ଗଞ୍ଜାମ ଜିଲାପାଳଙ୍କ କଡ଼ା ଆଭିମୁଖ୍ୟ: ଏଣିକି ମାସ୍କ ନ ପିନ୍ଧିଲେ ମିଳିବ ନାହିଁ ଅତ୍ୟାବଶ୍ୟକୀୟ ସାମଗ୍ରୀ

ଛତ୍ରପୁର, ୯।୪(ଡି.ଏନ୍‌.ଏ.)- କରୋନା ମୁକାବିଲା ଦିଗରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏଣିକି ମାସ୍କ ନ ପିନ୍ଧିଥିଲେ ରାସନ, ପନିପରିବା ଏପରିକି ଔଷଧ ମିଳିବନି ବୋଲି ଜିଲାପାଳ ଗୁରୁବାର କହିଛନ୍ତି। ପୂର୍ବରୁ ମାସ୍କ ନ ପିନ୍ଧିଲେ ସହରାଞ୍ଚଳରେ ୧ ହଜାର ଟଙ୍କା ଓ ଗ୍ରାମାଞ୍ଚଳରେ ୫୦୦ ଟଙ୍କା ଜରିମାନା ଆଦାୟ ପାଇଁ ସେ ନିର୍ଦ୍ଦେଶନାମା ଜାରି କରିଥିଲେ। ଏହାପରଠାରୁ ବିଭିନ୍ନ ଖିଲାପକାରୀଙ୍କଠାରୁ ଜରିମାନା ଆଦାୟ କରାଯାଉଥିବା ବେଳେ ଆହୁରି କଠୋର ପଦକ୍ଷେପ ସ୍ବରୂପ ମାସ୍କ ନ ପିନ୍ଧିଲେ କୌଣସି ଅତ୍ୟାବଶ୍ୟକ ସାମଗ୍ରୀ ମିଳିବ ନାହିଁି ବୋଲି ଗୁରୁବାର ଏକ ଭିଡିଓ ଜରିଆରେ ଜ଼ିଲାପାଳ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରରେ ଅବକାରୀ ଗୁଇନ୍ଦା ବିଭାଗକୁ ବଡ଼ ସଫଳତା, ଏକ କୋଟିର ଗଞ୍ଜେଇ ଜବତ

​ସମ୍ବଲପୁର,୮।୯(ପ୍ରମୋଦ ବହିଦାର): ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗକୁ ଏକ ବଡ଼ ଧରଣର ସଫଳତା ମିଳିଛି । ସମ୍ବଲପୁର ଶାସନ ସ୍ଥିତ ଟୋଲଗେଟ୍ ନିକଟରେ ଚଢ଼ାଉ…

୯ ଯୁବ IASଙ୍କୁ ମିଳିଲା ନୂଆ ଦାୟିତ୍ୱ: ଏହି ସବୁ ସ୍ଥାନରେ ଉପଜିଲାପାଳ ଭାବେ ହେଲେ ନିଯୁକ୍ତ

ଭୁବନେଶ୍ୱର, ୮।୯: ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ନିଯୁକ୍ତି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। IAS ଅନିମେଶ ପ୍ରଧାନଙ୍କୁ…

Gen-Zଙ୍କୁ ବଡ଼ ବାର୍ତ୍ତା ଦେଲେ ମୋଦି

ଭଦୋଦରା,୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଗୁଜରାଟର ଭଦୋଦରାରେ ପହଞ୍ଚିଥିଲେ। ସେଠାରେ ସେ ଗୁଜରାଟ ଏବଂ ମଧ୍ୟପ୍ରଦେଶ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ବିକାଶମୂଳକ ପ୍ରକଳ୍ପର ଉଦଘାଟନ…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ୩୭୫ କେଜି ଜବତ କଲା ଅଡବା ପୋଲିସ

ମୋହନା,୮।୯( ମନ୍ମଥ ମିଶ୍ର ): ଅଡବା ପୋଲିସକୁ ପୁଣି ସଫଳତା ମିଳିଛି । ଜଙ୍ଗଲରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । ଅଡବା ପୋଲିସର ପାଟ୍ରୋଲିଂ…

ଚୁଗୁଲି କରି ଲକ୍ଷ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି ୬୭ ବର୍ଷୀୟା ମହିଳା: କରିସାରିଲେଣି ୨ ଘର, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ପଡ଼ୋଶୀଙ୍କ ଘରର ଖବର ରଖିବା କିମ୍ବା ଗାଁ-ସାହିରେ ଚୁଗୁଲି କରିବାକୁ ସାଧାରଣତଃ ସମୟ ନଷ୍ଟ ବୋଲି କୁହାଯାଏ। କିନ୍ତୁ କଲମ୍ବିଆର ଜଣେ ୬୭ ବର୍ଷୀୟ ବୃଦ୍ଧା ଏହି…

ଘରୁ ଆସୁଥିଲା ଦୁର୍ଗନ୍ଧ ଯାଇଁ ଦେଖିଲା ବେଳକୁ ପଡ଼ିଛି….

ବେଲପାହାଡ଼, ୮/୯ (ସୁବାସ ପ୍ରଧାନ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ମହିଜୋର ଅଞ୍ଚଳର ଏକ ଘର ଭିତରୁ ମଙ୍ଗଳବାର ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ସ୍କୁଲରେ ଚାଞ୍ଚଲ୍ୟ; ପାଇଖାନାରୁ ମିଳିଲା ସପ୍ତମ ଶ୍ରେଣୀ ଛାତ୍ରଙ୍କ ମୃତଦେହ

ଲକ୍ଷ୍ନୌ,୮।୯: ଉତ୍ତରପ୍ରଦେଶର ମବାନା ଅଞ୍ଚଳର ଏକ ଘରୋଇ ସ୍କୁଲରେ ଘଟିଛି ଦୁଃଖଦ ଘଟଣା। ସପ୍ତମ ଶ୍ରେଣୀର ୧୩ ବର୍ଷୀୟ ଛାତ୍ର କୁନାଲ ଶର୍ମାଙ୍କ ସନ୍ଦେହଜନକ ପରିସ୍ଥିତିରେ ମୃତ୍ୟୁ…

RBIର ବଡ଼ ଘୋଷଣା: UPI ଓ QR କୋଡ ବ୍ୟବହାରକାରୀ ସାବଧାନ! ୧୫ ସେପ୍ଟେମ୍ବରରୁ ବ୍ଲକ ହୋଇଯିବ ଆକାଉଣ୍ଟ

ନୂଆଦିଲ୍ଲୀ: ଯଦି ଆପଣ ଜଣେ ଛୋଟ ବ୍ୟବସାୟୀ ଏବଂ ଦୋକାନରେ QR କୋଡ କିମ୍ବା UPI ମାଧ୍ୟମରେ ପେମେଣ୍ଟ ଗ୍ରହଣ କରୁଛନ୍ତି, ତେବେ ଏହି ଖବର ଆପଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri