ଗଞ୍ଜାମ ଜିଲା: ୧୩୫ ଜଣଙ୍କ କୋଭିଡ -୧୯ ଟେଷ୍ଟ ରିପୋର୍ଟକୁ ଅପେକ୍ଷା, ୧୦୫ ନେଗେଟିଭ୍‌

ଛତ୍ରପୁର,୭ା୧(ଡି.ଏନ୍‌.ଏ.)- ବ୍ରହ୍ମପୁର ବଡମେଡିକାଲରେ କୋଭିଡ-୧୯ ସାମ୍ପୁଲ ସଂଗ୍ରହ କରାଯାଇ ଟେଷ୍ଟିଂ ପାଇଁ ଭୁବନେଶ୍ୱର ଆର୍‌ଏମ୍‌ଆର୍‌ସିକୁ ପଠାଯାଉଛି। ସୋମବାର ସନ୍ଧ୍ୟାସୁଦ୍ଧା ଗଞ୍ଜାମ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଗଣମାଧ୍ୟମକୁ ଦିଆଯାଇଥିବା ରିପୋର୍ଟ ଅନୁଯାୟୀ ୨୪୦ କରୋନା ସନ୍ଦିଗ୍ଧଙ୍କ ସ୍ବାବ୍‌ ବ୍ରହ୍ମପୁର ଏମ୍‌କେସିଜି ପକ୍ଷରୁ ସଂଗ୍ରହ କରାଯାଇ ଭୁବନେଶ୍ୱର ପଠାଯାଇଥିଲା। ସେଥିମଧ୍ୟରୁ ୧୦୫ଜଣଙ୍କ ରିପୋର୍ଟ ନେଗେଟିଭ ଆସିଛି, ଆହୁରି ୧୩୫ ରିପୋର୍ଟ ଆସିବାକୁ ବାକି ରହିଛି ବୋଲି ଜିଲା ସ୍ବାସ୍ଥ୍ୟ ବିଭାଗ କହିଛି। ଗଞ୍ଜାମ ଜିଲାକୁ ଦେଶ ବାହାରୁ ୭୬୧ ଜଣ ଫେରିଥିବା ବେଳେ ୩୭୪ ଜଣଙ୍କ ହୋମ କ୍ୱରାଣ୍ଟାଇନ ଅବଧି ସରିଛି। ଅନ୍ୟ ୩୮୭ ଜଣ ହୋମ କ୍ୱରାଣ୍ଟାଇନରେ ଅଛନ୍ତି। ସେହିପରି ୨୮ହଜାର ୯୮ଜଣ ରାଜ୍ୟ ବାହାରୁ ଫେରିଥିବାବେଳେ ୫ ହଜାର ୪୯୫ ଜଣଙ୍କ ହୋମ କ୍ୱାରାଣ୍ଟାଇନ ଅବଧି ସରିଥିବା ଗଞ୍ଜାମ ଡିଆର୍‌ଡିଏ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଡ୍‌ସକୁ ନେଇ ଭ୍ରାନ୍ତ ଧାରଣା ଦୂର ହେବା ଜରୁରୀ: କୁଇଜ ପ୍ରତିଯୋଗିତା ଆୟୋଜିତ

ବଲାଙ୍ଗୀର, ୨୫।୯ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସରକାରୀ ମହାବିଦ୍ୟାଳୟ ପରିସରରେ ଶୁକ୍ରବାର ଏଡ୍ସ ସଚେତନତା ଓ ସମ୍ବେଦନଶୀଳତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ଜିଲା ମୁଖ୍ୟ…

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

ନିଜ ନକ୍ଷତ୍ରରେ ଶନି କଲେ ପ୍ରବେଶ: ୩ ରାଶିଙ୍କ ପଲଟିଯିବ ଭାଗ୍ୟ, ବ୍ୟବସାୟରେ ବମ୍ପର ଲାଭ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ରାଶି ପରିବର୍ତ୍ତନଠାରୁ ଆରମ୍ଭ କରି ନକ୍ଷତ୍ର ଗୋଚରକୁ ମଧ୍ୟ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନାଯାଏ। ଶନିଙ୍କ ଗତିବିଧିର ପ୍ରଭାବ ୧୨ଟି ରାଶି ଉପରେ…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

ସଞ୍ଜୁଙ୍କୁ ଦେଖି ପାକିସ୍ତାନୀ ଫ୍ୟାନ୍‌ କହିଲେ ‘ଆଇ ଲଭ ୟୁ’: କଲେ ଏମିତି ଅନୁରୋଧ, ଶୁଣିକି ସମସ୍ତେ…ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୫।୯: ଜାପାନର ସାନୋ ସହରରେ ଖେଳାଯାଇଥିବା ଭାରତ-ଜାପାନ ଏକମାତ୍ର ଟି-୨୦ ମ୍ୟାଚ ପରେ ମୈଦାନ ବାହାରେ ଦେଖିବାକୁ ମିଳିଥିଲା ଏକ ମଜାଦାର ଦୃଶ୍ୟ। ଭାରତୀୟ ଷ୍ଟାର ବ୍ୟାଟର…

‘ଦୃଶ୍ୟମ ୩’କୁ ନେଇ ବଢୁଛି କ୍ରେଜ୍‌: ଓପନିଂ ଡେ’ରେ ୫୦ କୋଟି ଟାର୍ଗେଟ୍‌

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ସସ୍ପେନ୍ସ-ଥ୍ରିଲର୍‌ ଫ୍ରାଞ୍ଚାଇଜ ‘ଦୃଶ୍ୟମ’ର ତୃତୀୟ ଭାଗକୁ ନେଇ ଦର୍ଶକଙ୍କ ଉତ୍ସାହ ବଢ଼ିବାରେ ଲାଗିଛି। ଅଜୟ ଦେବଗନଙ୍କ ଅଭିନୀତ ‘ଦୃଶ୍ୟମ ୩’ ୨ ଅକ୍ଟୋବର…

ଟିମ ଇଣ୍ଡିଆରେ ବୈଭବଙ୍କୁ ସ୍ଥାନ ଦେବାକୁ ହେଲେ କାହାର କଟିବ ଟିକେଟ! ଏହି ୨ କ୍ରିକେଟର ନାଁ ନେଇ ସାଂଘାତିକ ବୟାନ ଦେଲେ…

ନୂଆଦିଲ୍ଲୀ,୨୫।୯: ଯୁବ ବ୍ୟାଟର୍‌ ବୈଭବ ସୂର୍ଯ୍ୟବଂଶୀଙ୍କୁ ଦୀର୍ଘ ସମୟ ପର୍ଯ୍ୟନ୍ତ ଭାରତୀୟ ଦଳର ପ୍ଲେଇଂ ଇଲେଭେନରୁ ବାହାରେ ରଖିବା ସହଜ ହେବ ନାହିଁ ବୋଲି ମତ ଦେଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?