପ୍ରିୟଦର୍ଶନୀ ମିଶ୍ର, ଡାକ୍ତର ସୁନୀଲ କୋଟା ପ୍ରମୁଖ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

Inverter Care: ବାରମ୍ବାର କାର୍ବନ ଜମି ଇନଭର୍ଟର ଖରାପ ହେଉଛି କି? ଜାଣନ୍ତୁ ସଫା କରିବାର ୩ ସହଜ ଉପାୟ…

ନୂଆଦିଲ୍ଲୀ,୧୦।୬: ଇନଭର୍ଟର ଆଜିର ସମୟରେ ପ୍ରତ୍ୟେକ ଘରର ଏକ ଅତି ଜରୁରୀ ଆବଶ୍ୟକତା ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ଯେତେବେଳେ ବାରମ୍ବାର ବିଦ୍ୟୁତ କାଟ୍ (Power Cut)…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ଅକାଳ ବିୟୋଗ, ଅଞ୍ଚଳରେ ଶୋକର ଛାୟା

ଛତ୍ରପୁର,୧୦।୬( ଦିଲ୍ଲୀପ ସାମଲ) : ଛତ୍ରପୁର ପୌର ପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଅକାଳ ବିୟୋଗ ହୋଇଛି । ସେ ଗତ ଏକ ମାସରୁ ଅଧିକ ଦିନ…

ମୟୂରଭଞ୍ଜ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି

କଟକ,୧୦ା୬(ପ୍ରଭୁକଲ୍ୟାଣ ପାଲ୍): ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି ଯୋଗେଶ ବାହାଦୂର ଖୁରାନିଆ। ଚଳିତ ମାସ ୧୯ ଓ ୨୦ ତାରିଖରେ…

ଫସିଗଲେ ପ୍ରଣିତ ମୋରେ, ବାଧ୍ୟ ହୋଇ ଇନଷ୍ଟାଗ୍ରାମ ଆକାଉଣ୍ଟ କଲେ ଡିଲିଟ୍‌ !

ମୁମ୍ବାଇ: ବିବାଦ ଘେରରେ ଜଣାଶୁଣା ଷ୍ଟାଣ୍ଡ-ଅପ କମେଡିଆନ ପ୍ରଣିତ ମୋରେ। ତାଙ୍କ ଶୋ’ର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଲୋକେ ତାଙ୍କୁ ପ୍ରବଳ…

ଖଜୁରଗୁଡା ସାନ୍ଦୁଲ ନଦୀ ବ୍ରିଜ ନିର୍ମାଣରେ ବିଳମ୍ବ, ନିମ୍ନ ମାନର କାମକୁ ନେଇ ଅସନ୍ତୋଷ ଗ୍ରାମବାସୀ

ଲାଞ୍ଜିଗଡ,୧୦।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ଖଜୁରଗୁଡା ଗାଁ ନିକଟରେ ଥିବା ସାନ୍ଦୁଲ ନଦୀ ବ୍ରିଜ ନିର୍ମାଣରେ ବିଳମ୍ବ ଏବଂ…

ଖାଦ୍ୟ ନିରାପତ୍ତା ବିଭାଗର ବଡ଼ ଆକ୍ସନ! ବିଭିନ୍ନ ହୋଟେଲରେ ଚଢ଼ାଉ, କୁଢ଼ କୁଢ଼ ବାସି ଖାଦ୍ୟ…

ଜୁନାଗଡ଼,୧୦।୬(ସୁନୀଲ କୁମାର ସିଂହ)- ଜନସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ବୁଧବାର ଜୁନାଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ ଏ ସି) ଅଞ୍ଚଳରେ ଥିବା ବିଭିନ୍ନ ଖାଦ୍ୟ ଷ୍ଟଲ୍‌…

ଓଡ଼ିଶା ପୋଲିସରେ ବଡ଼ ହଲଚଲ! କଳାହାଣ୍ଡି ଭାର ସମ୍ଭାଳିବେ ଏଡିଜିପି ଯତୀନ୍ଦ୍ର କୋଏଲ

ଭବାନୀପାଟଣା,୧୦।୬(ଉତ୍ତମ କୁମାର ଦାଶ): ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତି ଚରମ ସୀମାରେ ପହଞ୍ଚିବା ଏବଂ ପୋଲିସର କାର୍ଯ୍ୟଦକ୍ଷତା ଉପରେ ଚାରିଆଡ଼ୁ ସମାଲୋଚନା ହେବା ପରେ ଶେଷରେ ରାଜ୍ୟ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri