ଗଞ୍ଜାମରେ ବିସ୍ଫୋରକ ସ୍ଥିତି: ସଙ୍ଗରୋଧ କେନ୍ଦ୍ରରେ ମୃତ୍ୟୁ ଘଟଣାର ତଦନ୍ତ, ମୃତକଙ୍କ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି

ବ୍ରହ୍ମପୁର ଅଫିସ,୧୧।୫: ଗଞ୍ଜାମ ଜିଲାରେ ସୁରଟ ଫେରନ୍ତା ପ୍ରବାସୀ ଓଡ଼ିଆଙ୍କ ପାଇଁ କରୋନା ସଂକ୍ରମଣ ଏବେ ବିସ୍ଫୋରକ ସ୍ଥିତି ସୃଷ୍ଟି କରିଛି। ଦିନକୁ ଦିନ ଜିଲାର ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି । ଗତ ୯ ଦିନରେ ଅର୍ଥାତ ୧୧ତାରିଖ ମଧ୍ୟାନ୍ନ ସୁଦ୍ଧା ମିଳିଥିବା ସରକାରୀ ତଥ୍ୟ ଅନୁସାରେ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୭ରେ ପହଞ୍ଚିଛି। ଅନ୍ୟପଟେ ଗଞ୍ଜାମ ଜିଲା ପୋଲସରା ବ୍ଲକ ଢୁଙ୍କାପଡାସ୍ଥିତ ସରକାରୀ ସଙ୍ଗରୋଧ କକ୍ଷରେ ଜଣେ ସୁରଟ ଫେରନ୍ତାଙ୍କ ମୃତ୍ୟୁ ଘଟଣାର ତଦନ୍ତ କରିବା ନେଇ ଭାରତୀୟ ବିକାଶ ପରିଷଦର ସଭାପତି ସୁରେନ୍ଦ୍ର ପାଣିଗ୍ରାହୀ ଦାବି କରିଛନ୍ତି । ଉକ୍ତ ବ୍ୟକ୍ତିଙ୍କର କାହିଁକି ଓ କେଉଁ ପରିସ୍ଥିତିରେ ମୃତ୍ୟୁ ଘଟିଲା ସେ ଦିଗରେ ନିରପେକ୍ଷ ତଦନ୍ତ ହେବା ଆବଶ୍ୟକ ବୋଲି ସେ କହିଛନ୍ତି । ସେହିପରି ମୃତକଙ୍କ ପରିବାରବର୍ଗଙ୍କୁ ସରକାର ୨୦ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରିବାକୁ ସେ ପାଣିଗ୍ରାହୀ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri