ଗଞ୍ଜାମରେ ପୁଣି ୩୦ କରୋନା ପଜିଟିଭ ଚିହ୍ନଟ: ରହିଛନ୍ତି ୬ ଯୋଦ୍ଧା

ଛତ୍ରପୁର,୨୩।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ମଙ୍ଗଳବାର ପୁଣି ୩୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୫୫କୁ ବୃଦ୍ଧି ପାଇଛି। ୩୦ ଆକ୍ରାନ୍ତଙ୍କ ମଧ୍ୟରେ ୬ ଜଣ କରୋନା ଯୋଦ୍ଧା, ୯ ଜଣ ଅନ୍ୟ ରାଜ୍ୟ ଫେରନ୍ତା ଓ ୧୫ ଜଣ ପଜିଟିଭ୍‌ମାନଙ୍କ ସଂସ୍ପର୍ଶରେ ଆସି କରୋନା ଆକ୍ରାନ୍ତ ହୋଇଛନ୍ତି। ଜିଲାର ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୬୭୦ ଜଣ ସୁସ୍ଥ ହୋଇଥିବା ବେଳେ ୮ ଜଣଙ୍କ ମୃତ୍ୟୁ ଘଟିଛି। ୨୭୭ ଜଣ କରୋନା ଆକ୍ରାନ୍ତ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ମଙ୍ଗଳବାର ଏସମ୍ପର୍କରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ କରି ସୂଚନା ଦେଇଛନ୍ତି। ଉକ୍ତ ସମସ୍ତ ପଜିଟିଭଙ୍କ କଣ୍ଟାକ୍ଟ ଟ୍ରେସିଂ ଚାଲିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri