ଗଞ୍ଜାମରେ ପୁଣି ୬୪ ନୂଆ ସଂକ୍ରମିତ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୫୯୭କୁ ବୃଦ୍ଧି, ସୁସ୍ଥ ହେଲେଣି ୩୮୯

ବ୍ରହ୍ମପୁର ଅଫିସ,୬।୬: ପ୍ରବାସୀ ଫେରନ୍ତାଙ୍କ ପାଇଁ ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶନିବାର ଜିଲାରେ ୬୪ ନୂତନ ସଂକ୍ରମିତ ଚିହ୍ନଟ ହେବା ପରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୯୭ରେ ପହଞ୍ଚିଛି। ଏଯାବତ୍‌ ଜିଲାରେ ୩ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ୩୮୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଅବଶିଷ୍ଟ ୨୦୫ ଜଣ ଜିଲାର ବିଭିନ୍ନ କୋଭିଡ଼ -୧୯ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।
ରାଜ୍ୟରେ ଏଯାବତ୍‌ ମୋଟ ୨୭୮୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହି ତାଲିକାର ପ୍ରଥମ ସ୍ଥାନରେ ଗଞ୍ଜାମ (୫୯୭) ରହିଛି। ଯାଜପୁର ଦ୍ୱିତୀୟ (୩୧୨ )ରହିଛି । କରୋନା ମୁକାବିଲା ଲାଗି ରାଜ୍ୟର ୧୧ଟି ଜିଲା ଯଥା ଗଞ୍ଜାମ, ପୁରୀ, ନୟାଗଡ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ ବଲାଙ୍ଗୀରରେ ଶନିବାର ଓ ରବିବାର ୨ ଦିନିଆ ଶଟ୍‌ଡାଉନ କାଯ୍ୟକାରୀ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri