ଗଞ୍ଜାମରେ ବେକାବୁ କରୋନା: ଆକ୍ରାନ୍ତଙ୍କ ସଂଖ୍ୟା ୧୫୦ ଟପିଲା

ଭୁବନେଶ୍ୱର,୧୧।୫(ବ୍ୟୁରୋ)-ସାରା ରାଜ୍ୟରେ ଦିନକୁଦିନ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ କିଛିଦିନ ମଧ୍ୟରେ ଗଞ୍ଜାମ ଜିଲାରେ ଅଧିକାଂଶ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତ ଅଧିକାଂଶ ସୁରଟ ଫେରନ୍ତା ହୋଇଥିବାବେଳେ ସେଥିମଧ୍ୟରୁ ଜଣଙ୍କର ମୃତ୍ୟୁ ଘଟିଛି। ସୋମବାର ସା ସୁଦ୍ଧା ଜିଲାରେ ଆକ୍ରାନ୍ତ ୧୫୪କୁ ଛୁଇଁଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୧୪ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତି ଉପରେ ପ୍ରଶ୍ନ ଉଠାଇଲେ ଭୋଗଲେ

ନୂଆଦିଲ୍ଲୀ,୩୧।୭: ଆଗାମୀ ଦୁଲୀପ ଟ୍ରଫି 2026-27 ଘରୋଇ ସିଜିନ ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତ କରି ପୂର୍ବ ଜୋନ ଚୟନକର୍ତ୍ତାମାନେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି।…

odisha floods: ପାଣି ଘେରରେ କେନ୍ଦ୍ରାପଡ଼ାର ୭ ବ୍ଲକ

କେନ୍ଦ୍ରାପଡ଼ା,୩୧।୭: କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆର ଆୟର ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ଜିଲାର ୭ଟି ବ୍ଲକ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଥିବା ଜିଲାପାଳ ଗଣମାଧ୍ୟମ…

ଆସନ୍ତାକାଲି ଖୋଲିବ ଭିତରକନିକା, ଭ୍ରମଣର ମଜା ନେଇପାରିବେ ପର୍ଯ୍ୟଟକ

କେନ୍ଦ୍ରାପଡ଼ା,୩୧ା୭: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅର୍ଥାତ୍‌ ଶନିବାର ଖୋଲିବ କେନ୍ଦ୍ରାପଡ଼ା ଜିଲାର ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ। ପ୍ରକୃତିପ୍ରେମୀ ତଥା ପର୍ଯ୍ୟଟକମାନେ ପୁଣି ଥରେ…

ଟ୍ରେନ୍‌ରେ ଅଧିକ ସାମଗ୍ରୀ ନେବା ହେଲା ସହଜ! କନ୍‌ଫର୍ମ ଟିକେଟ୍‌ରେ ଆରମ୍ଭ ହେଲା ଅନ୍‌ଲାଇନ୍ ଲଗେଜ୍ ବୁକିଂ

ନୂଆଦିଲ୍ଲୀ,୩୧।୭: ଭାରତୀୟ ରେଳ ୩୧ ଜୁଲାଇରୁ କନ୍‌ଫର୍ମ ଟ୍ରେନ୍ ଟିକେଟ୍ ଥିବା ଯାତ୍ରୀଙ୍କ ପାଇଁ ବ୍ୟକ୍ତିଗତ ଜିନିଷପତ୍ର (ପର୍ସନାଲ ଲଗେଜ୍)ର ଅନ୍‌ଲାଇନ୍ ବୁକିଂ ଆରମ୍ଭ କରିବାକୁ ଯାଉଛି।…

ବଡ଼ ଘୋଷଣା କଲେ ଅଭିଜିତ ଦୀପକେ! ରାଜନୀତିକୁ ଆସିବା ନେଇ… ପଡିଗଲା ଚହଳ

ନୂଆଦିଲ୍ଲୀ,୩୧।୭: ‘କକ୍ରୋଚ ଜନତା ପାର୍ଟି’ (CJP) ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏକ ସାକ୍ଷାତକାରରେ ନିଟ (NEET) ପ୍ରଶ୍ନପତ୍ରଲିକ ସଂଶୋଧନ ବିଲ, ଛାତ୍ର ଆନ୍ଦୋଳନ ଏବଂ ସରକାରଙ୍କ…

‘ଭଞ୍ଜ ସାହିତ୍ୟର ସୃଜନଶୀଳତାକୁ ନେଇ ଚିନ୍ତନର ଆବଶ୍ୟକତା ରହିଛି’

ଭଞ୍ଜନଗର,୩୧ା୭(ବାବୁଲା ପ୍ରଧାନ): ଓଡ଼ିଆ ସାହିତ୍ୟ ଜଗତର ଅମର ସ୍ରଷ୍ଟା କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ସାହିତ୍ୟ ଓ ସୃଜନଶୀଳତାକୁ ନେଇ ଗଭୀର ଆଲୋଚନା ଓ ଚିନ୍ତନର ଆବଶ୍ୟକତା ରହିଛି।…

Odisha Floods: ଆଉ ୧୨ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୩୧।୭ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ସାଙ୍ଗକୁ ଜଳସ୍ତର ମଧ୍ୟ ବଢ଼ିବାରେ ଲାଗିଛି। ଫଳରେ ଶୁକ୍ରବାର ଜଳଭଣ୍ଡାରରୁ ପୁଣିଥରେ ଦୁଇଟି ପର୍ଯ୍ୟାୟରେ…

‘ଆମ ପାଖରେ ଧୋନି ନାହାଁନ୍ତି,’ ଇଂଲଣ୍ଡ ପ୍ରଶିକ୍ଷକ ହେବା ପରେ ଷ୍ଟିଫେନ ଫ୍ଲେମିଂଙ୍କୁ ‘ଚେତାବନୀ’ ମିଳିଛି

ନୂଆଦିଲ୍ଲୀ,୩୧।୭: ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ ସହିତ ଦୀର୍ଘ ସମୟ ଧରି କାର୍ଯ୍ୟ କରିଥିବା ଷ୍ଟିଫେନ ଫ୍ଲେମିଂଙ୍କୁ ଏବେ ଇଂଲଣ୍ଡ ଟେଷ୍ଟ ଦଳର ପ୍ରଶିକ୍ଷକ ନିଯୁକ୍ତ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri