ବ୍ରହ୍ମପୁର ଅଫିସ,୮।୧: ବିଭିନ୍ନ ଟ୍ରେଡ୍ ୟୁନିୟନ ପକ୍ଷରୁ ବୁଧବାର ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ବୁଧବାର ଜିଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି। ଏ ସମ୍ପର୍କରେ ଜିଲା ଶିକ୍ଷା ଅଧିକାରୀ ଡ. ସନାତନ ପଣ୍ଡା ସୂଚନା ଦେଇଛନ୍ତି ା
ବ୍ରହ୍ମପୁର ଅଫିସ,୮।୧: ବିଭିନ୍ନ ଟ୍ରେଡ୍ ୟୁନିୟନ ପକ୍ଷରୁ ବୁଧବାର ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ବୁଧବାର ଜିଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି। ଏ ସମ୍ପର୍କରେ ଜିଲା ଶିକ୍ଷା ଅଧିକାରୀ ଡ. ସନାତନ ପଣ୍ଡା ସୂଚନା ଦେଇଛନ୍ତି ା
ଚାନ୍ଦବାଲି,୭।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଧାମରା ଅଞ୍ଚଳରେ ଏକ ମହାବଳ ବାଘ ବୁଲୁଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା...
ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧର୍ମ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୪ତାରିଖରୁ ଆରମ୍ଭ ହେବ। ୨୦୨୬ ଜାନୁୟାରୀ ୩ ଯାଏ ଏହି ମହୋତ୍ସବ...
ଭୁବନେଶ୍ୱର,୭ା୧୨(ସୁନିତ୍ ମିଶ୍ର): ରେଶମ ଶିଳ୍ପକୁ ଅଧିକ ସଶକ୍ତ ଏବଂ ସମ୍ପ୍ରସାରିତ କରିବା ଲାଗି ରାଜ୍ୟ ସରକାର ସ୍ଥିରକରି ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନା ଆରମ୍ଭ କରିବାକୁ...
ଭୁବନେଶ୍ୱର,୭ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ୩୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ (ଓଏଭି)ରେ ଓଡ଼ିଆ ଶିକ୍ଷକ ନିଯୁକ୍ତ ହେବେ। ସମସ୍ତ ଓଏଭିରେ ଜଣେ ଲେଖାଏ ଓଡ଼ିଆ ପ୍ରଶିକ୍ଷିତ ସ୍ନାତକ...
ଭୁବନେଶ୍ୱର,୭ା୧୨(ସୁନିତ୍ ମିଶ୍ର): ରାଜ୍ୟ ସରକାର ପ୍ରଥମେ ୫, ପରେ ୭ ଓ ୧୨ ଲକ୍ଷ ଟଙ୍କା ଅଙ୍ଗନଓ୍ୱାଡି କେନ୍ଦ୍ର ନିର୍ମାଣ ପ୍ରଥମେ ଦେଉଥିଲେ। ଏବେ ଅଙ୍ଗନଓ୍ୱାଡି...
ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...
ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...
ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...
