ଗଞ୍ଜାମ ପ୍ରଶାସନର ଅଭିନବ ପଦକ୍ଷେପ: ମାନସିକ ଚାପଗ୍ରସ୍ତଙ୍କୁ ଫୋନ୍‌ରେ କାଉନ୍‌ସେଲିଂ କରୁଛନ୍ତି ୧୫ ମନସ୍ତତ୍ୱବିତ୍‌

ଛତ୍ରପୁର,୨୫।୪(ଡି.ଏନ୍‌.ଏ.): କରୋନା ନେଇ ସମଗ୍ର ରାଜ୍ୟରେ ଲକ୍‌ଡାଉନ୍‌ ଜାରିରହିଛି। ଏହିକ୍ରମରେ ଗଞ୍ଜାମ ଜ଼ିଲାରେ ଲକ୍‌ଡାଉନ ଯୋଗୁ ଅନେକଙ୍କୁ କରୋନା ଚିନ୍ତା ଘାରିଥିବା ବେଳେ ଆଉ କେତେକ ମାନସିକ ଚାପ ବା ଉଦାସରେ ରହୁଛନ୍ତି। ତେଣୁ ମାନସିକ ଚାପରେ ରହୁଥିବା ବ୍ୟକ୍ତିଙ୍କର କାଉନ୍‌ସେଲିଂ କରିବା ପାଇଁ ଗଞ୍ଜାମ ଡିଆର୍‌ଡିଏ କାର୍ଯ୍ୟାଳୟ ପକ୍ଷରୁ ୧୫ ଜଣ ମନସ୍ତତ୍ୱବିତ୍‌ଙ୍କ ବ୍ୟବସ୍ଥା କରାଯାଇଛି। ଫୋନ୍‌କରି ଏମାନଙ୍କଠାରୁ ଲୋକେ କାଉନ୍‌ସେଲିଂ ପାଉଛନ୍ତି। ଓଡ଼ିଆ, ହିନ୍ଦୀ, ଇଂରାଜୀ, ବଙ୍ଗଳା, ସମ୍ବଲପୁରୀ, ତେଲୁଗୁ, ମାଲାୟାଲମ ଭାଷାରେ ଲୋକଙ୍କୁ କାଉନ୍‌ସେଲିଂ କରାଯାଇଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ନାତକ ମହାବିଦ୍ୟାଳୟରେ ଇଲେକ୍ସନ ବଦଳରେ ସିଲେକ୍ସନ

ଗୁଡ଼ାରି, ୯।୧୦ (ପ୍ରମୋଦ କୁମାର ପତି): ଗୁଡ଼ାରି ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ଶୁକ୍ରବାର…

ବାଲିଯାତ୍ରାରେ ରକ୍ତପାତ: ଛୁରାମାଡ଼ରେ ଜଣେ ମୃତ, ଅନ୍ୟଜଣେ ଗୁରୁତର

କଲ୍ୟାଣସିଂହପୁର, ୯।୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିଖରପାଇ ବାଲିଯାତ୍ରାରେ ଘଟିଛି ଏକ ଅଭାବନୀୟ ଘଟଣା। ସାମାନ୍ୟ ବଚସାକୁ କେନ୍ଦ୍ର କରି…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ବଙ୍ଗୋପସାଗରରେ ୧୩ ତାରିଖ ବେଳକୁ ଲଘୁଚାପ!

ଭୁବନେଶ୍ୱର,୧୦।୯ ବଙ୍ଗୋପସାଗରରେ ଆସନ୍ତା ୧୩ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଥାଇଲ୍ୟାଣ୍ଡ ଉପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ

କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?