ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୭ରେ ପହଞ୍ଚିଲା

ଗଞ୍ଜାମ,୮ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଶୁକ୍ରବାର ସକାଳେ ପୁଣି ୧୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୭ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତମାନେ ସୁରଟ ଫେରନ୍ତା ବୋଲି ଜଣାପଡ଼ିଛି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ୨୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮୧ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ୨ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ୬୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମ୍ ପ୍ରେମିକଙ୍କ ସହ ବିବାହ କରିବାକୁ ରାଜି ହେଲେନି ମା’; ଏମିତି ହତ୍ୟା କଲେ ଝିଅ, ଶୁଣିଲେ ଥରିଉଠିବ ଛାତି

ନୂଆଦିଲ୍ଲୀ,୭ା୧୦: ହରିୟାଣାର ସୋନିପତରୁ ଆସିଛି ଛାତିଥରା ଘଟଣା।ଇନଷ୍ଟାଗ୍ରାମ୍‌ରେ ହୋଇଥିବା ପ୍ରେମ ଓ ବିବାହ କରିବାକୁ ନେଇ ମା’ ପ୍ରତିବନ୍ଧକ ସାଜିବାରୁ ନିଜ ପ୍ରେମିକ ସହ ମିଶି ମା’ଙ୍କୁ…

ଘର ଦୋହଲିଲା, ଟିଭି ଭାଙ୍ଗିଲା! ଗାଁଲୋକଙ୍କ ଅଭିଯୋଗ ପରେ ବେଆଇନ ପଥର ଖାଦାନ ଉପରେ ଚଢ଼ାଉ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଅନ୍ତର୍ଗତ ଆଙ୍କୋରଡ଼ା ମୌଜା ବଡ଼ଢ଼ିମିରା ପାହାଡ଼ରେ ବେଆଇନ ପଥର ଖନନ ଓ ବ୍ଲାଷ୍ଟିଂ ଅଭିଯୋଗ ହୋଇଛି। ଏପରି…

ୟୁଜର୍ସଙ୍କୁ ବଡ଼ ଝଟ୍‌କା: ରିଚାର୍ଜ ପ୍ଲାନ ହେଲା ମହଙ୍ଗା, ଜାଣନ୍ତୁ ନୂଆ ରେଟ୍‌

ନୂଆଦିଲ୍ଲୀ,୭।୧୦: ଏୟାରଟେଲ (Airtel) ନିଜର ପୋଷ୍ଟପେଡ ଗ୍ରାହକମାନଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ କରିଛି। କମ୍ପାନୀ ୮ ଅକ୍ଟୋବର ୨୦୨୬ରୁ ତାର ସମସ୍ତ ପୋଷ୍ଟପେଡ ପ୍ଲାନ ପୋର୍ଟଫୋଲିଓର…

ରସାୟନ ବିଜ୍ଞାନରେ ନୋବେଲ୍ ପୁରସ୍କାର ଘୋଷଣା: ଜାଣନ୍ତୁ କାହାକୁ ମିଳିଲା ସର୍ବୋଚ୍ଚ ସମ୍ମାନ

ଷ୍ଟକହୋମ,୭।୧୦: ରସାୟନ ବିଜ୍ଞାନ କ୍ଷେତ୍ରରେ ନୋବେଲ୍ ପୁରସ୍କାର ଘୋଷଣା କରାଯାଇଛି । ବୈଜ୍ଞାନିକ ହେନ୍ରି ବି. କାଗାନ୍ ଓ କେନ୍ସୋ ସୋଆଇଙ୍କୁ ପ୍ରଦାନ କରାଯାଇଛି । ରସାୟନ…

ଟିକେଟ୍ ନ ମିଳିବାରୁ ଭାଜପାକୁ ‘ଟାଟା ବାଏ-ବାଏ’, ଧର୍ମେନ୍ଦ୍ରଙ୍କ ପୋଷ୍ଟକୁ ନେଇ ହଲଚଲ

ଲକ୍ଷ୍ନୌ,୭।୧୦: ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବା ପରେ ବରେଲିର ପୂର୍ବତନ ଭାଜପା ଏମପି ଧର୍ମେନ୍ଦ୍ର କଶ୍ୟପଙ୍କ ଏକ ସୋସିଆଲ୍ ମିଡିଆ ପୋଷ୍ଟକୁ ନେଇ ରାଜନୀତି…

ଗୁରୁବାର ଓଡ଼ିଶା ବନ୍ଦ, କଣ ଖୋଲା-କଣ ବନ୍ଦ ଜାଣନ୍ତୁ

ଭୁବନେଶ୍ବର,୭।୧୦: ଆସନ୍ତା ୮ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ । ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ…

କୋମଲ ରାଣୀଙ୍କ ସହ ଗୋବିନ୍ଦାଙ୍କ ସମ୍ପର୍କକୁ ନେଇ କେଉଁ ବୟଫ୍ରେଣ୍ଡ କଥା ଉଠାଇଲେ କଶ୍ମୀରା ଶାହା? ଜାଣନ୍ତୁ ଏହା ପଛର କାହାଣୀ

ମୁମ୍ବାଇ: ହାସ୍ୟ ଅଭିନେତା କୃଷ୍ଣ ଅଭିଷେକଙ୍କ ପତ୍ନୀ ତଥା ଅଭିନେତ୍ରୀ କଶ୍ମୀରା ଶାହା ନିଜର ସ୍ପଷ୍ଟବାଦୀ ସ୍ବଭାବ ପାଇଁ ଜଣାଶୁଣା ଏବଂ ପ୍ରାୟତଃ ନିଜ ମନ୍ତବ୍ୟ ଯୋଗୁ…

ବିଦାୟୀ ଭାଷଣରେ ଚେତାବନୀ ଦେଲେ ଲିଓନେଲ ମେସି: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୭।୧୦: ଆର୍ଜେଣ୍ଟିନା ଜର୍ସିରେ ଲିଓନେଲ ମେସିଙ୍କ ଶେଷ ଅନ୍ତର୍ଜାତୀୟ ମ୍ୟାଚ କେବଳ ଭାବବିହ୍ବଳ କରି ନ ଥିଲା, ବରଂ ତାଙ୍କ ବିଦାୟୀ ଭାଷଣ ଆର୍ଜେଣ୍ଟିନା ଫୁଟବଲ୍କୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?