ଗଞ୍ଜାମ ଜିଲାରେ ଆଉ ୧୨ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୩୭ରେ ପହଞ୍ଚିଲା

ଗଞ୍ଜାମ,୧୧ା୫(ଡି.ଏନ୍‌.ଏ.): ସୋମବାର ଗଞ୍ଜାମରୁ ପୁଣି ୧୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ୧୩୭ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସରକାରୀ ତଥ୍ୟ ଅନୁସାରେ, ଏବେ ରାଜ୍ୟରେ ଅନ୍ୟ ଜିଲାଗୁଡ଼ିକ ଅପେକ୍ଷା ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ରହିଛି। ସେହିପରି ଆକ୍ରାନ୍ତଙ୍କ ସଂଖ୍ୟା ଆହୁରି ବଢ଼ିପାରେ ବୋଲି ଆକଳନ କରାଯାଉଛି। ଗଞ୍ଜାମରେ ବର୍ତ୍ତମାନ ସୁଦ୍ଧା ୧୩୭ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୬ ଜଣ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଲ୍ଡି ମାନିଲେ

କାନାଡାରେ ଜୁନ୍‌ ୨୦୨୩ରେ ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ନେତା ହରଦୀପ ସିଂ ନିଜ୍ଜାରଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣା ପାଇଁ କାନାଡାର ତତ୍କାଳୀନ ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ଭାରତକୁ…

ଟ୍ରମ୍ପଙ୍କ ପୁଅଙ୍କୁ ନେଇ ଇରାନର ଭୟଙ୍କର ଧମକ, ୯୫ କୋଟି ପୁରସ୍କାର…

ୱାଶିଂଟନ୍,୨୫ା୮: ଆମେରିକା ଓ ଇରାନ ମଧ୍ୟରେ ତିକ୍ତତା ବଢ଼ିଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପରିବାରକୁ ନେଇ ଏକ ଚାଞ୍ଚଲ୍ୟକର ଦାବି ସାମ୍ନାକୁ ଆସିଛି । ରିପୋର୍ଟ…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଏହି ୪ ଔଷଧ ବିକ୍ରି ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୫ା୮: ଭାରତର ସର୍ବୋଚ୍ଚ ଔଷଧ ନିୟନ୍ତ୍ରକ ୪ଟି ଲୋକପ୍ରିୟ କେନ୍ଦ୍ରୀୟ ସ୍ନାୟୁ ପ୍ରଣାଳୀ (ସିଏନ୍‌ଏସ୍‌) ଔଷଧ ବିକ୍ରି ଉପରେ ନିୟନ୍ତ୍ରଣକୁ କଡ଼ାକଡ଼ି କରିଛନ୍ତି । ଏହି ଔଷଧଗୁଡ଼ିକୁ…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri