ଗଞ୍ଜାମରେ ୧୨ କରୋନା ଯୋଦ୍ଧାଙ୍କ ସମେତ ୪୨ ପଜିଟିଭ୍‌ : ଆକ୍ରାନ୍ତଙ୍କ ସଂଖ୍ୟା ୭୯୭କୁ ବୃଦ୍ଧି

ଛତ୍ରପୁର,୧୯।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଶୁକ୍ରବାର ୪୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୯୭କୁ ବୃଦ୍ଧି ପାଇଛି। ୪୨ ଆକ୍ରାନ୍ତଙ୍କ ମଧ୍ୟରେ ୧୨ ଜଣ କରୋନା ଯୋଦ୍ଧା ଅଛନ୍ତି। ୩ ଆକ୍ରାନ୍ତ କର୍ଣ୍ଣାଟକ, ସୁରଟ ଓ ଚେନ୍ନାଇ ଫେରନ୍ତା। ତେବେ ଅନ୍ୟ ୨୭ ଜଣ ଚିହ୍ନଟ ହୋଇଥିବା ପଜିଟିଭମାନଙ୍କ ସଂସ୍ପର୍ଶରେ ଆସି ଆକ୍ରାନ୍ତ ହୋଇଛନ୍ତି। ଏ ସମ୍ପର୍କରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ୍‌ କରି ସୂଚନା ଦେଇଛନ୍ତି।
ସୂଚନା ଯୋଗ୍ୟ, ମୋଟ ଆକ୍ରାନ୍ତ ୭୯୭ଙ୍କ ମଧ୍ୟରୁ ୬୩୬ ସୁସ୍ଥ ହୋଇଥିବାବେଳେ ୬ ଜଣଙ୍କ ମୃତ୍ୟୁ ଘଟିଛି। ୧୬୧ ଜଣ କରୋନା ଆକ୍ରାନ୍ତଙ୍କ କୋଭିଡ ହସ୍ପିଟାଲରେ ଚିକିତ୍ସା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

୨ ରାଜ୍ୟରେ ଭୋଟ ଦେବେ ସୀମାନ୍ତବାସୀ

ନନ୍ଦପୁର,୨୦ା୪(ଶଙ୍କର ପୂଜାରୀ)ଆନ୍ଧ୍ର ଓ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁବିଧା ପାଇଛୁ। ଆଧାର, ରାଶନ, କୁଲି ଓ ଭୋଟରକାର୍ଡ ପାଇଛୁ। ଉଭୟ ରାଜ୍ୟରୁ ଭତ୍ତା, ଚାଉଳ, କୁଲିକାମ,...

ଭୁଶୁଡିଯିବ ବୈତରଣୀ ସେତୁ

ରାମଚନ୍ଦ୍ରପୁର,୨୦।୪(ଗଣେଶ୍ୱର ସା)କେନ୍ଦୁଝର ଜିଲା ଘସିପୁରା ବ୍ଲକ୍‌ ଅନ୍ତର୍ଗତ ବାତୋଠା ଆମ୍ବୋକୁ ସଂଯୋଗୀକରଣ ହେଉଥିବା ବୈତରଣୀ ନଦୀର ସେତୁ ନିକଟରୁ ବେଧଡ଼କ ବାଲି ଚୋରାଚାଲାଣ ହେଉଛି। ସେହିପରି...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ଖରାରେ ଖଟୁଛନ୍ତି ଶ୍ରମିକ

ବାରିପଦା,୨୦ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ପ୍ରଚଣ୍ଡ ରୌଦ୍ରତାପକୁ ନେଇ ନିଦ୍ଦିଷ୍ଟ ସମୟ ମଧ୍ୟରେ ଶ୍ରମିକମାନେ କାର୍ଯ୍ୟ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଥିବା ବେଳେ ମୟୂରଭଞ୍ଜ ଜିଲାରରେ...

ଗଞ୍ଜାମ ଜିଲାରେ ମହିଳାଙ୍କୁ ପ୍ରାର୍ଥୀ କରିନି ଭାଜପା

ବ୍ରହ୍ମପୁର,୨୦ା୪(ନରସିଂହ ସାହୁ)ମହିଳା ଭୋଟରଙ୍କୁ ନଜରରେ ରଖି ଭାଜପାର ନିର୍ବାଚନୀ ଇସ୍ତାହାରରେ ନାରୀ ଶକ୍ତି ବନ୍ଧନକୁ ଗୁରୁତ୍ୱ ଦିଆଯାଇଛି। ତେବେ ଗଞ୍ଜାମ ଜିଲାର ୧୩ ବିଧାନସଭା ନିର୍ବାଚନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri