ଗଞ୍ଜାମ ଜିଲାପରିଷଦ ବୈଠକ: ଫସଲ କ୍ଷତି ନେଇ ବୀମା କମ୍ପାନୀଙ୍କୁ ନୋଟିସ

ଛତ୍ରପୁର,୧୬।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲାପରିଷଦ ବୈଠକ ଶୁକ୍ରବାର ଛତ୍ରପୁର ସ୍ଥିତ ଜିଲାପରିଷଦ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଅଧ୍ୟକ୍ଷା ସୋନମ ପଲେଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଚାଷୀଙ୍କୁ ଫସଲ ବୀମା ସହାୟତା ମିଳୁ ନ ଥିବା ନେଇ ବିଧାୟକ, ଜିଲାପରିଷଦ ସଭ୍ୟମାନେ ଉଦ୍‌ବେଗ ପ୍ରକାଶ କରିଥିଲେ।
ଗତବର୍ଷ ଜିଲାର ୧ ଲକ୍ଷ ୪୬ ହଜାର ଚାଷୀ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ପ୍ରିମିୟମ ଦେଇ ବୀମାଭୁକ୍ତ ହୋଇଥିଲେ। ସେଥିରୁ ୩୭ ହଜାର ଚାଷୀଙ୍କୁ ବୀମା ସହାୟତା ମିଳିଛି। ତିତ୍‌ଲିରେ ବହୁ ଚାଷୀଙ୍କ ଫସଲ କ୍ଷତି ହୋଇଥିଲା। ବୀମା କମ୍ପାନୀ ରୟାଲ ସୁନ୍ଦରମକୁ ସିଆର୍‌ପିସିର ନୋଟିସ ଦିଆଯାଇଥିବା ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏହି ସୂଚନା ଦେଇଛନ୍ତି। ଏହା ସହ ବୈଠକରେ ସ୍ବାସ୍ଥ୍ୟ, ଶିକ୍ଷା, ଜଳସେଚନ ଉପରେ ଆଲୋଚନା ହୋଇଥିଲା।
ଏଥିରେ ଜଙ୍ଗଲ ଓ ପରିବେଶ ବିଭାଗର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଜିଲାପରିଷଦ ଉପାଧ୍ୟକ୍ଷା ସ୍ନେହଲତା ପଣ୍ଡା, ଜିଲା ଯୋଜନା କମିଟି ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ, ଡିଆରଡିଏ ପିଡି ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ ୫୦ ଲକ୍ଷ ଟଙ୍କା ଦେଲେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ଜାଣନ୍ତୁ କିଏ ଦେଲା ମହଙ୍ଗା କାର୍‌…

ପାଟ୍‌ନା,୨୨ା୨: ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ୧୯ ବର୍ଷରୁ କମ୍‌ କ୍ରିକେଟ୍‌ ବିଶ୍ୱକପ -୨୦୨୬ ଜିତିଥିବା ଭାରତୀୟ ଦଳରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ବିହାରକୁ ଗର୍ବିତ କରିଥିବା ବୈଭବ…

ତାରିକ ରହମାନ ଆସିବା ପରେ ସୁଧୁରୁଛି ସମ୍ପର୍କ.., ବାଂଲାଦେଶ ପୁଣି ଭାରତ ପାଇଁ ଆରମ୍ଭ କରିବ ଏହି ସେବା, ତାରିଖ ଆସିଲା ସାମ୍ନାକୁ!

ନୂଆଦିଲ୍ଲୀ/ଢାକା,୨୨।୨: ନୂତନ ସରକାର ଗଠନ ହେବା ସହିତ, ବାଂଲାଦେଶ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ଦିଗରେ ଏକ ବଡ଼ ପଦକ୍ଷେପ ନେଇଛି। ବାଂଲାଦେଶ ବୈଦେଶିକ ମନ୍ତ୍ରଣାଳୟର…

T20 ବିଶ୍ୱକପରେ ଆଉ ଖେଳିବେନି ଏହି ୭ କିମ୍ବଦନ୍ତୀ, ନାମ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୨୨।୨: ୨୦୨୬ ଟି୨୦ ବିଶ୍ୱକପ ଧୀରେ ଧୀରେ ଶେଷ ହେବାକୁ ଯାଉଛି। ଟୁର୍ଣ୍ଣାମେଣ୍ଟର ସୁପର ୮ ରାଉଣ୍ଡ ଆରମ୍ଭ ହୋଇସାରିଛି। ଏହି ସମୟରେ, ଆମେ ୭ ଷ୍ଟାର…

ପଣ୍ଡିତଙ୍କ ବେଦମନ୍ତ୍ରରେ କମ୍ପିଲା ସହର, ମା’ ସାତ ଭଉଣୀଙ୍କ…

ଗଞ୍ଜାମ,୨୨ା୨(ବିଦ୍ୟାଧର ସାହୁ): ଗଞ୍ଜାମ ସହର କୈବର୍ତ୍ତ ସାହିଠାରେ ଥିବା ମା’ ସାତ ଭଉଣୀଙ୍କ ବିଗ୍ରହ ପ୍ରତିଷ୍ଠା ଉତ୍ସବ ରବିବାର ଅନୁଷ୍ଠିତ ହୋଇଛି। ପ୍ରାତଃରେ ଋଷୁକୂଲ୍ୟା ନଦୀ ଘାଟରୁ…

Video: ରାଜସ୍ଥାନରେ ଘୋଡ଼ା ଉପରେ ବ୍ଲିଙ୍କିଟ ଡେଲିଭରି! ବୃଦ୍ଧ ଡେଲିଭରି ବୟଙ୍କ ଭିଡିଓ ଭାଇରାଲ, ଲୋକେ କହିଲେ ଏଠି ଯୁବକଙ୍କୁ ମିଳୁନି…

ଜୟପୁର,୨୨।୨: ରାଜସ୍ଥାନରେ, ଯେଉଁଠାରେ ଘୋଡ଼ା ଏବଂ ଓଟଙ୍କୁ ପରମ୍ପରା, ଗର୍ବ ଏବଂ ବୀରତ୍ୱର ପ୍ରତୀକ ଭାବରେ ବିବେଚନା କରାଯାଏ, ସେଠାରେ ଏକ ଭିଡ଼ିଓ ସାମ୍ନାକୁ ଆସିଛି ଯାହା…

ବର୍ଷା ଯୋଗୁ ମ୍ୟାଚ ଧୋଇଗଲେ ଏହି ନିମୟମରେ ହେବ ସେମିଫାଇନାଲର ନିଷ୍ପତ୍ତି, ବୁଝନ୍ତୁ ଏହି ଗଣିତ

ନୂଆଦିଲ୍ଲୀ,୨୨।୨: ୨୦୨୬ ଟି୨୦ ବିଶ୍ୱକପ ସୁପର ୮ ପର୍ଯ୍ୟାୟରେ ବର୍ଷା ବିପର୍ଯ୍ୟୟ ସୃଷ୍ଟି କରୁଛି। ଗତ ଶନିବାର (୨୧ ଫେବୃଆରୀ) ପାକିସ୍ତାନ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଅନୁଷ୍ଠିତ…

‘କଂଗ୍ରେସ ପ୍ରଥମରୁ ଉଲଗ୍ନ,’ କାହିଁକି କଂଗ୍ରେସ ନେତାଙ୍କୁ ଏମିତି ସମାଲୋଚନା କଲେ ମୋଦି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୨।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ରାଜଧାନୀ ଦିଲ୍ଲୀରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମ୍ମିଳନୀରେ ଭାରତୀୟ ଯୁବ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନକୁ ନେଇ କଂଗ୍ରେସ ଦଳ…

ବେଆଇନ ଭାବରେ ଅନ୍‌ଲୋଡିଂ ହେଉଥିଲା ଶହଶହ ଜିଞ୍ଜର ବୋତଲ, ମାଡ଼ିବସିଲା ଅବକାରୀ ବିଭାଗ

ବାଲେଶ୍ୱର,୨୨ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଭ୍ରାମ୍ୟମାଣ ଅବକାରୀ ୟୁନିଟ୍‌ ପକ୍ଷରୁ ରବିବାର ଚଢ଼ାଉ କରାଯାଇଛି। ସୋର ଥାନା ଅନ୍ତର୍ଗତ ଦୟାନିଧିପୁର ନିକଟ ଖେଳପଡ଼ିଆରେ ବେଆଇନ ଭାବେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri