ଗଞ୍ଜାମ ଯିବେ ବିଶେଷଜ୍ଞ ଟିମ୍‌: ପରଖିବେ ସ୍ଥିତି

ଭୁବନେଶ୍ୱର,୬।୫(ବ୍ୟୁରୋ): ଗଞ୍ଜାମ ଜିଲାରେ ୪ କରୋନା ପଜିଟିଭ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। କରୋନା ସ୍ଥିତି ଅନୁଧ୍ୟାନ ପାଇଁ ସ୍ବତନ୍ତ୍ର ସ୍ବାସ୍ଥ୍ୟ ବିଭାଗର ୨ ଜଣିଆ ଟିମ୍‌ ଗଞ୍ଜାମ ଯିବେ। ଏହି ଟିମ୍‌ ସର୍ଭେଲାନ୍ସ ଓ କଣ୍ଟେନମେଣ୍ଟ ଜୋନ୍‌ ତଦାରଖ କରିବେ ବୋଲି ଜଣାପଡ଼ିଛି। ତେବେ ଏହି ଟିମ୍‌ରେ ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ ବିଜୟ କୁମାର ପାଣିଗ୍ରାହୀ ଓ ଭୁବନେଶ୍ୱର ଆର୍‌ଏମ୍‌ଆର୍‌ସି ବୈଜ୍ଞାନିକ ଜୟସିଂ କ୍ଷେତ୍ରୀ ସାମିଲ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri