ଗଞ୍ଜାମ-କନ୍ଧମାଳ ସୀମାରେ ସୁରକ୍ଷା କଡ଼ାକଡ଼ି: ପାସ୍‌ ଦେଖାଇଲେ ଗଡ଼ିବ ଭାରିଯାନ

ଦାରିଙ୍ଗବାଡ଼ି,୧୧।୫(ଡି.ଏନ.ଏ)-କରୋନା ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ କନ୍ଧମାଳ-ଗଞ୍ଜାମ ସୀମାକୁ ପୂର୍ବରୁ ସିଲ କରି ଦିଆଯାଇଛି। ତେବେ ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ପରେ କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ସୋମବାର ସୀମାନ୍ତରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ସେହିପରି ପ୍ରଶାସନ ଦେଇଥିବା ପାସ ଦେଖାଇଲେ ଭାରିଯାନ ସହ ଲୋକେ ଯାତାୟାତ କରିପାରିବେ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ଅଭିଯାନ-୨୦୨୬: ଜିଲା ପ୍ରଶିକ୍ଷଣ ବର୍ଗରେ ଯୋଗଦେଲେ ମନ୍ତ୍ରୀ

ଦାରିଙ୍ଗବାଡି, ୨୭।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ରାଣୀଦୁର୍ଗା ରେସିଡେନ୍ସୀ ପରିସର ମଧ୍ୟରେ ଭାଜପା ପକ୍ଷରୁ ୨ ଦିନିଆ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ଅଭିଯାନ -୨୦୨୬…

ସିମନବାଡିରେ କ୍ରିକେଟ ଟୁର୍ନାମେଣ୍ଟର ଶୁଭାରମ୍ଭ: ଭାଇଚାରା ପାଇଁ…

ଦାରିଙ୍ଗବାଡି,୨୭।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପାଟ୍ଟଖଣ୍ଡା ଖେଳ ପଡିଆଠାରେ ବ୍ଲକସ୍ତରୀୟ କ୍ରିକେଟ ଟୁର୍ନାମେଣ୍ଟ ଉଦଘାଟିତ ହୋଇଯାଇଛି। ଏହାକୁ ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀ…

କଂଗ୍ରେସର ବଡ଼ ନିଷ୍ପତ୍ତି: ୧୭ କର୍ମୀଙ୍କ ନିଲମ୍ବନ ପ୍ରତ୍ୟାହାର, ଚିଠି ଲେଖିଲେ ରାଜ୍ୟ ସଭାପତି

ଦାରିଙ୍ଗବାଡି, ୨୬।୫ (ଅରୁଣ ସାହୁ): କନ୍ଧମାଳ ଜିଲା ପ୍ରଦେଶ କଂଗ୍ରେସ କମିଟିର ଜିଲ୍ଲା ସଭାପତି ଚନ୍ଦ୍ରଶେଖର ପରିଡା ଗତ କିଛି ଦିନ ପୁର୍ବରୁ ଦାରିଙ୍ଗବାଡି ଏବଂ ରାଇକିଆ…

ମହୁମାଛି ଆକ୍ରମଣରେ ଚାଲିଗଲା ଯୁବକଙ୍କ ଜୀବନ

ବାଲିଗୁଡ଼ା,୨୬।୫: କନ୍ଦମାଳ ଜିଲା ଖଜୁରିନାଳ ସାହିରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ମହୁମାଛି ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଯୁବକଙ୍କ…

ଆଉ ପାଦେ ଆଗକୁ ବଢିଲା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ର: ଏଣିକି ପର୍ଯ୍ୟଟଙ୍କୁ ମିଳିବ…

ଦାରିଙ୍ଗବାଡି, ୨୫।୫ (ଅରୁଣ ସାହୁ):ଓଡିଶାର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲା ଦାରିଙ୍ଗବାଡି। ରାଜ୍ୟ ପର୍ଯ୍ୟଟନ ବିଭାଗର ମାନଚିତ୍ରରେ ରହିଥିବା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ରକୁ ରାଜ୍ୟ ସରକାର…

ଏମିତି କାମ କରି ପ୍ରଶଂସା ସାଉଁଟିଲେ ବସନ୍ତ: ଜିଲାପାଳଙ୍କ ଅଭିଯୋଗ ଶୁଣାଣିବେଳେ…

ଦାରିଙ୍ଗବାଡି, ୨୫।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସରରେ ସୋମବାର ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଚାଲିଥିବାବେଳେ ଦେଖିବାକୁ ମିଳିଛି ଏକ ନିଆରା ଘଟଣା। ଲୋକଙ୍କ…

ମିଳିତ ଜନଅଭିଯାଗ ଶୁଣାଣି: ପ୍ରଚଣ୍ଡ ଖରାକୁ ଖାତିର ନ କରି ବ୍ଲକ କାର୍ଯ୍ୟାଳୟରେ ପହଞ୍ଚିଲେ ଶତାଧିକ ଲୋକ

ଦାରିଙ୍ଗବାଡ଼ି,୨୫ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଏବଂ ଏସ୍‌ପି ହରିଶ ବିଶିଙ୍କ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri