ଗଞ୍ଜାମ ଷ୍ଟେଟ୍‌ ବ୍ୟାଙ୍କ ବାହାରେ ଗ୍ରାହକଙ୍କ ପ୍ରବଳ ଗହଳି,ରହୁନି ସାମାଜିକ ଦୂରତା

ଗଞ୍ଜାମ, ୨୬।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା କାୟା ବିସ୍ତାର କରିଚାଲିଛ। ଫଳରେ ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି l ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ମାକ୍ସ ଓ ସାମାଜିକ ଦୂରତା ଅବଲମ୍ବନକୁ ଅଧିକ ଗୁରୁତ୍ୱ ଦିଆଯାଉଛି। କିନ୍ତୁ କିଛି ସ୍ଥାନରେ ଏହାର ବ୍ୟତିକ୍ରମ ହେଉଥିବା ଦେଖିବାକୁ ମିଳିଛି। ମଙ୍ଗଳବାର ସାଢେ ଦଶଟାରେ ଗଞ୍ଜାମ ଷ୍ଟେଟ ବ୍ୟାଙ୍କ ବାହାରେ ଗ୍ରାହକଙ୍କ ପ୍ରବଳ ଭିଡ଼ ଜମିଥିବା ଦେଖିବାକୁ ମିଳିଥିଲା l ଶନି, ରବି ଓ ସୋମବାର ବ୍ୟାଙ୍କ ବନ୍ଦ ଥିବା ଯୋଗୁ ଭିଡ଼ ଥିବା ବ୍ୟାଙ୍କ ପକ୍ଷରୁ କୁହାଯାଇଛି l ଅନ୍ୟପଟେ ଟଙ୍କା ଜମା ଓ ଉଠାଣ ପାଇଁ ଗୋଟିଏ ମାତ୍ର କାଉଣ୍ଟର ଖୋଲା ଯାଇଥିବା ଯୋଗୁ ଲୋକମାନେ ଲମ୍ବା ଧାଡିରେ ଠିଆ ହେଉଛନ୍ତି l ଏଣୁ ଲୋକଙ୍କ ଭିଡ଼କୁ ଆଖିରେ ରଖି ବିକଳ୍ପ ବ୍ୟବସ୍ଥା ଗ୍ରହଣ କରିବାକୁ ସ୍ଥାନୀୟ ଜନ ସାଧାରଣ ଦାବି କରିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୨ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୨ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୨ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

ଝିଅ ନିର୍ବାଚନ ଲଢିବା ନେଇ ମୁହଁ ଖୋଲିଲେ ମହମ୍ମଦ ମୋକିମ

କଟକ, ୨୪।୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ୨୦୨୪ରେ ବାରବାଟୀ-କଟକ ଆସନକୁ ନେଇ କଂଗ୍ରେସକୁ ଘାରିଛି ଚିନ୍ତା। କଂଗ୍ରେସ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର...

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri