ଗଞ୍ଜାମ,୨୧।୩(ଡି.ଏନ୍.ଏ.): ଗଞ୍ଜାମ ବ୍ଲକ ଗୋଖରକୁଦା ଗ୍ରାମର କେତେଜଣ ବ୍ୟକ୍ତି ରୋଜଗାର ପାଇଁ କେରଳ ଯାଇଥିଲେ। ସେମାନଙ୍କ ମଧ୍ୟରୁ ୪ଜଣ ନିଜ ଗ୍ରାମକୁ ଫେରିଛନ୍ତି। ଏ ନେଇ ଗ୍ରାମରେ ଆତଙ୍କ ଖେଳିଯାଇଛି l ଖବର ପ୍ରଚାରିତ ହେବା ପରେ ଗଞ୍ଜାମ ବ୍ଲକ ବିଡିଓ ଜ୍ୟୋତି ଶଙ୍କର ରାୟ ଏହାର ସତ୍ୟାସତ୍ୟ ଜାଣିବା ପରେ ସେମାନଙ୍କ ଗ୍ରାମକୁ ଯାଇ ଘରୁ ନ ବାହାରିବାକୁ ସେମାନଙ୍କୁ ପରାମର୍ଶ ଦେଇଥିବା ଜଣାପଡିଛି। ଏ ନେଇ ବିଡିଓ ରାୟ କହିଛନ୍ତି, ଯଦି ସେମାନଙ୍କୁ କାଶ କିମ୍ବା ଜ୍ୱର ହୁଏ, ତେବେ ସ୍ବତନ୍ତ୍ର ଗାଡି ଯୋଗେ ବ୍ରହ୍ମପୁର ପଠାଯିବ ବୋଲି ସେ କହିଛନ୍ତି l
ଗଞ୍ଜାମ ବ୍ଲକରେ ୪ କେରଳ ଫେରନ୍ତା, ଘରୁ ନ ବାହାରିବାକୁ ବିଡିଓଙ୍କ ପରାମର୍ଶ
Posted inଆମ ଜିଲା ଖବର, କରୋନା ଭାଇରସ୍, ଗଞ୍ଜାମ View All
ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ
ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…
ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ
ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…
ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ
ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…
ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ
ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…
ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ
ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…
ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ
ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…
୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା
ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…
ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..
ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…
Archives

