ଗଞ୍ଜାମ ଯିବେ ବିଶେଷଜ୍ଞ ଟିମ୍‌: ପରଖିବେ ସ୍ଥିତି

ଭୁବନେଶ୍ୱର,୬।୫(ବ୍ୟୁରୋ): ଗଞ୍ଜାମ ଜିଲାରେ ୪ କରୋନା ପଜିଟିଭ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। କରୋନା ସ୍ଥିତି ଅନୁଧ୍ୟାନ ପାଇଁ ସ୍ବତନ୍ତ୍ର ସ୍ବାସ୍ଥ୍ୟ ବିଭାଗର ୨ ଜଣିଆ ଟିମ୍‌ ଗଞ୍ଜାମ ଯିବେ। ଏହି ଟିମ୍‌ ସର୍ଭେଲାନ୍ସ ଓ କଣ୍ଟେନମେଣ୍ଟ ଜୋନ୍‌ ତଦାରଖ କରିବେ ବୋଲି ଜଣାପଡ଼ିଛି। ତେବେ ଏହି ଟିମ୍‌ରେ ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ ବିଜୟ କୁମାର ପାଣିଗ୍ରାହୀ ଓ ଭୁବନେଶ୍ୱର ଆର୍‌ଏମ୍‌ଆର୍‌ସି ବୈଜ୍ଞାନିକ ଜୟସିଂ କ୍ଷେତ୍ରୀ ସାମିଲ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

Asian Games 2026: ଖେଳାଳିଙ୍କ ପ୍ରଦର୍ଶନକୁ ନେଇ ପ୍ରଧାନମନ୍ତ୍ରୀ ମୋଦି କହିଲେ, ‘ଆପଣମାନେ ଦେଶକୁ…’

ନୂଆଦିଲ୍ଲୀ,୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଏସୀୟ କ୍ରୀଡ଼ା ୨୦୨୬’ (Asian Games 2026) ରେ ଭାରତୀୟ ଦଳର ପ୍ରଦର୍ଶନ ପାଇଁ ସେମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଦୃଢ଼ ସଂକଳ୍ପ,…

ପେରୁରେ ମିଳିଲା ନୂଆ ପ୍ରଜାତିର ଏଣ୍ଡୁଅ, ଉଚ୍ଚତା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲିମା,୫।୧୦ (ପେରୁ): ଦକ୍ଷିଣ ପେରୁର ଆଣ୍ଡିଜ୍‌ ପର୍ବତମାଳାରେ ବୈଜ୍ଞାନିକମାନେ ଏକ ନୂଆ ପ୍ରଜାତି ଏଣ୍ଡୁଅର ସନ୍ଧାନ ପାଇଛନ୍ତି। ସମୁଦ୍ର ପତନଠାରୁ ପ୍ରାୟ ୪,୮୦୦ ମିଟରରୁ ଅଧିକ ଉଚ୍ଚ…

ଠିକାଦାର ପ୍ରୀତି: ୮୪.୪୨ କୋଟି କ୍ଷତି, ୩୫୨.୭୩ କୋଟି ରାସ୍ତା କାମର ନାହିଁ ଦ୍ରବ୍ୟ ରସିଦ୍‌

ଭୁବନେଶ୍ୱର,୫ା୧୦(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ରାସ୍ତା ନିର୍ମାଣ କାର୍ଯ୍ୟରେ କିଭଳି ଅପମିଶ୍ରିତ ଆଲକାତରା ବ୍ୟବହାର ନ ହେବ ସେଥିପାଇଁ ଅର୍ଥ ବିଭାଗ ପକ୍ଷରୁ ସ୍ବତନ୍ତ୍ର…

ଏସୀୟ କ୍ରୀଡ଼ାରେ ଦୁଇଟି ସ୍ବର୍ଣ୍ଣ ଜିତିବା ପରେ ଅବସର ନେଲେ ଏହି କ୍ରିକେଟର, ପ୍ରଶଂସକ କହିଲେ…

ନୂଆଦିଲ୍ଲୀ,୫।୧୦: ପାକିସ୍ତାନୀ ମହିଳା କ୍ରିକେଟର କାଇନାତ ଇମତିଆଜ ଆନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରବିବାର ଏକ ପୋଷ୍ଟ ମାଧ୍ୟମରେ ସେ ଏହି ଖବର ଜଣାଇ ଲେଖିଥିଲେ,…

ଛାତ୍ର ସଂସଦ ନିର୍ବାଚନ; ଘୋଷଣା ହୋଇନି, ଦ୍ୱନ୍ଦ୍ୱ ବି ଛିଡୁନି

ଭୁବନେଶ୍ୱର,୫ା୧୦(ସୁନିତ୍‌ ମିଶ୍ର): ଓଡ଼ିଶାରେ ଗତ ୮ ବର୍ଷ ହେବ ଛାତ୍ର ସଂସଦ ନିର୍ବାଚନ ହୋଇନାହିଁ । ଭାଜପା ରାଜ୍ୟରେ ସରକାରକୁ ଆସିବା ପୂର୍ବରୁ ଓଡ଼ିଶାରେ ଛାତ୍ର ସଂସଦ…

ପରୀକ୍ଷାଗାରରୁ ବାହାରିଲା ‘କରୋନା ଭାଇରସ’ର ଭାଇ, ରୁଷିଆରେ ୱୁହାନ ଭଳି ଘଟଣାର ପୁନରାବୃତ୍ତି!

ମସ୍କୋ,୫।୧୦: ରୁଷିଆର ସାଇବେରିଆ ଅଞ୍ଚଳରେ ଏକ ସଂକ୍ରମଣକୁ ନେଇ ଉଦବେଗ ସୃଷ୍ଟି ହୋଇଛି। ଏକ ସ୍ଥାନୀୟ ପରୀକ୍ଷାଗାରରେ ଘଟିଥିବା ଦୁର୍ଘଟଣା ପରେ, ଏକ ସନ୍ଦିଗ୍ଧ ବିପଜ୍ଜନକ ସଂକ୍ରମଣକୁ…

ପାଣିପାଗ ବିଭାଗର ବଡ଼ ସୂଚନା, ଆସନ୍ତା ୪ ଦିନ ଯାଏ ଏହି ଜିଲାରେ କଲବଲ କରିବ ତାତି

ଭୁବନେଶ୍ୱର,୫ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ତାପମାତ୍ରା ବଢ଼ୁଛି । ଖରାତାତି ସାଙ୍ଗକୁ ଗରମ ଗୁଳୁଗୁଳି ଅନୁଭୂତ ହେଉଛି । ଆସନ୍ତା ୩/୪ ଦିନ ପର୍ଯ୍ୟନ୍ତ ଏଭଳି ସ୍ଥିତି…

ସୋସିଆଲ ମିଡିଆରେ ଉଠିଲା ପ୍ରଶ୍ନ

ଦୁବାଇ,୫ା୧୦: ଦୁବାଇରୁ ୧୭୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ବୁଧବାର ଇସ୍ରାଏଲ୍‌ର ତେଲ୍‌ ଆଭିଭ୍‌ ଯାଉଥିବା ଫ୍ଲାଏଦୁବାଇ ବିମାନର ସହପାଇଲଟ୍‌ ହମାମ ଅଲ୍‌-ହମାମି ଏହାକୁ ନିୟନ୍ତ୍ରଣକୁ ନେଇ ଦୁର୍ଘଟଣାଗ୍ରସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?